Base Word
ἐκπλήσσω
Short Definitionto strike with astonishment
Long Definitionto strike out, expel by a blow, drive out or away
Derivationfrom G1537 and G4141
Same asG1537
International Phonetic Alphabetɛkˈples.so
IPA mode̞kˈple̞s.sow
Syllableekplēssō
Dictionek-PLASE-soh
Diction Modake-PLASE-soh
Usageamaze, astonish

ମାଥିଉଲିଖିତ ସୁସମାଚାର 7:28
ଯୀଶୁଙ୍କ ଏହି ସବୁ କଥା କହିବା ଶଷେ ହେଲା। ତାହାଙ୍କ ଉପଦେଶ ଶୁଣି ଜମା ହାଇେଥିବା ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ।

ମାଥିଉଲିଖିତ ସୁସମାଚାର 13:54
ସେ କେଉଁଠି ପ୍ରତିପାଳିତ ହାଇେଥିଲେ ସଠାେକୁ ଗଲେ। ସଠାେରେ ୟିହୁଦୀ ସମାଜଗୃହ ରେ ଉପଦେଶ ଦବୋ ଆରମ୍ଭ କରି ଦେଲେ,ଯାହା ଶୁଣି ସମସ୍ତେ ଆଶ୍ଚର୍ୟ୍ଯ ହାଇଗେଲେ ଏବଂ କହିଲେ, ଆଶ୍ଚର୍ୟ୍ଯକାର୍ୟ୍ଯ କରିବା ପାଇଁ ଏ ଲୋକ କେଉଁଠାରୁ ଜ୍ଞାନ ଓ ଶକ୍ତି ପାଇଲା?

ମାଥିଉଲିଖିତ ସୁସମାଚାର 19:25
ଶିଷ୍ଯମାନେ ଏକଥା ଶୁଣି ବଡ଼ ଆଶ୍ଚର୍ୟ୍ଯ ହେଲେ। ସମାନେେ ପଚାରିଲେ, ତବେେ କିଏ ପରିତ୍ରାଣ ପାଇ ପାରିବ?

ମାଥିଉଲିଖିତ ସୁସମାଚାର 22:33
ଲୋକମାନେ ଯୀଶୁଙ୍କ ଉପଦେଶ ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ।

ମାର୍କଲିଖିତ ସୁସମାଚାର 1:22
ଯୀଶୁଙ୍କ ଶିକ୍ଷା ଶୁଣି ସଠାେକାର ଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ଯୀଶୁ ସମାନଙ୍କେୁ ଧର୍ମଶାସ୍ତ୍ରୀଙ୍କ ପରି ଶିକ୍ଷା ନ ଦଇେ ଜଣେ ଅଧିକାର ପାଇଥିବା ବ୍ଯକ୍ତିଙ୍କ ଭଳି ଶିକ୍ଷା ଦେଲେ।

ମାର୍କଲିଖିତ ସୁସମାଚାର 6:2
ବିଶ୍ରାମଦିବସ ରେ ଯୀଶୁ ଯିହୂଦୀୟ ସମାଜ ଗୃହ ରେ ଶିକ୍ଷା ଦେଲେ। ବହୁତ ଲୋକ ତାହାଙ୍କ ଶିକ୍ଷା ଶୁଣି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ କହିଲେ, ଏ ଲୋକ ଏସବୁ ଶିକ୍ଷା କେଉଁଠାରୁ ପାଇଲା? ଏ ଲୋକକୁ ଏ ଉତ୍ତମ ବିଚାରଶକ୍ତି (ବିଜ୍ଞତା)କିଏ ଦଲୋ? ଆଶ୍ଚର୍ୟ୍ଯ କାର୍ୟ୍ଯ କରିବା ପାଇଁ ସେ କେଉଁଠାରୁ ଶକ୍ତି ପାଇଲା?

ମାର୍କଲିଖିତ ସୁସମାଚାର 7:37
ଲୋକମାନେ ବାସ୍ତବ ରେ ଆଶ୍ଚର୍ୟ୍ଯ ହାଇେ ଯାଇଥିଲେ। ସମାନେେ କହୁଥିଲେ, ଯୀଶୁ ସବୁ କିଛି ସୁସ୍ଥ କରୁଛନ୍ତି, ଏପରିକୁ ସେ ବଧିରକୁ ଶ୍ରବଣ -ଶକ୍ତି ଓ ମୂକକୁ ବାକ୍ ଶକ୍ତି ପ୍ରଦାନ କରୁଛନ୍ତି।

ମାର୍କଲିଖିତ ସୁସମାଚାର 10:26
ସମାନେେ ଆହୁରି ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରସ୍ପର କୁହାକୁହି ହେଲେ, ତବେେ କିଏ ଉଦ୍ଧାର ପାଇ ପାରିବ?

ମାର୍କଲିଖିତ ସୁସମାଚାର 11:18
ପ୍ରଧାନଯାଜକ ଓ ଧର୍ମଯାଜକମାନେ ଏ କଥା ଶୁଣିଲେ। ସମାନେେ ଯୀଶୁଙ୍କୁ ମାରିବା ପାଇଁ ବାଟ ଖାଜେିଲେ। କିନ୍ତୁ ସଠାେରେ ଜମା ହାଇେଥିବା ସବୁ ଲୋକେ ଯୀଶୁଙ୍କ ଉପଦେଶ ଶୁଣି ବିସ୍ମିତ ହାଇଯୋଇଥିବାରୁ ଧର୍ମଯାଜକମାନେ ଯୀଶୁଙ୍କୁ ଡରି ଗଲେ।

ଲୂକଲିଖିତ ସୁସମାଚାର 2:48
ଯୀଶୁଙ୍କ ବାପାମାଆ ତାହାଙ୍କୁ ଦେଖି ବିସ୍ମିତ ହାଇଗେଲେ। ତାହାଙ୍କ ମାଆ ତାହାଙ୍କୁ ପଚାରିଲେ, ପୁଅ ରେ! ତୁ ଆମ ସାଙ୍ଗ ରେ ଏପରି କାହିଁକି କଲୁ? ତାେ ବାପା ଓ ମୁଁ ତାେତେ ଖାଜେି ଖାଜେି ବହୁତ ଚିନ୍ତିତ ହାଇେ ପଡିଲୁଣି।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்