ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:29 in Oriya

ଓଡିଆ ଓଡିଆ ବାଇବେଲ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1 ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:29

Romans 1:29
ସହେି ଲୋକମାନେ ସମସ୍ତ ପ୍ରକାରର ପାପ, ମନ୍ଦଭାବନା, ସ୍ବାର୍ଥ ଓ ଘୃଣା ରେ ପରିପୂର୍ଣ୍ଣ ଥିଲେ। ସମାନେେ ହତ୍ଯା, ଝଗଡ଼ା, ମିଛ, ଛନ୍ଦ-କପଟତା ଓ ଅନ୍ୟମାନଙ୍କର ମନ୍ଦ ଚ଼ିନ୍ତା ରେ ବୁଡ଼ି ରହନ୍ତି।

Romans 1:28Romans 1Romans 1:30

Romans 1:29 in Other Translations

King James Version (KJV)
Being filled with all unrighteousness, fornication, wickedness, covetousness, maliciousness; full of envy, murder, debate, deceit, malignity; whisperers,

American Standard Version (ASV)
being filled with all unrighteousness, wickedness, covetousness, maliciousness; full of envy, murder, strife, deceit, malignity; whisperers,

Bible in Basic English (BBE)
Being full of all wrongdoing, evil, desire for the goods of others, hate, envy, putting to death, fighting, deceit, cruel ways, evil talk, and false statements about others;

Darby English Bible (DBY)
being filled with all unrighteousness, wickedness, covetousness, malice; full of envy, murder, strife, deceit, evil dispositions; whisperers,

World English Bible (WEB)
being filled with all unrighteousness, sexual immorality, wickedness, covetousness, maliciousness; full of envy, murder, strife, deceit, evil habits, secret slanderers,

Young's Literal Translation (YLT)
having been filled with all unrighteousness, whoredom, wickedness, covetousness, malice; full of envy, murder, strife, deceit, evil dispositions; whisperers,

Being
filled
with
πεπληρωμένουςpeplērōmenouspay-play-roh-MAY-noos
all
πάσῃpasēPA-say
unrighteousness,
ἀδικίᾳadikiaah-thee-KEE-ah
fornication,
πορνείᾳ,porneiapore-NEE-ah
wickedness,
πονηρίᾳponēriapoh-nay-REE-ah
covetousness,
πλεονεξίᾳpleonexiaplay-oh-nay-KSEE-ah
maliciousness;
κακίᾳkakiaka-KEE-ah
full
μεστοὺςmestousmay-STOOS
of
envy,
φθόνουphthonouFTHOH-noo
murder,
φόνουphonouFOH-noo
debate,
ἔριδοςeridosA-ree-those
deceit,
δόλουdolouTHOH-loo
malignity;
κακοηθείαςkakoētheiaska-koh-ay-THEE-as
whisperers,
ψιθυριστάςpsithyristaspsee-thyoo-ree-STAHS

Cross Reference

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 12:20
ଏଭଳି କହିବାର ଉଦ୍ଦେଶ୍ଯ ଯେ, ମାରେଭୟ ହେଉଛି : ଯେତବେେଳେ ମୁଁ ତୁମ୍ଭମାନଙ୍କ ପାଖକୁ ୟିବି ସେତବେେଳେ ମୁଁ ତୁମ୍ଭମାନଙ୍କୁ ଯାହା ଭାବିଛି, ଠିକ୍ ସହେି ରୂପରେ ନ ପାଇ ପା ରେ ଓ ତୁମ୍ଭମାନେେ ମଧ୍ଯ ମାେତେ ଯାହା ଭାବିଛ ଠିକ୍ ସହେି ରୂପରେ ପାଇ ନ ପାର। ମାରେଭୟ ଯେ, କାଳେ ତୁମ୍ଭମାନଙ୍କ ମଧିଅରେ କଳହ, ଇର୍ଷା, କୋର୍ଧ, ସ୍ବାର୍ଥପରତା, ପରଚର୍ଚ୍ଚା, କାନ କୁହାକୋହି, ଗର୍ବ ଓ ଦ୍ବନ୍ଦ ଦେଖିବାକୁ ମିଳିବ।

ହିତୋପଦେଶ 16:28
କୁଟିଳ ମନୁଷ୍ଯ ବିବାଦ ବୁଣେ। କାନକୁହା ଲୋକମାନେ ବନ୍ଧୁତ୍ବ ନଷ୍ଟ କରନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:10
ଶାସ୍ତ୍ର ରେ ଏହିପରି ଲଖାେ ଅଛି,

ଗୀତସଂହିତା 41:7
ମାରେ ଶତ୍ରୁମାନେ ଫୁସ୍ ଫୁସ୍ କରି ମାେ ବିଷଯରେ କଥା ହୁଅନ୍ତି। ସମାନେେ ମାେ ବିରୁଦ୍ଧରେ ଅନିଷ୍ଟ କଳ୍ପନା କରନ୍ତି।

ହିତୋପଦେଶ 26:20
କାଠ ବିନା ଯେପରି ନିଆଁ ଲିଭିୟାଏ ଏବଂ କଳହକାରୀ ବିନା ବାଜେ କଥା ସ୍ଥଗିତ ହାଇୟୋଏ।