Base Word
μέλας
Short Definitionblack
Long Definitionblack
Derivationapparently a primary word
Same as
International Phonetic Alphabetˈmɛ.lɑs
IPA modˈme̞.lɑs
Syllablemelas
DictionMEH-lahs
Diction ModMAY-lahs
Usageblack

ମାଥିଉଲିଖିତ ସୁସମାଚାର 5:36
ନିଜ ମୁଣ୍ଡ ଛୁଇଁ ପ୍ରତିଜ୍ଞା ନିଅ ନାହିଁ, କାରଣ ତା'ର ଗୋଟିଏ ବାଳକୁ ବି ତୁମ୍ଭେ କଳା ବା ଧଳା କରି ପାରିବନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:5
ତା'ପରେ ମଷେଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତବେେଳେ ତୃତୀୟ ଜୀବିତପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, ଆସ। ସେତବେେଳେ ମାେ ସମ୍ମୁଖ ରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆ ରୋହୀଙ୍କ ହାତ ରେ ଗୋଟିଏ ତରାଜୁ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:12
ତା'ପରେ ମୁଁ ମଷେଶାବକଙ୍କୁ ଷଷ୍ଠ ମୁଦ୍ରା ଭାଙ୍ଗିବାର ଦେଖିଲି। ସେତବେେଳେ ଭୀଷଣ ଭୂମିକମ୍ପ ହେଲା। ସୂର୍ୟ୍ଯ ଲୋମ ରେ ତିଆରି ହାଇେଥିବା କଳାକମ୍ବଳ ପରି କଳାବର୍ଣ୍ଣ ହାଇଗେଲା। ପୂର୍ଣ୍ଣଚନ୍ଦ୍ର ସମ୍ପୂର୍ଣ୍ଣ ଭାବରେ ରକ୍ତ ପରି ଲାଲବର୍ଣ୍ଣ ହାଇଗେଲା।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்