ମାଥିଉଲିଖିତ ସୁସମାଚାର 14:15
ସନ୍ଧ୍ଯା ବଳକେୁ ଶିଷ୍ଯମାନେ ତାହାଙ୍କ ପାଖକୁ ଆସି କହିଲେ, ଏହା ଅତ୍ଯନ୍ତ ନିଛାଟିଆ ସ୍ଥାନ। ସମୟ ବହୁତ ହେଲାଣି। ଲୋକମାନଙ୍କୁ ଏଠାରୁ ପଠଇେ ଦିଅ। ତା' ହେଲେ ସମାନେେ ଗାଁମାନଙ୍କୁ ଯାଇ ସମାନଙ୍କେ ପାଇଁ ଖାଦ୍ୟ କିଣି ପାରିବେ।
ମାର୍କଲିଖିତ ସୁସମାଚାର 7:19
କାରଣ ଖାଦ୍ୟ ତାର ହୃଦୟକୁ ନଯାଇ ପଟେ ଭିତରକୁ ଯାଏ ଓ ପୁଣି ମଳ ଆକାର ରେ ବାହାରକୁ ବାହାରି ଯାଏ। ଏହା କହି ଯୀଶୁ ସମସ୍ତ ଖାଦ୍ୟ ପଦାର୍ଥ ଯେ ଶୁଦ୍ଧ ଅଟେ, ଏହା ପ୍ରମାଣିତ କଲେ।
ଲୂକଲିଖିତ ସୁସମାଚାର 3:11
ଯୋହନ ସମାନଙ୍କେୁ ଉତ୍ତର ଦେଲେ, ଯଦି ତୁମ୍ଭ ପାଖ ରେ ଦୁଇଟି କୁର୍ତ୍ତା ଅଛି ତବେେ ସେଥିରୁ ଗୋଟିଏ କୁର୍ତ୍ତା ଯାହାର ନାହିଁ ତାହାକୁ ଦିଅ। ଯଦି ତୁମ୍ଭ ପାଖ ରେ ଖାଦ୍ୟ ଅଛି ତବେେ ତାହାକୁ ମଧ୍ଯ ବାଣ୍ଟିଦିଅ।
ଲୂକଲିଖିତ ସୁସମାଚାର 9:13
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନେେ ଏମାନଙ୍କୁ କିଛି ଖାଇବାକୁ ଦିଅ।
ଯୋହନଲିଖିତ ସୁସମାଚାର 4:34
ଯୀଶୁ କହିଲେ, ଯେଉଁ ପରମେଶ୍ବର ମାେତେ ପଠାଇଛନ୍ତି, ତାହାଙ୍କର ଇଚ୍ଛା ପାଳନ କରିବା ଓ ତାହାଙ୍କର କାର୍ୟ୍ଯ ପୂର୍ଣ୍ଣ କରିବା ହେଉଛି ମାରେଆହାର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:15
ତାହାକୁ ସେ ଗ୍ରହଣ କରିବାଅନୁଚିତ। ତୁମ୍ଭ ଖାଦ୍ୟ ଦ୍ବାରା ତୁମ୍ଭେ ଯଦି ତୁମ୍ଭର ଭାଇ ବିଶ୍ବାସକୁ ଆଘାତ ଦେଉଛ, ତା ହେଲେ ତୁମ୍ଭେ ପ୍ରକୃତ ରେ ପ୍ ରମେ ଦ୍ବାରା ପରିଚ୍ଭାଳିତ ବ୍ଯକ୍ତି ଭଳି ବ୍ଯବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ବାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ଯ ପ୍ରାଣ ତ୍ଯାଗ କରିଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:15
ତାହାକୁ ସେ ଗ୍ରହଣ କରିବାଅନୁଚିତ। ତୁମ୍ଭ ଖାଦ୍ୟ ଦ୍ବାରା ତୁମ୍ଭେ ଯଦି ତୁମ୍ଭର ଭାଇ ବିଶ୍ବାସକୁ ଆଘାତ ଦେଉଛ, ତା ହେଲେ ତୁମ୍ଭେ ପ୍ରକୃତ ରେ ପ୍ ରମେ ଦ୍ବାରା ପରିଚ୍ଭାଳିତ ବ୍ଯକ୍ତି ଭଳି ବ୍ଯବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ବାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ଲାଗି ମଧ୍ଯ ପ୍ରାଣ ତ୍ଯାଗ କରିଥିଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:20
ଖାଦ୍ୟ ଯେପରି ପରମେଶ୍ବରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ଯ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍ , ଯଦି ତାହା ଅନ୍ୟ ଜଣକୁ ପାପରେ ପଡିୟିବାର କାରଣ ହାଇେଥାଏ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 3:2
ସେତବେେଳେ ମୁଁ ତୁମ୍ଭକୁ ଗୁରୁପାକ ଖାଦ୍ୟ ନ ଦଇେ କ୍ଷୀର ଦଲେି। ଏପରି କରିବାର ଉଦ୍ଦେଶ୍ଯ ଯେ, ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନ ଥିଲ, ଏବେ ମଧ୍ଯ ତୁମ୍ଭମାନେେ ଗୁରୁପାକ ଖାଦ୍ୟ ପାଇଁ ପ୍ରସ୍ତୁତ ନୁହଁ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 6:13
ଖାଦ୍ୟ ପଟେ ପାଇଁ ଓ ପଟେ ଖାଦ୍ୟ ପାଇଁ ଅଟେ। ଏ କଥା ଠିକ୍, କିନ୍ତୁ ପରମେଶ୍ବର ଏ ଦୁହିଁକୁ ନାଶ କରିବେ। ଶରୀର ୟୌନଗତ ପାପ ପାଇଁ ନୁହେଁ, ଏବଂ ପ୍ରଭୁଙ୍କ ପାଇଁ ଉଦ୍ଦିଷ୍ଟ, ଓ ପ୍ରଭୁ ଶରୀର ପାଇଁ ଅଟନ୍ତି।
Occurences : 17
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்