Base Word
κλίνω
Short Definitionto slant or slope, i.e., incline or recline (literally or figuratively)
Long Definitiontransitively
Derivationa primary verb
Same as
International Phonetic Alphabetˈkli.no
IPA modˈkli.now
Syllableklinō
DictionKLEE-noh
Diction ModKLEE-noh
Usagebow (down), be far spent, lay, turn to flight, wear away

ମାଥିଉଲିଖିତ ସୁସମାଚାର 8:20
ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି ଓ ଆକାଶର ପକ୍ଷୀମାନଙ୍କର ବସା ଅଛି। କିନ୍ତୁ ମନୁଷ୍ଯପୁତ୍ରଙ୍କ ପାଇଁ ମୁଣ୍ଡ ଗୁଞ୍ଜିବାକୁ ଜାଗା ଟିକିଏ ନାହିଁ।

ଲୂକଲିଖିତ ସୁସମାଚାର 9:12
ଅପରାହ୍ନର ବିଳମ୍ବିତ ପ୍ରହର ରେ ବାରଜଣ ଯାକ ପ୍ ରରେିତ ଯୀଶୁଙ୍କ ପାଖକୁ ଆସି କହିଲେ, ଏ ସ୍ଥାନଟି ନିର୍ଜ୍ଜନ ଅଟେ। ଆପଣ ଲୋକମାନଙ୍କୁ ବିଦାୟ କରିଦିଅନ୍ତୁ। ସମାନେେ ଆଖପାଖ ଗାଁ ଓ କ୍ଷେତ୍ରକୁ ଯାଇ ବସା ଓ ଖାଦ୍ୟର ବ୍ଯବସ୍ଥା କରନ୍ତୁ।

ଲୂକଲିଖିତ ସୁସମାଚାର 9:58
ଯୀଶୁ ତାହାକୁ କହିଲେ, କୋକିଶିଆଳିର ରହିବାପାଇଁ ଗାତ ଅଛି। ଆକାଶର ପକ୍ଷୀମାନଙ୍କର ବସା ଅଛି, କିନ୍ତୁ ମନୁଷ୍ଯ ପୁତ୍ରଙ୍କର ମୁଣ୍ଡ ଗୁଞ୍ଜିବାକୁ ଟିକିଏ ହେଲେ ସ୍ଥାନ ନାହିଁ।

ଲୂକଲିଖିତ ସୁସମାଚାର 24:5
ସ୍ତ୍ରୀ ଲୋକମାନେ ଖୁବ୍ ଡରିଗଲେ। ସମାନେେ ତାହାଙ୍କର ମୁଣ୍ଡ ନୂଆଁଇଲେ। ସହେି ଦୁଇଜଣ ଦୂତ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ ଜଣେ ମୃତ ଲୋକକୁ ଏଠା ରେ କାହିଁକି ଖୋଜୁଛ? ଏହା ତ ମୃତ ଲୋକମାନଙ୍କର ସ୍ଥାନ।

ଲୂକଲିଖିତ ସୁସମାଚାର 24:29
କିନ୍ତୁ ସମାନେେ ବହୁତ ଆଗ୍ରହର ସହିତ ଯୀଶୁଙ୍କୁ ଅନୁରୋଧ କଲେ, ଆମ୍ଭ ସାଙ୍ଗ ରେ ରହିଯାଅ। ସନ୍ଧ୍ଯାକାଳ ହେଲାଣି ଦିନ ପ୍ରାୟ ସରିବା ଉପରେ। ତେଣୁ ଯୀଶୁ ସମାନଙ୍କେ ସହିତ ରହିବା ପାଇଁ ଘର ଭିତରକୁ ଗଲେ।

ଯୋହନଲିଖିତ ସୁସମାଚାର 19:30
ଯୀଶୁ ତାହା ପାନ କରି କହିଲେ, ସମାପ୍ତ ହେଲା। ତା'ପରେ ସେ ମୁଣ୍ଡ ନୁଆଁଇ ପ୍ରାଣତ୍ଯାଗ କଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:34
ସହେି ବିଶ୍ବାସ ବଳ ରେ କେତେ ଜଣ ଅଗ୍ନିର ଶକ୍ତି ବନ୍ଦ କଲେ, ଓ କେତେ ଲୋକ ଖଡ୍ଗ ଦ୍ବାରା ମରିବାରୁ ରକ୍ଷା ପାଇଲେ। ବିଶ୍ବାସ କାରଣରୁ ଦୁର୍ବଳ ଲୋକ ଶକ୍ତିଶାଳୀ ହେଲେ। ସମାନେେ ୟୁଦ୍ଧ ରେ ଶକ୍ତିଶାଳୀ ହାଇେ ଶତୃ ସନୋଙ୍କୁ ପରାସ୍ତ କଲେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்