Base Word
Θεσσαλονικεύς
Short Definitiona Thessalonican, i.e., inhabitant of Thessalonice
Long Definitiona Thessalonians
Derivationfrom G2332
Same asG2332
International Phonetic Alphabetθɛs.sɑ.lo.niˈkɛβs
IPA modθe̞s.sɑ.low.niˈcefs
Syllablethessalonikeus
Dictionthes-sa-loh-nee-KEVS
Diction Modthase-sa-loh-nee-KAYFS
UsageThessalonian

ରେରିତମାନଙ୍କ କାର୍ଯ୍ୟର ବିବରଣ 20:4
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:2
ସହେି ଜାହାଜଟି ଏସିଆ ଉପକୂଳବର୍ତ୍ତୀ ବନ୍ଦରଗୁଡ଼ିକୁ ଯାଉଥିଲା। ଥସଲିେନିକୀର ଆରିସ୍ତାର୍ଖ ନାମକ ଜଣେ ମାକିଦନିଆ ଅଧିବାସୀ ଆମ୍ଭ ସହିତ ଥିଲେ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:1
ପାଉଲ, ସିଲ୍ବାନ ଓ ତୀମଥିଙ୍କଠାରୁ ଥସେଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର। ଏହି ମଣ୍ଡଳୀଟି ପରମପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ଅଛି। ତୁମ୍ଭମାନଙ୍କ ପ୍ରତି ପରମେଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ହେଉ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 5:255

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 1:1
ପାଉଲ, ସିଲ୍ବାନ୍ ଓ ତୀମଥିଙ୍କଠାରୁ ଥସେଲନୀକୀୟ ମଣ୍ଡଳୀ ନିକଟକୁ ଏହି ପତ୍ର। ତୁମ୍ଭମାନେେ ସମସ୍ତେ ପିତା ପରମେଶ୍ବର ଓ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ରହିଛ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:255

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்