Romans 8:19
ପରମେଶ୍ବର ଯାହା କିଛି ସୃଷ୍ଟି କରିଛନ୍ତି, ସହେି ସବୁ ବଡ ଆଶା ରେ ସହେି ସମୟକୁ ଅପେକ୍ଷା କରିଚନ୍ତି ଯେ କେତବେେଳେ ପରମେଶ୍ବର ସଂସାରକୁ ଜଣାଇ ଦବେେ ଯେ, କେଉଁ ମାନେ ତାହାଙ୍କର ସନ୍ତାନ ଅଟନ୍ତି। ସମଗ୍ର ସଂସାର ଏହି ଘଟଣା ଘଟିବା ପାଇଁ ଚ୍ଭାହି ରହିଛି।
Romans 8:19 in Other Translations
King James Version (KJV)
For the earnest expectation of the creature waiteth for the manifestation of the sons of God.
American Standard Version (ASV)
For the earnest expectation of the creation waiteth for the revealing of the sons of God.
Bible in Basic English (BBE)
For the strong desire of every living thing is waiting for the revelation of the sons of God.
Darby English Bible (DBY)
For the anxious looking out of the creature expects the revelation of the sons of God:
World English Bible (WEB)
For the creation waits with eager expectation for the children of God to be revealed.
Young's Literal Translation (YLT)
for the earnest looking out of the creation doth expect the revelation of the sons of God;
| For | ἡ | hē | ay |
| the | γὰρ | gar | gahr |
| earnest expectation | ἀποκαραδοκία | apokaradokia | ah-poh-ka-ra-thoh-KEE-ah |
| of the | τῆς | tēs | tase |
| creature | κτίσεως | ktiseōs | k-TEE-say-ose |
| for waiteth | τὴν | tēn | tane |
| the | ἀποκάλυψιν | apokalypsin | ah-poh-KA-lyoo-pseen |
| manifestation | τῶν | tōn | tone |
| of the | υἱῶν | huiōn | yoo-ONE |
| sons | τοῦ | tou | too |
| of | θεοῦ | theou | thay-OO |
| God. | ἀπεκδέχεται | apekdechetai | ah-pake-THAY-hay-tay |
Cross Reference
ମଲାଖୀ 3:17
ସଦାପ୍ରଭୁ କହିଲେ, ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।
ପିତରଙ୍କ ଦିତୀୟ ପତ୍ର 3:11
ମୁଁ କହିଲା ଭଳି, ଏପରି ଭାବରେ ସବୁ କିଛି ନଷ୍ଟ ହାଇଯେିବ। ଅତଏବ, ତୁମ୍ଭେ କିପରି ଲୋକ ହବୋ ଉଚିତ ? ତୁମ୍ଭେ ପବିତ୍ର ଜୀବନଯାପନ କରି ପରମେଶ୍ବରଙ୍କ ସବୋ କରିବା ଉଚିତ।
ଯିଶାଇୟ 65:17
କାରଣ ଦେଖ, ଆମ୍ଭେ ନୂତନ ସ୍ବର୍ଗମଣ୍ଡଳ ଓ ନୂତନ ପୃଥିବୀ ସୃଷ୍ଟି କରୁଅଛୁ। ତେଣୁ ପୂର୍ବକାଳର ବିଷଯସବୁ ବିସ୍ମୃତ ହବେ ଓ ସଗେୁଡ଼ିକ ଆଉ ସ୍ମୃତିକୁ ଆସିବ ନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:23
କବଳେ ଜଗତ ନୁହେଁ, ଆମ୍ଭେ ମଧ୍ଯ ସହେିପରି ବଦନୋପୂର୍ବକ ଅପେକ୍ଷା ରେ ଅଛୁ। ପରମେଶ୍ବରଙ୍କର ପ୍ରତିଜ୍ଞାର ପ୍ରଥମ ଫଳ ସ୍ବରୂପ ଆମ୍ଭେ ଆତ୍ମାକୁ ପାଇଲୁ। ସେଥି-ପାଇଁ ଅପେକ୍ଷା କରିଛୁ ଯେ , ପରମେଶ୍ବର ଆମ୍ଭକୁ ତାହାଙ୍କର ନିଜ ସନ୍ତାନ ଭାବେ ସୃଷ୍ଟି କରିବା କାମ ସମାପ୍ତ କରନ୍ତୁ। ଅର୍ଥାତ ଆମ୍ଭମାନେେ ଶରୀରଗୁଡିକ ମୁକ୍ତି ପାଇଁ ଅପେକ୍ଷା କରିଛୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 1:20
ମାରେ ଦୃଢ଼ ଆଶା ଓ ଭରସା ଯେ ମୁଁ ଖ୍ରୀଷ୍ଟଙ୍କୁ କଦାପି ହରାଇବି ନାହିଁ। ବରଂ, ମୁଁ ନିଶ୍ଚିତ ଯେ ମୁଁ ସାହସୀ ହବେି ଏବଂ ମୁଁ ମୃତ ବା ଜୀବିତ ଥାଏ, ଖ୍ରୀଷ୍ଟଙ୍କ ମହାନତା ମାେ ଶରୀର ରେ ପ୍ରକାଶିତ କରିବି।
ଯୋହନଙ୍କ ପ୍ରଥମ ପତ୍ର 3:2
ପ୍ରିୟ ବନ୍ଧୁମାନେ, ଆମ୍ଭେ ବର୍ତ୍ତମାନ ପରମେଶ୍ବରଙ୍କର ସନ୍ତାନ, କିନ୍ତୁ ଭବିଷ୍ଯତ ରେ ଆମ୍ଭେ କ'ଣ ହବୋ ତାହା ଆମ୍ଭକୁ ଜଣାଇ ଦିଆଯାଇ ନାହିଁ। ଆମ୍ଭେ ଏହା ଜାଣିଛୁ ଯେ ଖ୍ରୀଷ୍ଟଙ୍କ ପୁନରାଗମନ ସମୟରେ ଆମ୍ଭେ ସବୁ ତାହାଙ୍କ ଭଳି ହାଇଯେିବା। ସେ ଯେପରି, ଆମ୍ଭେ ତାହାଙ୍କୁ ସହେି ରୂପରେ ଦେଖିବା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:1
ଏହାପରେ ମୁଁ ଗୋଟିଏ ନୂତନ ସ୍ବର୍ଗ ଓ ନୂତନ ପୃଥିବୀ ଦେଖିଲି। ପ୍ରଥମ ସ୍ବର୍ଗ ଓ ପ୍ରଥମ ପୃଥିବୀ ଅଦୃଶ୍ଯ ହାଇେ ଯାଇଥିଲା। ସଠାେରେ ଆଉ ସମୁଦ୍ର ନ ଥିଲା।
ମାଥିଉଲିଖିତ ସୁସମାଚାର 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:21
ପୁନର୍ବାର ସମସ୍ତ କାର୍ୟ୍ଯ ସୁସମ୍ପନ୍ନ ହବୋ ପର୍ୟ୍ଯନ୍ତ ଯୀଶୁଙ୍କୁ ସ୍ବର୍ଗ ରେ ରହିବାକୁ ପଡ଼ିବ। ଏହି ସମସ୍ତ ବିଷୟ ରେ ପରମେଶ୍ବର ବହୁତ ଆଗରୁ ଭାବବଦୀମାନଙ୍କ ମାଧ୍ଯମ ରେ କହିଛନ୍ତି।