Base Word
Γόμοῤῥα
Literalsubmersion
Short DefinitionGomorrha (i.e., Amorah), a place near the Dead Sea
Long Definitiona city in eastern part of Judah that was destroyed when the Lord rained fire and brimstone on it; now covered by the Dead Sea
Derivationof Hebrew origin (H6017)
Same asH6017
International Phonetic Alphabetˈɣo.mor.rɑ
IPA modˈɣow.mowr.rɑ
Syllablegomorrha
DictionGOH-more-ra
Diction ModGOH-more-ra
UsageGomorrha

ମାଥିଉଲିଖିତ ସୁସମାଚାର 10:15
ମୁଁ ତୁମ୍ଭକୁ ସତ୍ଯ କହୁଛି, ଯେଉଁ ଦିନ ନ୍ଯାୟ ହବେ, ସେ ଦିନ ସହେି ନଗରର ଲୋକଙ୍କ ଅବସ୍ଥା ସଦୋମ ଓ ଗ ମାରୋ ନଗରର ଲୋକଙ୍କ ଅବସ୍ଥା ଅପାକ୍ଷା ଅଧିକ ଖରାପ ହବେ।

ମାର୍କଲିଖିତ ସୁସମାଚାର 6:11
ଯଦି କୌଣସି ସହର ରେ ସମାନେେ ତୁମ୍ଭକୁ ସ୍ବାଗତ ନ କରନ୍ତି କିମ୍ବା ସମାନେେ ତୁମ୍ଭ କଥା ନ ଶୁଣନ୍ତି, ତବେେ ସେ ସହର ଛାଡି ଚାଲି ଯାଅ। ଛାଡିଲା ବେଳେ ତୁମ ପାଦରୁ ସଠାେକାର ଧୂଳିଝାଡି ଦିଅ। ତାହା ସମାନଙ୍କେ ପାଇଁ ଚତାବେନୀ ହବେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:29
ୟିଶାଇୟ ଆହୁରି ମଧ୍ଯ କହିଥିଲେ:

ପିତରଙ୍କ ଦିତୀୟ ପତ୍ର 2:6
ପରମେଶ୍ବର ଦଣ୍ଡ ସ୍ବରୂପେ ଦୁଷ୍ଟ ନଗରୀ ସଦୋମ ଓ ଗ ମାରୋକୁ ପୋଡ଼ି ପାଉଁଶ କରି ଦଇେଥିଲେ। ଯେଉଁମାନେ ପରମେଶ୍ବରଙ୍କ ବିରୋଧୀ, ସମାନଙ୍କେ ପ୍ରତି କ'ଣ ଘଟିବ, ଏହି ନଗରଗୁଡ଼ିକ ତାହାର ଉଦାହରଣ ସ୍ବରୂପ ଅଟେ।

ଯିହୂଦାଙ୍କ ପତ୍ର 1:7
ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்