Base Word
ἐπιβουλή
Short Definitiona plan against someone, i.e., a plot
Long Definitiona plan formed against one, a plot
Derivationfrom a presumed compound of G1909 and G1014
Same asG1014
International Phonetic Alphabetɛ.pi.βuˈle
IPA mode̞.pi.vuˈle̞
Syllableepiboulē
Dictioneh-pee-voo-LAY
Diction Moday-pee-voo-LAY
Usagelaying (lying) in wait

ରେରିତମାନଙ୍କ କାର୍ଯ୍ୟର ବିବରଣ 9:24
ଯିହୂଦୀମାନେ ତାହାଙ୍କୁ ମାରିବାପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖ ରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣିପାରିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:3
ସଠାେରେ ସେ ତିନିମାସ ପର୍ୟ୍ଯନ୍ତ ରହିଲେ। ସଠାରୁେ ସୁରିଆକୁ ଜଳଯାତ୍ରା କରିବାପାଇଁ ଚାହିଁଲେ। କିନ୍ତୁ ଯିହୂଦୀମାନେ ତାହାଙ୍କ ବିରୁଦ୍ଧ ରେ ଷଡ଼ୟନ୍ତ୍ର କରିବାରୁ ସେ ମାକିଦନୀଆକୁ ଫରେି ୟିବାପାଇଁ ସ୍ଥିର କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 20:19
ଯିହୂଦୀମାନେ ମାେ ବିରୁଦ୍ଧ ରେ ବହୁତ ଷଡ଼ୟନ୍ତ୍ର କରିଛନ୍ତି। ସମାନେେ ମାେତେ ବହୁତ ଅସୁବିଧା ରେ ପକାଇଛନ୍ତି। ତଥାପି ମୁଁ ସମ୍ପୂର୍ଣ୍ଣ ନମ୍ରତାର ସହିତ ଅଶ୍ରୁପାତ କରି ପ୍ରଭୁଙ୍କର ସବୋ କରିଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 23:30
ହଠାତ୍ ମୁଁ ତାକୁ ହତ୍ଯା କରିବାକୁ ଷଡ଼ୟନ୍ତ୍ର କରାଯାଇଥିବାର ଖବର ପାଇଲି। ତେଣୁ ମୁଁ ତାକୁ ସଙ୍ଗେ ସଙ୍ଗେ ଆପଣଙ୍କ ନିକଟକୁ ପଠାଇଲି। ମୁଁ ତା'ର ଅଭିଯୋଗକାରୀମାନଙ୍କୁ କହିଲି ଯେ, ସମାନେେ ଆପଣଙ୍କ ନିକଟରେ ଅଭିଯୋଗ କରନ୍ତୁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்