Base Word
καθαρίζω
Short Definitionto cleanse (literally or figuratively)
Long Definitionto make clean, cleanse
Derivationfrom G2513
Same asG2513
International Phonetic Alphabetkɑ.θɑˈri.zo
IPA modkɑ.θɑˈri.zow
Syllablekatharizō
Dictionka-tha-REE-zoh
Diction Modka-tha-REE-zoh
Usage(make) clean(-se), purge, purify

ମାଥିଉଲିଖିତ ସୁସମାଚାର 8:2
ସମାନଙ୍କେ ଭିତରୁ ଜଣେ କୁଷ୍ଠ ରୋଗୀ ଆସି ଯୀଶୁଙ୍କ ଆଗ ରେ ଆଣ୍ଠୁ ମାଡି ବସି ପଡି କହିଲା, ପ୍ରଭୁ, ଆପଣ ଚାହିଁଲେ ମାେତେ ଭଲ କରିଦଇେ ପାରିବେ।

ମାଥିଉଲିଖିତ ସୁସମାଚାର 8:3
ତାପରେ ଯୀଶୁ ହାତ ବଢଇେ କୁଷ୍ଠ ରୋଗୀଟିକୁ ଛୁଇଁ ଦେଲେ। ସେ କହିଲେ, ମୁଁ ଚାହୁଁଛି ତୁମ୍ଭେ ସୁସ୍ଥ ହୁଅ।' ଏବଂ ସଙ୍ଗେ ସଙ୍ଗେ ତାର କୁଷ୍ଠରୋଗ ଭଲ ହାଇଗେଲା।

ମାଥିଉଲିଖିତ ସୁସମାଚାର 8:3
ତାପରେ ଯୀଶୁ ହାତ ବଢଇେ କୁଷ୍ଠ ରୋଗୀଟିକୁ ଛୁଇଁ ଦେଲେ। ସେ କହିଲେ, ମୁଁ ଚାହୁଁଛି ତୁମ୍ଭେ ସୁସ୍ଥ ହୁଅ।' ଏବଂ ସଙ୍ଗେ ସଙ୍ଗେ ତାର କୁଷ୍ଠରୋଗ ଭଲ ହାଇଗେଲା।

ମାଥିଉଲିଖିତ ସୁସମାଚାର 10:8
ତୁମ୍ଭେ ରୋଗୀକୁ ସୁସ୍ଥ କର। ମୃତକୁ ପୁର୍ନଜୀବିତ କର, କୁଷ୍ଠ ରୋଗ ସୁସ୍ଥ କର, ଭୂତମାନଙ୍କୁ ତଡିଦିଅ। ତୁମ୍ଭେ ବିନା ମୂଲ୍ଯ ରେ ଆଶୀର୍ବାଦ ଓ ଶକ୍ତି ପାଇଛ। ତେଣୁ ଅନ୍ୟକୁ ତାହା ବିନା ମୂଲ୍ଯ ରେ ଦାନ କର।

ମାଥିଉଲିଖିତ ସୁସମାଚାର 11:5
ଅନ୍ଧ ତାର ଦୃଷ୍ଟିଶକ୍ତି ଫରେି ପାଆନ୍ତି । େଛାଟାମାନେ ଗ୍ଭଲି ପାରନ୍ତି। କୁଷ୍ଠ ରୋଗୀ ସୁସ୍ଥ ହାଇେ ଯାଉଛନ୍ତି। ବଧିର ଶୁଣି ପାରୁଛି। ମଲା ଲୋକ ବଞ୍ଚି ଉଠୁଛି। ଦୀନ-ଦୁଃଖୀ ଲୋକଙ୍କ ପାଇଁ ସୁସମାଚାର ପ୍ରଚାର କରାଯାଉଛି।

ମାଥିଉଲିଖିତ ସୁସମାଚାର 23:25
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭମାନେେ ଧିକ! ତୁମ୍ଭମାନେେ ତୁମ୍ଭର ଥାଳିଗିନାର ବାହାର ପଟ ଭଲ ଭାବରେ ଧୋଉଛ। କିନ୍ତୁ ତୁମ୍ଭମାନଙ୍କର ଅନ୍ତର ଅନ୍ୟକୁ ଠକି ନିଜକୁ ତୋଷିବା ପଦାର୍ଥ ରେ ପୂର୍ଣ୍ଣ କରୁଛ।

ମାଥିଉଲିଖିତ ସୁସମାଚାର 23:26
ରେ ଅନ୍ଧ ଫାରୂଶୀମାନେ! ପ୍ରଥମେ ଗିନାର ଭିତର ପଟ ମାଜି ସଫା କର। କିନ୍ତୁ ବାସ୍ତବ ରେ ଗିନାର ଭିତର ପଟ ସଫା ରହିଲେ ବାହାର ପଟ ମଧ୍ଯ ସଫା ହାଇେ ପାରିବ।

ମାର୍କଲିଖିତ ସୁସମାଚାର 1:40
ଗୋଟିଏ କୁଷ୍ଠ ରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗ ରେ ଆଣ୍ଠୁମାଡି ପ୍ରାର୍ଥନା କଲା, ତୁମ୍ଭେ ଇଚ୍ଛା କଲେ ମାେତେ ଭଲ କରି ଦଇେ ପାରିବ। ସହେି ଶକ୍ତି ତୁମ୍ଭର ଅଛି।

ମାର୍କଲିଖିତ ସୁସମାଚାର 1:41
ସହେି ଲୋକଟି ଉପରେ ଯୀଶୁଙ୍କର କରୁଣା ଜାତ ହେଲା। ସେ ହାତ ବଢଇେ ଲୋକଟିକୁ ଛୁଇଁ ଦେଲେ ଓ କହିଲେ, ମୁଁ ତୁମ୍ଭକୁ ସୁସ୍ଥ କରିବାକୁ ଚାହୁଁଛି, ତୁମ୍ଭେ ସୁସ୍ଥ ହାଇଯୋଅ।

ମାର୍କଲିଖିତ ସୁସମାଚାର 1:42
ତାର କୁଷ୍ଠ ରୋଗ ତତ୍କ୍ଷଣାତ୍ ଛାଡିଗଲା ଓ ସେ ସୁସ୍ଥ ହାଇଗେଲା।

Occurences : 30

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்