Base Word
κυριεύω
Short Definitionto rule
Long Definitionto be lord of, to rule, have dominion over
Derivationfrom G2962
Same asG2962
International Phonetic Alphabetky.riˈɛβ.o
IPA modcju.riˈev.ow
Syllablekyrieuō
Dictionkoo-ree-EV-oh
Diction Modkyoo-ree-AVE-oh
Usagehave dominion over, lord, be lord of, exercise lordship over

ଲୂକଲିଖିତ ସୁସମାଚାର 22:25
କିନ୍ତୁ ଯୀଶୁ ସମାନଙ୍କେୁ କହିଲେ, ଏହି ସଂସାରର ଦେଶଗୁଡିକର ରାଜାମାନେ ସମାନଙ୍କେ ଲୋକଙ୍କ ଉପରେ ଶାସନ କରନ୍ତି। ଯେଉଁ ଲୋକମାନଙ୍କର ଅନ୍ୟ ଲୋକଙ୍କ ଉପରେ ଶାସନ କ୍ଷମତା ଥାଏ, ସମାନେେ ଅନ୍ୟ ଲୋକଙ୍କ ପାଇଁ ଉପକାରୀ ବୋଲି ଖ୍ଯାତ ହୁଅନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:9
ଖ୍ରୀଷ୍ଟ ମୃତ୍ଯୁରୁ ଉଠିଥିଲେ ଓ ଆମ୍ଭେ ଜାଣୁ ଯେ ସେ ପୁନଃ ମରିବେ ନାହିଁ। ଏବେ ମୃତ୍ଯୁର ତାଙ୍କ ଉପରେ ଆଉ କୌଣସି କତ୍ତୃର୍ତ୍ବ ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:14
ପାପ ତୁମ୍ଭମନଙ୍କର ସ୍ବାମୀ ହବେ ନାହିଁ। କାରଣ ତୁମ୍ଭମାନେେ ବ୍ଯବସ୍ଥାର ବନ୍ଧନ ରେ ନୁହଁ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କ ଅନୁଗ୍ରହ ରେ ଜୀବିତ ଅଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 7:1
ଭାଇ ଓ ଭଉଣୀଗଣ, ତୁମ୍ଭମାନେେ ବ୍ଯବସ୍ଥା ଜାଣ। ତୁମ୍ଭମାନେେ ଜାଣ ଯେ ଯେତବେେଳେ ଜଣେ ଲୋକ ଜୀବିତ, ବ୍ଯବସ୍ଥା ତାହାକୁ ନିୟନ୍ତ୍ରିତ କଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 14:9
ସେଥିପାଇଁ ଖ୍ରଷ୍ଟ ମୃତ୍ଯୁ ବରଣ କଲେ ଓ ମୃତ୍ଯୁରୁ ପୂନଃ ଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁ ମାନେ ମରି ସାରିଛନ୍ତି ଓ ଯେଉଁ ମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହାଇେ ପାରିବେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 1:24
ପରମେଶ୍ବର ଏଥିର ସାକ୍ଷୀ। ମାେ କହିବା ଉଦ୍ଦେଶ୍ଯ ନୁହେଁ ଯେ, ଆମ୍ଭେ ତୁମ୍ଭମାନଙ୍କ ବିଶ୍ବାସକୁ ନିୟନ୍ତ୍ରିତ କରିବାକୁ ଇଚ୍ଛା କରୁ। ତୁମ୍ଭମାନେେ ବିଶ୍ବାସ ରେ ଦୃଢ଼ କିନ୍ତୁ ଆମ୍ଭମାନେେ ତୁମ୍ଭର ଆନନ୍ଦ ପାଇଁ ତୁମ୍ଭମାନଙ୍କର ସହକର୍ମୀ।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:15
ପରମେଶ୍ବର ଉପୟୁକ୍ତ ସମୟ ଆସିଲେ, ତାହା ସାଧନ କରିବେ। ପରମେଶ୍ବର ଏକମାତ୍ର ପରମଧନ୍ଯ ସମ୍ରାଟ୍। ସେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்