Base Word
διακονία
Short Definitionattendance (as a servant, etc.); figuratively (eleemosynary) aid, (official) service (especially of the Christian teacher, or technically of the diaconate)
Long Definitionservice, ministering, especially of those who execute the commands of others
Derivationfrom G1249
Same asG1249
International Phonetic Alphabetði.ɑ.koˈni.ɑ
IPA modði.ɑ.kowˈni.ɑ
Syllablediakonia
Dictionthee-ah-koh-NEE-ah
Diction Modthee-ah-koh-NEE-ah
Usage(ad-)minister(-ing, -tration, -try), office, relief, service(-ing)

ଲୂକଲିଖିତ ସୁସମାଚାର 10:40
ମାର୍ଥାକୁ ବହୁତ ଗୁଡାଏ କାମ କରିବାକୁ ପଡୁଥିବାରୁ ସେ ରାଗିଗଲା। ସେ ଯୀଶୁଙ୍କ ପାଖକୁ ଆସି କହିଲା, ପ୍ରଭୁ! ମାେ ଭଉଣୀ ଘରର ଯେ ସବୁ କାମ ମାେ ଉପରେ ଛାଡି ଦଇେଛି, ଏ ବିଷୟ ରେ କ'ଣ ଆପଣଙ୍କର ମନୋୟୋଗ ନାହିଁ? ଏଣୁ ତାହାକୁ କୁହନ୍ତୁ ଯେ ସେ ମାେତେ ସାହାୟ୍ଯ କରୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:17
ୟିହୂଦା ଆମ୍ଭ ଦଳ ରେ ଥିଲା ଓ ଆମ୍ଭ ସହିତ ଏକତ୍ର ସବୋ କାର୍ୟ୍ଯ କରିଥିଲା, ପବିତ୍ରଆତ୍ମା କହିଥିଲେ ଯେ ଯେଉଁ ଲୋକମାନେ ଯୀଶୁଙ୍କୁ ବନ୍ଦୀ କରିବାକୁ ଯିବେ ୟିହୂଦା ସମାନଙ୍କେର ନେତା ହବେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 1:25
ସହେି ପଦ ରେ ପ୍ ରରେିତ ହବୋ ନିମନ୍ତେ ତୁମ୍ଭେ ଏହି ଦୁଇ ଜଣଙ୍କ ମଧ୍ଯରୁ କାହାକୁ ପସନ୍ଦ କରିଛ, ତାହା ଆମ୍ଭମାନଙ୍କୁ ଦଖାଇଦେିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:1
ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 6:4
ତବେେ ଆମ୍ଭମାନେେ ଆମ୍ଭର ସମସ୍ତ ସମୟ ଶିକ୍ଷାଦାନ ଓ ପ୍ରାର୍ଥନା ରେ ଦଇପୋରିବୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:29
ସେଥିପାଇଁ ବିଶ୍ବାସୀମାନେ ସ୍ଥିର କଲେ ଯେ, ସମାନେେ ଯଥାଶକ୍ତି ସାହାୟ୍ଯ ପାଠାଇବେ। ପ୍ରେତ୍ୟକକ ବିଶ୍ବାସୀ ନିଜର ସାଧ୍ଯମତେ ସାହାୟ୍ଯ ଦବୋପାଇଁ ଯୋଜନା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:25
ବର୍ଣ୍ଣବ୍ବା ଓ ଶାଉଲ ୟିରୂଶାଲମ ରେ କାମ ସାରି ଆନ୍ତିୟଖିଆକୁ ଫରେିଗଲେ। ସମାନଙ୍କେୁ ସହିତ ମାର୍କ ନାମ ରେ ପରିଚ଼ିତ ଯୋହନ ଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:24
କିନ୍ତୁ, ମୁଁ ପ୍ରଭୁ ଯୀଶୁଙ୍କଠାରୁ ପରମେଶ୍ବରଙ୍କ ଅନୁଗ୍ରହଜନକ ସୁସମାଚ଼ାର ଘାଷେଣା କରିବାର ଯେଉଁ କାର୍ୟ୍ଯ ଓ ସବୋ ପଦ ପାଇଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ପ୍ରାଣପଣେ ଚେ଼ଷ୍ଟା କରୁଛି। ଏଥିପାଇଁ ମାେ ନିଜର ଜୀବନକୁ ନିତାନ୍ତ ମୂଲ୍ଯହୀନ ମଣୁଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:19
ପାଉଲ ସମାନଙ୍କେୁ ଅଭିନନ୍ଦନ ଜଣାଇଲେ। ପରମେଶ୍ବର ତାହାଙ୍କ ସବୋକାର୍ୟ୍ଯ ମାଧ୍ଯମ ରେ ଅଣଯିହୂଦୀମାନଙ୍କ ମଧିଅରେ ଯେଉଁ ସବୁ କାର୍ୟ୍ଯ କରିଛନ୍ତି, ସେସବୁ ସେ ସମାନଙ୍କେୁ ଗୋଟି ଗୋଟି କରି କହିଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:13
ଏବେ ମୁଁ ଅଣଯିହୂଦୀମାନଙ୍କ ପାଇଁ କହୁଛି। କାରଣ ମୁଁ ବିଶଷେ ଭାବରେ ଅଣଯିହୂଦୀମାନଙ୍କ ନିକଟକୁ ପ୍ ରରେିତ ହାଇେଛି। ମୁଁ ପୂର୍ଣ ମନ ପ୍ରାଣ ରେ ଏହି କାମ କରିବି।

Occurences : 34

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்