Base Word
Ἰορδάνης
Literalthe descender
Short Definitionthe Jordanes (i.e., Jarden), a river of Palestine
Long Definitionthe one river of Palestine, has its course of little more than 200 miles (300 km), from the roots of Anti-Lebanon to the head of the Dead Sea
Derivationof Hebrew origin (H3383)
Same asH3383
International Phonetic Alphabeti.orˈðɑ.nes
IPA modi.owrˈðɑ.ne̞s
Syllableiordanēs
Dictionee-ore-THA-nase
Diction Modee-ore-THA-nase
UsageJordan

ମାଥିଉଲିଖିତ ସୁସମାଚାର 3:5
ସେ ସମୟରେ ୟିରୂଶାଲମ,ସମଗ୍ର ୟିହୂଦା ରାଜ୍ଯ ଓ ୟର୍ଦ୍ଦନ ନଦୀର ଦୁଇପାଖ ଅଞ୍ଚଳ ରେ ଥିବା ଲୋକେ ଯୋହନଙ୍କ ପାଖକୁ ଉପଦେଶ ଶୁଣିବାକୁ ଆସିଲେ।

ମାଥିଉଲିଖିତ ସୁସମାଚାର 3:6
ସମାନେେ ନିଜ ନିଜ ପାପ ସ୍ବୀକାର କଲେ। ଯୋହନ ୟର୍ଦ୍ଦନ ନଦୀ ରେ ସମାନଙ୍କେ ବାପ୍ତିସ୍ମ ଦେଲେ।

ମାଥିଉଲିଖିତ ସୁସମାଚାର 3:13
ସହେି ସମୟରେ ଯୋହନଙ୍କଠାରୁ ବାପ୍ତିସ୍ମ ନବୋପାଇଁ ଯୀଶୁ ଗାଲିଲୀରୁ ୟର୍ଦ୍ଦନ ନଦୀ କୂଳକୁ ଆସିଲେ।

ମାଥିଉଲିଖିତ ସୁସମାଚାର 4:15
ସବୂଲୂନ ଓ ନପ୍ତାଲୀ ପ୍ରଦେଶ, ସମୁଦ୍ର ରାସ୍ତାର ନିକଟସ୍ଥ ୟର୍ଦ୍ଦନ ନଦୀର ପରପାରିସ୍ଥ ଗାଲୀଲୀର ଏକ ଅଣଯିହୂଦୀ ପ୍ରଦେଶ।

ମାଥିଉଲିଖିତ ସୁସମାଚାର 4:25
ତେଣୁ ଗାଲିଲୀ, ଦକୋପଲି, ୟିରୂଶାଲମ, ଯୀହୂଦା ଓ ୟର୍ଦ୍ଦନ ନଦୀର ଆର ପାରିର ବହୁଲୋକ ତାହାଙ୍କୁ ଅନୁସରଣ କରିବାକୁ ଲାଗିଲେ।

ମାଥିଉଲିଖିତ ସୁସମାଚାର 19:1
ଏସବୁ କଥା କହିସାରି ଯୀଶୁ ଗାଲିଲୀରୁ ଫରେି ୟର୍ଦ୍ଦନ ନଦୀର ଅପର ପାଶର୍‌ବ ରେ ଥିବା ୟିହୂଦା ଅଞ୍ଚଳ ରେ ପହନ୍ଚିଲେ।

ମାର୍କଲିଖିତ ସୁସମାଚାର 1:5
ୟିହୂଦା ଓ ୟିରୁଶାଲମର ସବୁଲୋକ ଯୋହନଙ୍କ ପାଖକୁ ଆସିଲେ। ନିଜ ନିଜ ପାପ ସ୍ବୀକାର କରି ୟର୍ଦ୍ଦନ ନଦୀ ରେ ସମାନେେ ଯୋହନଙ୍କ ଦ୍ବାରା ବାପ୍ତିଜିତ ହେଲେ।

ମାର୍କଲିଖିତ ସୁସମାଚାର 1:9
ସହେି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଗୋଟିଏ ସହର ଯୋହନଙ୍କ ପାଖକୁ ଆସିଲେ। ଯୋହନ ଯୀଶୁଙ୍କୁ ୟର୍ଦ୍ଦନ ନଦୀ ରେ ବାପ୍ତିସ୍ମ ଦେଲେ।

ମାର୍କଲିଖିତ ସୁସମାଚାର 3:8
ୟିହୂଦା, ୟିରୂଶାଲମ, ଏଦୋମ, ୟର୍ଦ୍ଦନ ନଦୀର ଅପର ପାଶର୍‌ବ ସୋର ଓ ସୀଦୋନର ଚାରିଆଡୁ ଅନକେ ଲୋକ ମଧ୍ଯ ଆସି ପହନ୍ଚିଲେ। ଏ ଲୋକମାନେ ଆସିବାର କାରଣ ହେଲା, ଯୀଶୁ ଯାହା ସବୁ କରୁଥିଲେ, ସେ ସମସ୍ତ ଘଟଣା ସମାନେେ ଶୁଣି ସାରିଥିଲେ।

ମାର୍କଲିଖିତ ସୁସମାଚାର 10:1
ତା'ପରେ ଯୀଶୁ ସେ ସ୍ଥାନ ଛାଡି ଦେଲେ। ସେ ୟିହୂଦା ଅଞ୍ଚଳ ଓ ୟର୍ଦ୍ଦନ ନଦୀର ଅପର ପାରିକୁ ଗଲେ। ପୁଣି ବହୁତ ଲୋକ ତାହାଙ୍କ ପାଖ ରେ ଜମା ହାଇଗେଲେ। ସବୁ ସମୟ ଭଳି ଯୀଶୁ ଲୋକମାନଙ୍କୁ ଶିକ୍ଷା ଦେଲେ।

Occurences : 15

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்