ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:16

Romans 1:16
ମୁଁ ଏହି ସୁସମାଚ଼ାର ପାଇଁ ଗର୍ବ ଅନୁଭବ କରୁଛି। ଏହି ସୁସମାଚ଼ାର ହେଉଛି ଶକ୍ତି, ଯାହା ଦ୍ବାରା ପରମେଶ୍ବର ତାହାଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକଙ୍କୁ ଉଦ୍ଧାର କରନ୍ତି। ପ୍ରଥମେ ଯିହୂଦୀମାନଙ୍କୁ ଓ ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

Romans 1:15Romans 1Romans 1:17

Romans 1:16 in Other Translations

King James Version (KJV)
For I am not ashamed of the gospel of Christ: for it is the power of God unto salvation to every one that believeth; to the Jew first, and also to the Greek.

American Standard Version (ASV)
For I am not ashamed of the gospel: for it is the power of God unto salvation to every one that believeth; to the Jew first, and also to the Greek.

Bible in Basic English (BBE)
For I have no feeling of shame about the good news, because it is the power of God giving salvation to everyone who has faith, to the Jew first, and then to the Greek.

Darby English Bible (DBY)
For I am not ashamed of the glad tidings; for it is God's power to salvation, to every one that believes, both to Jew first and to Greek:

World English Bible (WEB)
For I am not ashamed of the Gospel of Christ, for it is the power of God for salvation for everyone who believes; for the Jew first, and also for the Greek.

Young's Literal Translation (YLT)
for I am not ashamed of the good news of the Christ, for it is the power of God to salvation to every one who is believing, both to Jew first, and to Greek.

For
Οὐouoo
I
am
not
γὰρgargahr
ashamed
ἐπαισχύνομαιepaischynomaiape-ay-SKYOO-noh-may
of
the
τὸtotoh
gospel
εὐαγγέλιονeuangelionave-ang-GAY-lee-one

of
τοῦtoutoo
Christ:
Χριστοῦ·,christouhree-STOO
for
δύναμιςdynamisTHYOO-na-mees
it
is
γὰρgargahr
the
power
θεοῦtheouthay-OO
God
of
ἐστινestinay-steen
unto
εἰςeisees
salvation
σωτηρίανsōtēriansoh-tay-REE-an
to
every
one
παντὶpantipahn-TEE
that
τῷtoh
believeth;
πιστεύοντιpisteuontipee-STAVE-one-tee
Jew
the
to
Ἰουδαίῳioudaiōee-oo-THAY-oh
first,
τεtetay
and
πρῶτονprōtonPROH-tone
also
καὶkaikay
to
the
Greek.
ἝλληνιhellēniALE-lane-ee

Cross Reference

ମାର୍କଲିଖିତ ସୁସମାଚାର 8:38
ଏହି ୟୁଗର ଲୋକେ ବର୍ତ୍ତମାନ ପାପ ଓ ବ୍ଯଭିଗ୍ଭରର ଖରାପ ସମୟରେ ବାସ କରୁଛନ୍ତି। ଯଦି କହେି ଲୋକ ମାେ ନାମ ଓ ମାେ ଉପଦେଶ ୟୋଗୁ ଲଜ୍ଜା ବୋଧ କରେ ତବେେ ମନୁଷ୍ଯ ପୁତ୍ର ଯେତବେେଳେ ସ୍ବର୍ଗ ଦୂତମାନଙ୍କ ସହିତ ନିଜ ପରମ-ପିତାଙ୍କ ମହିମା ସହିତ ଆସିବେ, ସେତବେେଳେ ସେ ମଧ୍ଯ ସହେି ଲୋକ ୟୋଗୁ ଲଜ୍ଜା ବୋଧ କରିବେ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:8
ଅତଏବ ଲୋକମାନଙ୍କୁ ଆମ୍ଭ ପ୍ରଭୁ ଯୀଶୁଙ୍କ ବିଷୟ ରେ କହିବା ପାଇଁ ଲଜ୍ଜାବୋଧ କର ନାହିଁ। ମୁଁ ପ୍ରଭୁଙ୍କ ପାଇଁ ବନ୍ଦୀ ହାଇେ ରହିଛି ମାେ ପାଇଁ ମଧ୍ଯ ଲଜ୍ଜା ବୋଧ କରେ ନାହିଁ। କିନ୍ତୁ ମାେ ସହିତ ସୁସମାଚାର ପାଇଁ କଷ୍ଟ ସହ୍ଯ କର। ତାହା କରିବା ପାଇଁ ପରମେଶ୍ବର ଆମ୍ଭକୁ ଶକ୍ତି ଦିଅନ୍ତି।

ଗୀତସଂହିତା 40:9
ମୁଁ ମହାସଭାରେ ତୁମ୍ଭର ବିଜଯବାର୍ତ୍ତା ପ୍ରଚାର କରିଅଛି। ହେ ସଦାପ୍ରଭୁ, ତାହା ତୁମ୍ଭେ ଜାଣ, ମୁଁ ଏହି ଶୁଭ ଖବର ପ୍ରଚାରରୁ କବେେ ହେଲେ ବିରତ ରହିବ ନାହିଁ।

ପିତରଙ୍କ ପ୍ରଥମ ପତ୍ 4:16
ତୁମ୍ଭେ ସହେି ଖ୍ରୀଷ୍ଟିଯାନ ନାମଟି ପାଇଁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଅ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:12
ସହେି ସୁସମାଚାର କହିଥିବାରୁ ଏବେ ମୁଁ କଷ୍ଟ ପାଉଛି। କିନ୍ତୁ ମୁଁ ଲଜ୍ଜିତ ନୁହେଁ। ମୁଁ ଯାହାଙ୍କୁ ବିଶ୍ବାସ କରିଛି, ତାହାଙ୍କୁ ମୁଁ ଜାଣେ। ମାରେ ପୂର୍ଣ୍ଣ ଆଶା ଅଛି ଯେ, ସେ ସହେି ବିଷୟଗୁଡ଼ିକ ସହେିଦିନ296 ପର୍ୟ୍ଯନ୍ତ ରକ୍ଷା କରିବେ, ଯେଉଁଗୁଡ଼ିକର ଦାଯିତ୍ବ ସେ ମାେ ଉପରେ ନ୍ଯସ୍ତ କରିଥିଲେ।

ଲୂକଲିଖିତ ସୁସମାଚାର 9:26
ଯଦି କୌଣସି ଲୋକ ମାେ ପାଇଁ ବା ମାେ ଉପଦେଶ ପାଇଁ ଲଜ୍ଜିତ ହାଇେଥାଏ, ତବେେ ମୁଁ ମଧ୍ଯ ତା ପାଇଁ ଲଜ୍ଜିତ ହବେି। ଯେତବେେଳେ ମନୁଷ୍ଯ ପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ବର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତବେେଳେ ସେ ତା ପାଇଁ ଲଜ୍ଜିତ ହବେେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:9
ମନ୍ଦକାମ କରୁଥିବା ପ୍ରେତ୍ୟକକ ଲୋକକୁ ପରମେଶ୍ବର ଦୁଃଖ ଓ ସଂକଟ ରେ ପକାଇବେ। ଯିହୂଦୀମାନଙ୍କୁ ପ୍ରଥମେ, ପରେ ଅଣଯିହୂଦୀମାନଙ୍କୁ ମଧ୍ଯ।

ଏବ୍ରୀମାନଙ୍କ ନିକଟକୁ ପତ୍ର 4:12
ପରମେଶ୍ବରଙ୍କ ବାକ୍ଯ ଜୀବନ୍ତ ଓ କାର୍ୟ୍ଯସାଧନକ ଅଟେ। ତାହାଙ୍କର ବାକ୍ଯ ଯେ କୌଣସି ଦ୍ବିଧାର ଖଠାରୁ ମଧ୍ଯ ଅଧିକ ଧାରୁଆ। ପରମେଶ୍ବରଙ୍କ ବାକ୍ଯ ଆମ୍ଭ ପ୍ରାଣ, ଆତ୍ମା, ହାଡ଼ ଓ ମଜ୍ଜାର ସନ୍ଧିସ୍ଥଳ ଭଦେ କରିପା ରେ। ଏହା ହୃଦୟର ଚିନ୍ତା ଓ ଭାବର ବିଚାର କରେ।

ଯିରିମିୟ 23:29
ସଦାପ୍ରଭୁ କହନ୍ତି, ଆମ୍ଭର ବାକ୍ଯ ଅଗ୍ନି ତୁଲ୍ଯ। ପୁଣି ତାହା ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ଯ।

ଯିଶାଇୟ 53:1
ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ବାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହାଇେଅଛି ?

ରେରିତମାନଙ୍କ କାର୍ଯ୍ୟର ବିବରଣ 3:26
ପରମେଶ୍ବର ତୁମ୍ଭମାନଙ୍କୁ ଆଶୀର୍ବାଦ କରିବା ପାଇଁ ପ୍ରଥମେ ଆପଣାର ବିଶଷେ ସବେକ ଯୀଶୁଙ୍କୁ ପଠାଇଛନ୍ତି। ତୁମ୍ଭମାନେେ ଯେପରି ମନ୍ଦକାର୍ୟ୍ଯରୁ ବିମୁଖ ହୁଅ, ଏଥିପାଇଁ ସେ ଏପରି କରିଛନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:17
ସୁସମାଗ୍ଭର ଶୁଣିଲେ ବିଶ୍ବାସ ହୁଏ ଓ ଜଣେ କିଏ ଖ୍ରୀଷ୍ଟଙ୍କ ବିଷୟ ରେ କହିଲେ ଲୋକେ ଶୁଣନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 1:18
ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି କୃଶର ବାର୍ତ୍ତା ସଂପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭପ୍ରତି ଏହା ପରମେଶ୍ବରଙ୍କ ଶକ୍ତି ସ୍ବରୂପ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:4
ମାରେକଥା ଓ ଶିକ୍ଷା ଲୋକଙ୍କୁ ପ୍ରବର୍ତ୍ତାଇବା ଭଳି ଜାଗତିକ ଜ୍ଞାନର କଥା ନ ଥିଲା। ମାତ୍ର ମାହୋର ଶିକ୍ଷା ପବିତ୍ରଆତ୍ମାଙ୍କ ଦତ୍ତ ଶକ୍ତିର ପ୍ରମାଣ ଅଟେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 4:4
ଅବିଶ୍ବାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦଇେଛି। ତେଣୁ ସମାନେେ ଖ୍ରୀଷ୍ଟଙ୍କର ସୁସମାଚାରର ଆଲୋକ ଦେଖି ପାରନ୍ତି ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:7
ପ୍ରକୃତ ରେ ଆଉ ଅନ୍ୟ କୌଣସି ସୁସମାଚାର ନାହିଁ। କିନ୍ତୁ କେତକେ ଲୋକ ତୁମ୍ଭମାନଙ୍କୁ ବିଭ୍ରାନ୍ତ କରାଇ ଖ୍ରୀଷ୍ଟଙ୍କ ସୁସମାଚାରକୁ ପରିବର୍ତ୍ତନ କରିବା ପାଇଁ ଚେଷ୍ଟା କରୁଛନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:16
ମୁଁ ଜଲେ ରେ ରହିବା ଦ୍ବାରା ସେ ଲଜ୍ଜିତ ହାଇେ ନାହାଁନ୍ତି।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:11
ଏହି ଉପଦେଶ ପରମେଶ୍ବର ମାେତେ ପ୍ରଚାର କରିବାକୁ ଦଇେଥିବା ସୁସମାଚାରର ଅଂଶବିଶଷେ। ଏହି ମହିମାମୟ ସୁସମାଚାର ପରମଧନ୍ଯ ପରମେଶ୍ବରଙ୍କଠାରୁ ଆସିଛି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:5
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:4
ଆମ୍ଭେ ଯେଉଁ ଅସ୍ତ୍ରଗୁଡ଼ିକ ସାହାୟ୍ଯ ରେ ସଂଗ୍ରାମ କରୁ ସଗେୁଡ଼ିକ ଜାଗତୀକ ଅସ୍ତ୍ରଶସ୍ତ୍ର ନୁହେଁ। ଆମ୍ଭର ଅସ୍ତ୍ରଶସ୍ତ୍ର ରେ ପରମେଶ୍ବରଙ୍କ ଶକ୍ତି ନିହିତ ଅଛି। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ଶତୃର ଶକ୍ତିଶାଳୀ ସ୍ଥାନ ଗୁଡ଼ିକ ନଷ୍ଟ କରି ପା ରେ। ଏହି ଅସ୍ତ୍ରଶସ୍ତ୍ର ଗୁଡ଼ିକ ସାହାୟ୍ଯ ରେ ଆମ୍ଭେ ଲୋକଙ୍କ ସମସ୍ତ ୟୁକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ବିରୁଦ୍ଧ ରେ ଉଠୁଥିବା ପ୍ରେତ୍ୟକକ ଗର୍ବର କଥା ଖଣ୍ଡନ କରୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 9:13
ତୁମ୍ଭମାନଙ୍କର ଏହି ସବୋ ତୁମ୍ଭମାନଙ୍କର ବିଶ୍ବାସର ପ୍ରମାଣ ଅଟେ। ଏହା ଦ୍ବାରା ଲୋକେ ପରମେଶ୍ବରଙ୍କୁ ପ୍ରଶଂସା କରିବେ, କାରଣ ତୁମ୍ଭମାନେେ ଯେ କବଳେ ବିଶ୍ବାସକୁ ସ୍ବୀକାର କରୁଛ ତା ନୁହେଁ, ବରଂ ଖ୍ରୀଷ୍ଟଙ୍କର ବ୍ଯବହାରିକ ସୁସମାଚାରକୁ ଅନୁସରଣ କରୁଛ। ତୁମ୍ଭମାନେେ ସମାନଙ୍କେ ପାଇଁ ଓ ସମସ୍ତ ଲୋକଙ୍କ ପାଇଁ ଉଦାର ଭାବେ ଦାନ କରୁଥିବାରୁ ଲୋକେ ପରମେଶ୍ବରଙ୍କ ପ୍ରଶଂସା କରିବେ।

ଗୀତସଂହିତା 119:46
ମୁଁ ରାଜାମାନଙ୍କ ସହିତ ତୁମ୍ଭର ବାକ୍ଯ ବିଷଯରେ ଆଲୋଚନା କରିବି। ଏବଂ ମୁଁ ଲଜ୍ଜିତ ହବେି ନାହିଁ।

ଲୂକଲିଖିତ ସୁସମାଚାର 2:10
ମଷେପାଳକମାନେ ଅତ୍ଯନ୍ତ ଭୟଭୀତ ହାଇଗେଲେ। ସ୍ବର୍ଗଦୂତ ସମାନଙ୍କେୁ କହିଲେ, ଭୟ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କ ପାଇଁ ଅତ୍ଯନ୍ତ ଶୁଭ ସମାଚାର ଆଣିଛି। ତାହା ସବୁଲୋକଙ୍କ ପାଇଁ ମହା ଆନନ୍ଦ ଆଣିଦବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:18
ତା' ହେଲେ ମାରେ ପୁରସ୍କାର କ'ଣ ? ମାରେ ପୁରସ୍କାର ଏହା ଯେ ସୁସମାଚାର ପ୍ରଚାର କଲା ବେଳେ ମୁଁ ମୁକ୍ତ ଭାବରେ ସୁସମାଚାରକୁ ଦଇେ ପାରିବି ? ଏହିପରି ସୁସମାଚାର ପ୍ରଚାର ପାଇଁ ଯେଉଁ ପ୍ରାପ୍ଯ ମାରେ ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:2
ତୁମ୍ଭମାନେେ ଏହି ସୁସମାଚାର ଦ୍ବାରା ପରିତ୍ରାଣ ପାଇଛ। କିନ୍ତୁ ମାେ କହିଥିବା କଥାଗୁଡ଼ିକୁ ତୁମ୍ଭମାନେେ ବିଶ୍ବାସ କରି ଚାଲିବା ଉଚିତ୍। ନଚେତ୍ ତୁମ୍ଭେ ବ୍ଯର୍ଥ ରେ ବିଶ୍ବାସୀ ହାଇେଥିଲ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:14
ପରମେଶ୍ବର ହେଉଛନ୍ତି ଧନ୍ଯ। ସେ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ଆମ୍ଭ ବିଜୟ ଅଭିଯାନ ରେ ସର୍ବଦା ମାର୍ଗ ଦର୍ଶନ କରାନ୍ତି। ଆମ୍ଭ ମାଧ୍ଯମ ରେ ସେ ପ୍ରେତ୍ୟକକ ସ୍ଥାନ ରେ ତାହାଙ୍କ ଜ୍ଞାନର ମଧୁର ସୁଗନ୍ଧି ପ୍ରସାର କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:11
ପରମେଶ୍ବର ଗ୍ରହଣ କରି ନଇେଛନ୍ତି ବୋଲି ପ୍ରମାଣିତ କରିବା ଲାଗି ଅବ୍ରାହାମଙ୍କୁ ପରେ ସୁନ୍ନତ କରାଯାଇ ଥିଲା। ଏହି ସୁନ୍ନତ ପ୍ରମାଣ କରୁଛି ଯେ ସୁନ୍ନତ ହବୋ ପୂର୍ବରୁ ପରମେଶ୍ବରଙ୍କ ପ୍ରତି ସେ ଧାର୍ମିକ ଥିଲେ। ସେଥିପାଇଁ, ଯେଉଁମାନେ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି ଓ ସୁନ୍ନତ ହାଇେ ନାହାଁନ୍ତି, ସେ ସମସ୍ତ ଲୋକଙ୍କର ପିତା ଅବ୍ରାହାମ ଅଟନ୍ତି। ସମାନେେ ବିଶ୍ବାସ କରନ୍ତି ଓ ଏହି କାରଣରୁ ସମାନେେ ପରମେଶ୍ବରଙ୍କ ପାଇଁ ଧାର୍ମିକ ବୋଲି ନିରୁପିତ ହୁଅନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:19
ସମାନେେ ଆଶ୍ଚର୍ୟ୍ଯ କର୍ମ ଓ ଅଭୂତ ଘଟଣା ମାଧ୍ଯମ ରେ ପବିତ୍ର ଆତ୍ମାଙ୍କର ଶକ୍ତି ରେ ପରମେଶ୍ବରଙ୍କୁ ମାନିଛନ୍ତି। ମୁଁ ୟିରୂଶାଲମ ଠାରୁ ଇଲ୍ଲୁରିକ ଗ୍ଭରିପଟ ଅଞ୍ଚଳ ରେ ଖ୍ରୀଷ୍ଟଙ୍କ ସୁସମାଗ୍ଭର ପ୍ରଗ୍ଭର କଲି ଓ ମାରେ ସହେି କାର୍ୟ୍ଯ ସମାପ୍ତ କଲି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:29
ମୁଁ ଜାଣେ ଯେ, ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବି, ସେତବେେଳେ ଖ୍ରୀଷ୍ଟଙ୍କର ସମ୍ପୂର୍ଣ ଆଶୀର୍ବାଦ ନଇେ ଆସିବି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 2:2
କାରଣ ସ୍ଥିର କରିଥିଲି ଯେ ତୁମ୍ଭ ସହିତ ଥିବା ସମୟରେ, ମୁଁ ଯୀଶୁଖ୍ରୀଷ୍ଟ ଓ କୃଶ ରେ ତାହାଙ୍କ ମୃତ୍ଯୁ ଭୋଗ ବ୍ଯତୀତ, ଅନ୍ୟସବୁ କଥା ଭୁଲି ୟିବି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 9:12
ଯଦି ଅନ୍ୟମାନଙ୍କର ତୁମ୍ଭଠା ରେ ଏହି ଦାବୀ ଅଛି, ତବେେ ଆମ୍ଭର କ'ଣ ଏଥି ରେ ଅଧିକ ଦାବୀ ନାହିଁ ? କିନ୍ତୁ ଆମ୍ଭେ ଏହି ଅଧିକାର ପ୍ରଯୋଗ କରି ନାହୁଁ। ବରଂ ଖ୍ରୀଷ୍ଟଙ୍କର ସୁସମାଚାର କାର୍ୟ୍ଯ କାଳେ ବାଧାପ୍ରାପ୍ତ ହବେ, ଏଥିପାଇଁ ଆମ୍ଭେ ସହ୍ଯ କରିଅଛୁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 14:24
କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ଜଣେ ଅବିଶ୍ବାସୀ ବା ସାଧାରଣ ଲୋକ ଆ ସେ ତବେେ ତା'ର ଦୋଷ ତୁମ୍ଭକୁ ଦଖାୟିବେ ଓ ତୁମ୍ଭ କଥା ଦ୍ବାରା ସେ ବିଚାରିତ ହବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:12
ମୁଁ ଯୀଶୁ ଖ୍ରୀଷ୍ଟଙ୍କର ସୁସମାଚାର ପ୍ରଚାର କରିବା ପାଇଁ ତ୍ରୋଯା ନଗରକୁ ଯାଇଥିଲି। ପ୍ରଭୁ ସଠାେରେ ମାେତେ ଭଲ ସୁଯୋଗଟିଏ ଦେଲେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:5
ତୁମ୍ଭମାନଙ୍କର ଭରସା ହତେୁ ତୁମ୍ଭମାନେେ ଖ୍ରୀଷ୍ଟଙ୍କୁ ବିଶ୍ବାସ ଓ ସାଧୁମାନଙ୍କୁ ପ୍ ରମେ କରୁଛ। ତୁମ୍ଭେ ଯେଉଁ ବିଷୟଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ବର୍ଗ ରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭମାନେେ ଯେତବେେଳେ ସତ୍ଶିକ୍ଷା ବା ସୁସମାଚାର ଶୁଣିଥିଲ, ସେତବେେଳେ ଏହି ଭରସା ବିଷୟ ରେ ଜାଣିଥିଲ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:13
ତୁମ୍ଭମାନେେ ଆମ୍ଭମାନଙ୍କଠାରୁ ଶୁଣିଥିବା ଶିକ୍ଷାଗୁଡ଼ିକୁ ମଣିଷମାନଙ୍କର ନୁହେଁ ବରଂ ପରମେଶ୍ବରଙ୍କ ବାକ୍ଯ ବୋଲି ଭାବି ଗ୍ରହଣ କରିଥିବାରୁ, ଆମ୍ଭେ ପରମେଶ୍ବରଙ୍କୁ ଅନବରତ ଧନ୍ଯବାଦ ଜଣାଉଛୁ। ଏହା ପ୍ରକୃତ ରେ ପରମେଶ୍ବରଙ୍କ ଶିକ୍ଷା। ଏହି ଶିକ୍ଷାର ପ୍ରଭାବ, ବିଶ୍ବାସୀ ଯେ ତୁମ୍ଭମାନେେ, ତୁମ୍ଭମାନଙ୍କ ଉପରେ ପଡ଼ିଛି।

ଗୀତସଂହିତା 71:15
ମୁଁ ଲୋକମାନଙ୍କୁ କହିବି ତୁମ୍ଭେ କିପରି ଉତ୍ତମ ଅଟ। ତୁମ୍ଭେ ମାେତେ କିପରି ଅଗଣିତ ଥର ରକ୍ଷା କରିଥିଲ, ୟପରେିକି କେତେଥର ଗଣତି କରିପାରିବ ନାହିଁ।