No lexicon data found for Strong's number: 1824

ମାର୍କଲିଖିତ ସୁସମାଚାର 6:25
ଝିଅଟି ଅତି ଶୀଘ୍ର ରାଜାଙ୍କ ପାଖକୁ ଚାଲି ଗଲା। ସେ ରାଜାଙ୍କୁ କହିଲା, ମାେତେ ବାପ୍ତିଜକ ଯୋହନଙ୍କ ମୁଣ୍ଡ ଗୋଟିଏ ଥାଳି ରେ ରଖି ବର୍ତ୍ତମାନ ଦିଅ।

ରେରିତମାନଙ୍କ କାର୍ଯ୍ୟର ବିବରଣ 10:33
ତେଣୁ ମୁଁ ଆପଣଙ୍କୁ ସଙ୍ଗେ ସଙ୍ଗେ ଡ଼କଇେ ପଠାଇଲି। ଆପଣ ଏଠାକୁ ଆସି ଭଲ କରିଛନ୍ତି। ପ୍ରଭୁ ଆପଣଙ୍କୁ ଯାହା କହିବା ପାଇଁ ଆଦେଶ ଦଇେଛନ୍ତି, ତାହା ଶୁଣିବା ପାଇଁ ଆମ୍ଭେ ସମସ୍ତେ ଏଠା ରେ ପ୍ରଭୁଙ୍କ ସମ୍ମୁଖ ରେ ଅପେକ୍ଷା କରି ରହିଛୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:11
ଠିକ୍ ସହେି ସମୟରେ ତିନିଜଣ ମଣିଷ ଆମ୍ଭେ ରହୁଥିବା ଘରକୁ ଆସିଲେ। ସମାନଙ୍କେୁ କାଇସରୀଆରୁ ମାେ ପାଖକୁ ପଠାଯାଇଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 21:32
ସେ ସଙ୍ଗେ ସଙ୍ଗେ କେତକେ ସୈନ୍ଯ ଓ ଅଧିକାରୀମାନଙ୍କ ସହିତ ଆସି ପହନ୍ଚିଲେ। ସେ ପାଉଲଙ୍କୁ ହତ୍ଯା କରିବାକୁ ଉଦ୍ଯମ ହେଉଥିବା ଯିହୂଦୀମାନଙ୍କ ପାଖକୁ ଗଲେ। ସମାନେେ ସନୋପତି ଓ ସୈନ୍ଯସାମନ୍ତଙ୍କୁ ଦେଖି ପାଉଲଙ୍କୁ ମାଡ଼ ମାରିବା ବନ୍ଦ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:30
ହଠାତ୍ ମୁଁ ତାକୁ ହତ୍ଯା କରିବାକୁ ଷଡ଼ୟନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା'ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସମାନେେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 2:23
ମୁଁ ଶୀଘ୍ର ତାହାଙ୍କୁ ପଠାଇବା ଯୋଜନା କରୁଛି। ମାେ ସହିତ କ'ଣ ଘଟିବାକୁ ଯାଉଛି, ଜାଣିଲା ପରେ, ମୁଁ ତାଙ୍କୁ ପଠାଇବି।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்