Base Word
Λαοδίκεια
Literaljustice of the people
Short DefinitionLaodicia, a place in Asia Minor
Long Definitiona city of Phrygia, situated on the river Lycus not far from Colosse
Derivationfrom a compound of G2992 and G1349
Same asG1349
International Phonetic Alphabetlɑ.oˈði.ki.ɑ
IPA modlɑ.owˈði.ci.ɑ
Syllablelaodikeia
Dictionla-oh-THEE-kee-ah
Diction Modla-oh-THEE-kee-ah
UsageLaodicea

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:1
ମୁଁ ଚା ହେଁ ତୁମ୍ଭମାନେେ ଜାଣିରଖ ଯେ ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ମୁଁ କଠିନ ପରିଶ୍ରମ କରୁଛି। ଏବଂ ଲାଅଦକୀଆ ରେ ଥିବା ଲୋକମାନଙ୍କୁ ଓ ମାେତେ ଦେଖି ନ ଥିବା ଅନ୍ୟ ଲୋକମାନଙ୍କୁ ମଧ୍ଯ ମୁଁ ସାହାୟ୍ଯ କରିବାକୁ ଚେଷ୍ଟା କରୁଛି।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:13
ସେ ତୁମ୍ଭମାନଙ୍କ ପାଇଁ ଲାଅଦିକୀଆ ଏବଂ ହିଏରାପଲିର ଲୋକମାନଙ୍କ ପାଇଁ କଠିନ ପରିଶ୍ରମ କରନ୍ତି ବୋଲି ମୁଁ ଜାଣେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:15
ଲାଅଦିକୀଆର ଭାଇ ଓ ଭଉଣୀମାନଙ୍କୁ ନମସ୍କାର ଜଣାଅ। ନୁମ୍ଫା ଓ ତାଙ୍କ ଘ ରେ ମିଳିତ ହେଉଥିବା ମଣ୍ଡଳୀକୁ ନମସ୍କାର ଜଣାଅ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:16
ଏହି ପତ୍ରଟି ତୁମ୍ଭ ପାଖ ରେ ପଢ଼ା ଯାଇ ସାରିଲା ପରେ, ଲାଅଦିକୀଆର ମଣ୍ଡଳୀକୁ ଏହି ପତ୍ରଟି ପଢ଼ିବାକୁ ଦିଅ। ଲାଅଦିକୀଆକୁ ଯେଉଁ ପତ୍ର ମୁଁ ଲେଖୁଛି, ତାକୁ ମଧ୍ଯ ତୁମ୍ଭମାନେେ ପଢ଼।

ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 6:255

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:11
ସହେି ସ୍ବର ମାେତେ କହିଲା, ତୁମ୍ଭେ ଯାହା ଦେଖୁଛ, ସବୁ ଗୋଟିଏ ପୁସ୍ତକରେ ଲେଖ ଓ ତାହାକୁ ସାତାଟେି ମଣ୍ଡଳୀ ଏଫିସ, ସ୍ମର୍ଣ୍ଣା, ପର୍ଗମ, ଥିୟତୀର ସାର୍ଦ୍ଦୀ, ଫିଲାଦଲଫେିଆ ଓ ଲାଓଦିକିଆକୁ ପଠାଅ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்