Base Word
μενοῦνγε
Short Definitionso then at least
Long Definitionnay surely, nay rather
Derivationfrom G3303 and G3767 and G1065
Same asG1065
International Phonetic Alphabetmɛˈnun.ɣɛ
IPA modme̞ˈnun.ʝe̞
Syllablemenounge
Dictionmeh-NOON-geh
Diction Modmay-NOON-gay
Usagenay but, yea doubtless (rather, verily)

ଲୂକଲିଖିତ ସୁସମାଚାର 11:28
କିନ୍ତୁ ଯୀଶୁ କହିଲେ, ପରମେଶ୍ବରଙ୍କ ଉପଦେଶ ଯେଉଁମାନେ ଶୁଣନ୍ତି ଓ ତାହା ମାନି ଚଳନ୍ତି ପ୍ରକୃତ ରେ ସହେିମାନେ ହିଁ ଧନ୍ଯ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:20
ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 10:18
କିନ୍ତୁ ମୁଁ ପଗ୍ଭରୁଛି: କଣ ଲୋକେ ସୁସମାଗ୍ଭର ଶୁଣି ନାହାନ୍ତି? ହଁ ସମାନେେ ଶୁଣିଛନ୍ତି। ଶାସ୍ତ୍ର କୁ ହେ:

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:8
ମୁଁ ମାରେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବାର ମହାନତା ହତେୁ, ଅନ୍ୟ ସମସ୍ତ ବିଷୟକୁ ଏବେ ତୁଚ୍ଛ ମନକରେେ, ସଗେୁଡ଼ିକ ମାେ ପାଇଁ ମୂଲ୍ଯହୀନ। ଖ୍ରୀଷ୍ଟଙ୍କୁ ପାଇବା ପାଇଁ ଯେଉଁ ବିଷୟଗୁଡ଼ିକୁ ମହତ୍ବପୂର୍ଣ୍ଣ ଭାବୁଥିଲି, ମୁଁ ସବୁ ତ୍ଯାଗ କରିଛି। ମୁଁ ଏବେ ଜାଣେ ଯେ ସଗେୁଡ଼ିକ ମୂଲ୍ଯହୀନ ସଢ଼ାକୁଟା ପରି।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்