କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:13
ଆମ୍ଭକୁ ଯେଉଁ କାର୍ୟ୍ଯ ଦିଆଯାଇଛି, ତହିଁର ସୀମାଲଙ୍ଘନ କରି କଦାପି ଗର୍ବର କଥା କହିବୁ ନାହିଁ। ପରମେଶ୍ବରଙ୍କ ପ୍ରଦତ୍ତ କାମ ପାଇଁ ଆମ୍ଭେ ନିଜେ ଗର୍ବ ଅନୁଭବ କରିବୁ। ଏହି କାମ ତୁମ୍ଭମାନଙ୍କ ସହିତ ଆମ୍ଭର କାମକୁ ମଧ୍ଯ ଅନ୍ତଭୁର୍କ୍ତ କରେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:15
ଆମ୍ଭେ ଅନ୍ୟମାନଙ୍କ ଦ୍ବାରା କରା ଯାଇଥିବା କାମ ପାଇଁ ନୁହେଁ, କିନ୍ତୁ କବଳେ ନିଜେ କରିଥିବା କାମ ପାଇଁ ଗର୍ବ କରୁଛୁ। ଆମ୍ଭେ ଆଶା କରୁ ଯେ, ତୁମ୍ଭମାନଙ୍କର ବିଶ୍ବାସ ବଢ଼ିବା ସହିତ ଆମ୍ଭ କାମ ବ୍ଯାପକ ଭାବରେ ବଢ଼ିବା ରେ ତୁମ୍ଭମାନେେ ସାହାୟ୍ଯ କରିବ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:16
ଆମ୍ଭେ ଇଚ୍ଛା କରୁ ଯେପରି ତୁମ୍ଭମାନଙ୍କ ସହରର ସୀମା ବାହାର ସ୍ଥାନମାନଙ୍କ ରେ ମଧ୍ଯ ଆମ୍ଭେ ସୁସମାଚାର ପ୍ରଚାର କରି ପାରିବୁ। ଅନ୍ୟ କୌଣସି ସ୍ଥାନ ରେ ଆଉ କାହା ଦ୍ବାରା ଯେଉଁ କାମ ହାଇେ ସାରିଛି, ସହେି କାମ ରେ ଆମ୍ଭେ ଗର୍ବ କରୁ ନାହୁଁ।
ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:16
ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସମାନଙ୍କେୁ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:16
କିନ୍ତୁ ଆମ୍ଭେ ଯେଉଁସବୁ ସତ୍ଯ ଜାଣିଛୁ, ସହେି ସତ୍ଯ ମାର୍ଗ ରେ ଅବିରତ ଚାଲିବା ଉଚିତ୍।
Occurences : 5
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்