Base Word
εὐφραίνω
Short Definitionto put (middle voice or passively, be) in a good frame of mind, i.e., rejoice
Long Definitionto gladden, make joyful
Derivationfrom G2095 and G5424
Same asG2095
International Phonetic Alphabetɛβˈfrɛ.no
IPA modefˈfre.now
Syllableeuphrainō
Dictionev-FREH-noh
Diction Modafe-FRAY-noh
Usagefare, make glad, be (make) merry, rejoice

ଲୂକଲିଖିତ ସୁସମାଚାର 12:19
ତା'ପରେ ମୁଁ ନିଜକୁ କହି ପାରିବି, ମୁଁ ଅନକେ ଉତ୍ତମ ପଦାର୍ଥ ଅନକେ ବର୍ଷ ପାଇଁ ସଞ୍ଚୟ କରି ରଖିଛି। ଏଥର ଆରାମ କର। ଖାଇପିଇ ମଉଜ କର।'

ଲୂକଲିଖିତ ସୁସମାଚାର 15:23
ଆମ୍ଭର ସବୁଠାରୁ ମାଟେ ବାଛୁରୀଟିକୁ ଆଣ। ଆମ୍ଭେ ତାହାକୁ ମାରିବା। ଆମ୍ଭର ଖାଇବା ପାଇଁ ତାହା ପ୍ରଚୁର ହବେ। ଆମ୍ଭମାନେେ ଗୋଟିଏ ଭୋଜି କରିବା।

ଲୂକଲିଖିତ ସୁସମାଚାର 15:24
ମାରେ ପୁଅ ମରି ଯାଇଥିଲା। ବର୍ତ୍ତମାନ ସେ ପୁଣି ବଞ୍ଚି ଉଠିଛି। ସେ ହଜି ଯାଇଥିଲା। ଏବେ ମିଳି ଯାଇଛି।' ତେଣୁ ସମାନେେ ଭୋଜିର ଆଯୋଜନ କଲେ।

ଲୂକଲିଖିତ ସୁସମାଚାର 15:29
ବଡ ପୁଅ ବାପାଙ୍କୁ କହିଲା, 'ବର୍ଷବର୍ଷ ଧରି ମୁଁ ଗୋଟିଏ କ୍ରୀତଦାସ ଭଳି ତୁମ୍ଭର ସବୋ କରି ଆସିଛି। ତୁମ୍ଭର ଆଦେଶକୁ ସବୁବେଳେ ମାନି ଆସିଛି। କିନ୍ତୁ ତୁମ୍ଭେ ମାେ ପାଇଁ ଛଳେିଟିଏ ମଧ୍ଯ କବେେ ମାରିନାହଁ। ତୁମ୍ଭେ ମାେ ପାଇଁ ଓ ମାେ ବନ୍ଧୁମାନଙ୍କ ପାଇଁ କବେେ ହେଲେ ଭୋଜିଟିଏ ଦଇନୋହଁ।

ଲୂକଲିଖିତ ସୁସମାଚାର 15:32
କିନ୍ତୁ ତୋର ଏ ଭାଇ ମରିଯାଇଥିଲା। ଏବେ ସେ ପୁଣି ଜୀବନ ପାଇଲା। ସେ ହଜି ଯାଇଥିଲା, ଏବେ ସେ ମିଳିଲା। ସେଥିପାଇଁ ଆମ୍ଭେ ଖୁସି ହବୋ ଓ ଭୋଜି କରିବା ଉଚିତ।'

ଲୂକଲିଖିତ ସୁସମାଚାର 16:19
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 2:26
ଏହାଦ୍ବାରା ମାରେ ମନ ପ୍ରଫୁଲ୍ଲିତ ହେଲା ଓ ମାେ ମୁଁହରୁ ଆନନ୍ଦପୁର୍ଣ୍ଣ କଥା ବାହାରିଲା।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:41
ସହେି ସମୟରେ ସମାନେେ ଗୋଟିଏ ବାଛୁରୀର ମୂର୍ତ୍ତି ତିଆରି କରି ସହେି ମୂର୍ତ୍ତି ଆଗ ରେ ବଳି ଦେଲେ। ସମାନେେ ନିଜ ହାତ ତିଆରି ଜିନିଷ ଦେଖି ବହୁତ ଖୁସି ହେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 15:10
ଶାସ୍ତ୍ର ଏ ଭଳି ମଧ୍ଯ କୁ ହେ,

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 2:2
ମୁଁ ଯଦି ତୁମ୍ଭମାନଙ୍କୁ ଦୁଃଖିତ କରେ, ତବେେ କିଏ ମାେତେ ସୁଖୀ କରିବ। କବଳେ ତୁମ୍ଭମାନେେ ମାେତେ ସୁଖ ଦଇପୋରିବ ଯେଉଁମାନଙ୍କୁ ମୁଁ ପୂର୍ବରୁ ଦୁଃଖ ଦଇେଛି।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்