Base Word
κἀκεῖνος
Short Definitionlikewise that (or those)
Long Definitionand he, he also
Derivationfrom G2532 and G1565
Same asG1565
International Phonetic Alphabetkɑˈki.nos
IPA modkɑˈci.nows
Syllablekakeinos
Dictionka-KEE-nose
Diction Modka-KEE-nose
Usageand him (other, them), even he, him also, them (also), (and) they

ମାଥିଉଲିଖିତ ସୁସମାଚାର 15:18
କିନ୍ତୁ ଜଣେ ଲୋକ ଯେଉଁ ମନ୍ଦ କଥା ପାଟି ରେ କ ହେ, ତାହା ପ୍ରକୃତ ରେ ତା'ର ମନ ଭିତରୁ ଆସିଥାଏ। ଏହା ଲୋକକୁ ଅପବିତ୍ର କରିଥାଏ।

ମାଥିଉଲିଖିତ ସୁସମାଚାର 20:4
ତେଣୁ ସେ ସମାନଙ୍କେୁ କହିଲେ, 'ତୁମ୍ଭମାନେେ ଯଦି ଯାଇ ମାେ ଦ୍ରାକ୍ଷା ବଗିଚ଼ା ରେ କାମ କରିବ, ତବେେ ତୁମ୍ଭର ଯାହା ଉଚିତ ପ୍ରାପ୍ଯ ହବେ, ମୁଁ ତୁମ୍ଭକୁ ତାହା ଦବେି।'

ମାଥିଉଲିଖିତ ସୁସମାଚାର 23:23
ରେ କପଟୀ ଯିହୂଦୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭକୁ ଧିକ୍! ତୁମ୍ଭ ପାଖ ରେ ଯାହା ଅଛି, ତାର ଦଶ ଭାଗରୁ ଏକ ଭାଗ, ଏପରିକି ନିଜର ପୋଦିନା, ପାନମଧୁରୀ ଓ ଜୀରାର ମଧ୍ଯ ଦଶ ଭାବରୁ ଏକ ଭାଗ ତୁମ୍ଭେ ପରମେଶ୍ବରଙ୍କୁ ଦେଉଛ, କିନ୍ତୁ ତୁମ୍ଭମାନେେ ନିୟମର ଅଧିକ ନ୍ଯାୟ, ଦୟା ଓ ବିଶ୍ବାସ ଭଳି ମହତ୍ତ୍ବପୂର୍ଣ୍ଣ ଉପଦେଶ ଗୁଡ଼ିକୁ ପାଳନ କରୁନାହଁ। ମାତ୍ର ଏଗୁଡ଼ିକ ତୁମ୍ଭର ପାଳନ କରିବା ଉଚ଼ିତ। ଅନ୍ୟ ଉପଦେଶଗୁଡ଼ିକୁ ମଧ୍ଯ ନିୟମିତ ରୂପରେ ତୁମ୍ଭର ପାଳନ କରିବା ଉଚ଼ିତ।

ମାର୍କଲିଖିତ ସୁସମାଚାର 12:4
ତା'ପରେ ସହେି ଲୋକଟି ଆଉ ଜଣେ ଚାକରକୁ ସମାନଙ୍କେ ପାଖକୁ ପଠାଇଲା। ସମାନେେ ଏହି ଚାକରର ମୁଣ୍ଡକୁ ପିଟିଲେ ଓ ତାକୁ ଅପମାନ ଦେଲେ।

ମାର୍କଲିଖିତ ସୁସମାଚାର 12:5
ତା'ପରେ ସେ ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଚାକରଟିକୁ ଜୀବନ ରେ ମାରି ଦେଲେ। ସେ ଲୋକଟି ଆଉ ଅଧିକ ଚାକରଙ୍କୁ ପଠାଇଲା, କିନ୍ତୁ କୃଷକମାନେ କେତକଙ୍କେୁ ପିଟିଲେ ଓ ଅନ୍ୟ କେତଙ୍କେୁ ଜୀବନ ରେ ମାରି ଦେଲେ।

ମାର୍କଲିଖିତ ସୁସମାଚାର 16:11
ମରିୟମ ସମାନଙ୍କେୁ କହିଲେ ଯେ ଯୀଶୁ ଜୀବିତ ଅଛନ୍ତି ଏବଂ ସେ ନିଜେ ଯୀଶୁଙ୍କୁ ଦେଖିଛନ୍ତି। କିନ୍ତୁ ଶିଷ୍ଯମାନେ ସମାନଙ୍କେ କଥା ରେ ବିଶ୍ବାସ କଲେ ନାହିଁ।

ମାର୍କଲିଖିତ ସୁସମାଚାର 16:13
ଏହି ଶିଷ୍ଯ ଦୁଇଜଣ ଫରେିଆସି ଅନ୍ୟ ଶିଷ୍ଯମାନଙ୍କୁ ଏକଥା ଜଣାଇଲେ। ତଥାପି ଶିଷ୍ଯମାନେ ତାହାଙ୍କ କଥାକୁ ମଧ୍ଯ ବିଶ୍ବାସ କଲେ ନାହିଁ।

ଲୂକଲିଖିତ ସୁସମାଚାର 11:7
ତୁମ୍ଭ ସାଙ୍ଗ ଘର ଭିତରୁ ଉତ୍ତର ଦେଲେ, 'ତୁମ୍ଭେ ଚାଲିଯାଅ। ମାେତେ ହଇରାଣ କରନାହିଁ। ଦୁଆର ବନ୍ଦ ହାଇଗେଲାଣି। ମୁଁ ଓ ମାେ ପିଲାମାନେ ଶାଇେବାକୁ ଗଲୁଣି, ତୁମ୍ଭକୁ ରୋଟୀ ଦବୋକୁ ମୁଁ ବର୍ତ୍ତମାନ ଉଠି ପାରିବି ନାହିଁ।'

ଲୂକଲିଖିତ ସୁସମାଚାର 11:42
ହେ ଫାରୂଶୀଗଣ! ତୁମ୍ଭମାନଙ୍କୁ ଧିକ୍! ତୁମ୍ଭମାନେେ ସମସ୍ତ ବିଷୟ ରେ ଦଶମାଂଶ ପରମେଶ୍ବରଙ୍କୁ ଦଇେଥାଅ। ପୋଦିନା, ଆରୁଦ ଓ ଏପରିକି ବଗିଚାର ଅନ୍ଯାନ୍ଯ େଛାଟ ଚାରାର ମଧ୍ଯ ଦଶ ଭାଗରୁ ଭାଗେ ପରମେଶ୍ବରଙ୍କୁ ଦଇେଥାଅ। କିନ୍ତୁ ଅନ୍ୟମାନଙ୍କ ପ୍ରତି ଦୟାପୂର୍ଣ୍ଣ ବ୍ଯବହାର କରିବାକୁ ଓ ପରମେଶ୍ବରଙ୍କୁ ଭଲ ପାଇବାକୁ ତୁମ୍ଭମାନେେ ଭୁଲି ଯାଇଥାଅ। ତୁମ୍ଭମାନଙ୍କର ଏସବୁ କାର୍ୟ୍ଯ କରିବା ଉଚିତ। ତା' ସହିତ ଦଶମାଂଶ ଦବୋ ଏବଂ ଅନ୍ଯାନ୍ଯ କାର୍ୟ୍ଯ ମଧ୍ଯ ଚାଲୁ ରଖିବା ଉଚିତ।

ଲୂକଲିଖିତ ସୁସମାଚାର 20:11
ତେଣୁ ଲୋକଟି ଆଉ ଜଣେ ଚାକରକୁ ପଠାଇଲା। କୃଷକମାନେ ଏହି ଲୋକଟିକୁ ମାଡ ମାରିଲେ ଓ ତାପ୍ରତି ଅସମ୍ମାନ ବ୍ଯବହାର କଲେ। ସମାନେେ ତାକୁ ମଧ୍ଯ କିଛି ନଦଇେ ପଠଇେ ଦେଲେ।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்