Base Word
θνήσκω
Short Definitionto die (literally or figuratively)
Long Definitionto die, to be dead
Derivationa strengthened form of a simpler primary θάνω (which is used for it only in certain tenses)
Same as
International Phonetic Alphabetˈθne.sko
IPA modˈθne̞.skow
Syllablethnēskō
DictionTHNAY-skoh
Diction ModTHNAY-skoh
Usagebe dead, die

ମାଥିଉଲିଖିତ ସୁସମାଚାର 2:20
ଦୂତ କହିଲେ, ଉଠ, ପିଲାଟିକୁ ଓ ତା ମାଆକୁ ନଇେ ଇସ୍ରାଯାଲ ଦେଶକୁ ଯାଅ। କାରଣ ଯେଉଁମାନେ ପିଲାଟିକୁ ମାରିଦବୋକୁ ଚେଷ୍ଟା କରୁଥିଲେ, ସମାନେେ ଏବେ ମରିଗଲଣେି।

ମାର୍କଲିଖିତ ସୁସମାଚାର 15:44
ଯୀଶୁ ଏତେ ଶୀଘ୍ର ମରି ଯାଇ ସାରିଲଣେି ଶୁଣି ପୀଲାତ ବହୁତ ଆଶ୍ଚର୍ୟ୍ଯ ହାଇଗେଲେ। ସେ ଯୀଶୁଙ୍କୁ ଜଗିଥିବା ସନୋପତିଙ୍କୁ ଡକାଇଲେ। ପୀଲାତ ତାହାଙ୍କୁ ଯୀଶୁ ମରି ସାରିଲଣେି କି ନାହିଁ ପଚାରିଲେ।

ଲୂକଲିଖିତ ସୁସମାଚାର 7:12
ଯୀଶୁ ଯେତବେେଳେ ନଗରଦ୍ବାର ନିକଟରେ ପହନ୍ଚିଲେ ସେତବେେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା' ବିଧବା ମାଆର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସଠାେରେ ତା ମାଆ ସହିତ ମଧ୍ଯ ନଗରର ବହୁ ସଂଖ୍ଯକ ଲୋକ ଥିଲେ।

ଲୂକଲିଖିତ ସୁସମାଚାର 8:49
ସେ ଠିକ୍ ଏହି କଥା କହୁଥିବା ସମୟରେ ସମାଜଗୃହର ନେତା ଯାଈରସଙ୍କ ଘରୁ ଜଣେ ଆସି କହିଲା, ତୁମ୍ଭ ଝିଅ ମରିଗଲା। ଆଉ ଏବେ ଗୁରୁଙ୍କୁ କଷ୍ଟ ଦିଅନାହିଁ।

ଯୋହନଲିଖିତ ସୁସମାଚାର 11:21
ମାର୍ଥା ଯୀଶୁଙ୍କୁ କହିଲେ, ପ୍ରଭୁ, ଯଦି ଆପଣ ଏଠା ରେ ଥାଆନ୍ତେ, ତବେେ ମାରେ ଭାଇ ମରି ନଥାନ୍ତା।

ଯୋହନଲିଖିତ ସୁସମାଚାର 11:39
ଯୀଶୁ କହିଲେ, ଏ ପଥରକୁ ଘୁଞ୍ଚାଇ ଦିଅ।

ଯୋହନଲିଖିତ ସୁସମାଚାର 11:41
ତେଣୁ ସମାନେେ ପଥର ବାହାର କଲେ। ତା'ପରେ ଯୀଶୁ ଉର୍ଦ୍ଧ୍ବକୁ ଚାହିଁ କହିଲେ, ହେ ପରମପିତା, ତୁମ୍ଭକୁ ଧନ୍ଯବାଦ ଦେଉଅଛି, କାରଣ ତୁମ୍ଭେ ମାେ କଥା ଶୁଣିଛ।

ଯୋହନଲିଖିତ ସୁସମାଚାର 11:44
ମୃତ ଲୋକଟି ବାହାରି ଆସିଲା। ତାହାଙ୍କର ହାତ ଗୋଡ ରେ ଖଣ୍ଡ ଖଣ୍ଡ କନା ଗୁଡଇେ ହାଇେଥିଲା। ତାହାଙ୍କ ମୁହଁ ରେ ଗୋଟିଏ ରୁମାଲ ବନ୍ଧା ହାଇେଥିଲା। ଯୀଶୁ ଲୋକମାନଙ୍କୁ କହିଲେ, କନାଗୁଡିକ କାଢି ନିଅ ଓ ତାହାଙ୍କୁ ୟିବାକୁ ଦିଅ।

ଯୋହନଲିଖିତ ସୁସମାଚାର 12:1
ଯୀଶୁ ନିସ୍ତାରପର୍ବ ଉତ୍ସବର ଛଅ ଦିନ ପୂର୍ବରୁ ବେଥନିଆକୁ ଗଲେ। ଲାଜାର ବେଥନିଆ ରେ ରହୁଥିଲେ। (ଯାହାଙ୍କୁ ଯୀଶୁ ମୃତ୍ଯୁରୁ ଉେଠଇ ଥିଲେ))।

ଯୋହନଲିଖିତ ସୁସମାଚାର 19:33
କିନ୍ତୁ ସମାନେେ ଯେତବେେଳେ ଯୀଶୁଙ୍କ ପାଖକୁ ଆସିଲେ, ସେତବେେଳେ ସମାନେେ ଦେଖିଲେ ଯେ, ସେ ମରି ସାରିଲଣେି। ତେଣୁ ସମାନେେ ତାହାଙ୍କ ଗୋଡ ଭାଙ୍ଗିଲେ ନାହିଁ।

Occurences : 13

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்