Base Word
Ζεβεδαῖος
Literalmy gift
Short DefinitionZebedaeus, an Israelite
Long Definitiona fisherman of Galilee, the father of the apostles James the Great and John, and the husband of Salome
Derivationof Hebrew origin (compare H2067)
Same asH2067
International Phonetic Alphabetzɛ.βɛˈðɛ.os
IPA modze̞.ve̞ˈðe.ows
Syllablezebedaios
Dictionzeh-veh-THEH-ose
Diction Modzay-vay-THAY-ose
UsageZebedee

ମାଥିଉଲିଖିତ ସୁସମାଚାର 4:21
ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।

ମାଥିଉଲିଖିତ ସୁସମାଚାର 4:21
ଯୀଶୁ ସଠାରୁେ ଆଗକୁ ଚାଲିଲେ। ସେ ଦେଖିଲେ ଯେ ଜବଦେୀଙ୍କ ପୁଅ ଯାକୁବ ଓ ଯୋହନଙ୍କୁ ତାହାଙ୍କ ବାପାଙ୍କ ସହିତ ଡଙ୍ଗା ଉପରେ ବସି ଜାଲ ମରାମତି କରୁଛନ୍ତି। ଯୀଶୁ ସମାନଙ୍କେୁ ଡାକିଲେ।

ମାଥିଉଲିଖିତ ସୁସମାଚାର 10:2
ସହେି ବାରଜଣ ଶିଷ୍ଯଙ୍କ ନାମ ଏହିଭଳି: ଶିମାନେ(ଯାହାଙ୍କୁ ପିତର ବୋଲି କୁହାୟାଏ), ତାହାଙ୍କ ଭାଇ ଆନ୍ଦ୍ରିୟ, ଜବଦେିଙ୍କ ପୁଅ ଯାକୁବ ଓ ତାହାଙ୍କ ଭାଇ ଯୋହନ।

ମାଥିଉଲିଖିତ ସୁସମାଚାର 20:20
ତା'ପରେ ଜବଦେୀଙ୍କ ସ୍ତ୍ରୀ ଯୀଶୁଙ୍କ ନିକଟକୁ ଆସିଲେ। ତାହାଙ୍କର ପୁଅମାନେ ତାହାଙ୍କ ସହିତ ଥିଲେ। ସମାନଙ୍କେର ମାଆ ଯୀଶୁଙ୍କୁ ପ୍ରଣାମ କଲେ। ସେ ସମାନଙ୍କେ ପାଇଁ ଯୀଶୁଙ୍କୁ କିଛି ଅନୁରୋଧ କଲେ।

ମାଥିଉଲିଖିତ ସୁସମାଚାର 26:37
ଯୀଶୁ ପିତର ଓ ଜବଦେୀଙ୍କ ଦୁଇ ପୁଅଙ୍କୁ ସାଙ୍ଗ ରେ ନେଲେ। ତା'ପରେ ଯୀଶୁ ଦୁଃଖ ଓ ବ୍ଯାକୁଳତା ଅନୁଭବ କଲେ।

ମାଥିଉଲିଖିତ ସୁସମାଚାର 27:56
ସମାନଙ୍କେ ମଧିଅରେ ମଗ୍ଦଲିନୀ ମରିୟମ, ଯାକୁବ ଓ ଯୋଷଫଙ୍କେ ମାଆ ମରିୟମ ଓ ଜବଦେୀଙ୍କ ପୁତ୍ରମାନ(ଯାକୁବ ଓ ଯହେନ)ଙ୍କ ମାଆ ଥିଲେ।

ମାର୍କଲିଖିତ ସୁସମାଚାର 1:19
ଯୀଶୁ ଗାଲିଲୀ ହ୍ରଦ କୂଳ ରେ ଚାଲିବାକୁ ଲାଗିଲେ। କିଛି ବାଟ ଗଲା ପରେ, ଜବଦେୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କୁ ଦେଖିଲେ। ସେ ଦୁଇ ଭାଇ ନେ ୗକା ରେ ବସି ମାଛ ଧରିବା ପାଇଁ ଜାଲ ସଜାଡୁଥିଲେ।

ମାର୍କଲିଖିତ ସୁସମାଚାର 1:20
ସହେି ଦୁଇ ଭାଇଙ୍କ ସହ, ଡଙ୍ଗା ରେ ସମାନଙ୍କେ ବାପା ଜବଦେୀ ଓ ଅନ୍ୟ ସାହାୟ୍ଯକାରୀ ଶ୍ରମିକମାନେ ଥିଲେ। ସହେି ଦୁଇ ଭାଇଙ୍କୁ ଦେଖିବା ମାତ୍ ରେ ଯୀଶୁ ସମାନଙ୍କେୁ ଆସିବାକୁ ଅନୁ ରୋଧ କଲେ। ସମାନେେ ସମାନଙ୍କେର ବାପା ଓ ଶ୍ରମିକମାନଙ୍କୁ ଛାଡି, ଯୀଶୁଙ୍କୁ ଅନୁସରଣ କଲେ।

ମାର୍କଲିଖିତ ସୁସମାଚାର 3:17
ଜବଦେିଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ( ଯେଉଁମାନଙ୍କୁ ସେ ବିନରେି ଗୋ୍ ଅର୍ଥାତ ମେଘ ଗର୍ଜ୍ଜନର ପୁତ୍ର ନାମ ଦେଲେ)।

ମାର୍କଲିଖିତ ସୁସମାଚାର 10:35
ଜବଦେିଙ୍କ ପୁତ୍ର ଯାକୁବ ଓ ଯୋହନ ଯୀଶୁଙ୍କ ପାଖକୁ ଆସି କହିଲେ, ହେ ଗୁରୁ, ତୁମ୍ଭେ ଆମ୍ଭ ପାଇଁ କିଛି କର ବୋଲି ଆମ୍ଭେ ଚାହୁଁଛୁ।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்