No lexicon data found for Strong's number: 1914

ଲୂକଲିଖିତ ସୁସମାଚାର 1:48
ମାରେ କିଛି ମହତ୍ତ୍ବ ନାହିଁ, କିନ୍ତୁ ପରମେଶ୍ବର ମାେ ଭଳି ଦୀନହୀନ ଦାସୀ ଉପରେ କୃପାଦୃଷ୍ଟି ପକାଇଲେ। ଆଜିଠାରୁ ସମସ୍ତେ ମାେତେ ସବୁ ଧନ୍ଯ କହିବେ।

ଲୂକଲିଖିତ ସୁସମାଚାର 9:38
ଭିଡ ଭିତରୁ ଜଣେ ଲୋକ ପାଟି କରି ଉଠିଲା, ଗୁରୁ, ଦୟାକରି ଆସି ମାେ ପୁଅକୁ ଦେଖନ୍ତୁ।

ଯାକୁବଙ୍କ ପତ୍ 2:3
ତୁମ୍ଭେ ଦାମିକା ସୁନ୍ଦର ଲୁଗାପଟା ପିନ୍ଧିଥିବା ଲୋକକୁ ଡ଼ାକି ବିଶଷେ ଅଭ୍ଯର୍ଥନା ଜଣାଇ କହିଥାଅ : ଏହି ଭଲ ଆସନ ରେ ବସନ୍ତୁ। କିନ୍ତୁ ଗରିବ ଲୋକଟିକୁ କହିଥାଅ : ତୁମ୍ଭେ ସଠାେରେ ଠିଆ ହୁଅ ବା ମାେ ଗୋଡ଼ ପାଖର ଭୂଇଁ ରେ ବସ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்