Base Word
ἐλάσσων
Short Definitionsmaller (in size, quantity, age or quality)
Long Definitionless
Derivationcomparative of the same as G1646
Same asG1646
International Phonetic Alphabetɛˈlɑs.son
IPA mode̞ˈlɑs.sown
Syllableelassōn
Dictioneh-LAHS-sone
Diction Moday-LAHS-sone
Usageless, under, worse, younger

ଯୋହନଲିଖିତ ସୁସମାଚାର 2:10
ସେ ବରକୁ କହିଲେ, ଲୋକମାନେ ସବୁବେଳେ ସବୁଠାରୁ ଉତ୍ତମ ଦ୍ରାକ୍ଷାରସ ପ୍ରଥମେ ପିଇବାକୁ ଦିଅନ୍ତି। ଅତିଥିମାନେ ୟଥେଷ୍ଟ ପିଇ ତୃପ୍ତ ହବୋପରେ ସମାନେେ ଶସ୍ତା ଦ୍ରାକ୍ଷାରସ ଦିଅନ୍ତି। କିନ୍ତୁ ତୁମ୍ଭେ ତ ଏପର୍ୟ୍ଯନ୍ତ ଉତ୍ତମ ଦ୍ରାକ୍ଷାରସ ରଖିଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:12
ପରମେଶ୍ବରଙ୍କ ମ ନୋନୟନ ତାହାଙ୍କ ଯଜେନା ଉପରେ ଆଧାରିତ ଥିଲା ଓ ଯାହା ସେ ଗ୍ଭହିଁଥୀଲେ ସହେି କାରଣରୁ ହେଲା।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:9
ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 7:7
ସମସ୍ତେ ଜାଣନ୍ତେ ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்