ମାର୍କଲିଖିତ ସୁସମାଚାର 14:71
ତା'ପରେ ପିତର ଅଭିଶାପ ଦବୋକୁ ଲାଗିଲେ। ସେ ଦୃଢ ଭାବରେ କହିଲେ, ମୁଁ ପରମେଶ୍ବରଙ୍କ ନାମ ରେ ଶପଥ କରି କହୁଛି ଯେ, ତୁମ୍ଭମାନେେ ଯେଉଁ ଲୋକ ବିଷୟ ରେ କହୁଛ, ମୁଁ ତାହାକୁ ଆଦୌ ଜାଣେ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:12
ତହିଁ ଆରଦିନ କେତକେ ଯିହୂଦୀ ଗୋଟିଏ ଯୋଜନା କଲେ। ସମାନେେ ପାଉଲଙ୍କୁ ହତ୍ଯା କରିବା ପାଇଁ ଚାହିଁଲେ। ତାହାଙ୍କୁ ହତ୍ଯା ନକରିବା ପର୍ୟ୍ଯନ୍ତ ସମାନେେ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ଶପଥ କଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:14
ସମାନେେ ମୁଖ୍ଯ ଯାଜକ ଓ ପ୍ରାଚ଼ୀନମାନଙ୍କ ପାଖକୁ ଯାଇ କହିଲେ, ଆମ୍ଭେ ପ୍ରତିଜ୍ଞା କରିଛୁ ଯେ, ପାଉଲଙ୍କୁ ବଧ ନକରିବା ପର୍ୟ୍ଯନ୍ତ କହେି ଭୋଜନ ସ୍ପର୍ଶ କରିବୁ ନାହିଁ।
ରେରିତମାନଙ୍କ କାର୍ଯ୍ୟର ବିବରଣ 23:21
କିନ୍ତୁ ଆପଣ ସମାନଙ୍କେ କଥା ବିଶ୍ବାସ କରିବେ ନାହିଁ। ଚ଼ାଳିଶ ଜଣରୁ ଅଧିକ ଯିହୂଦୀୟ ଲୁଚ଼ଛନ୍ତି ଏବଂ ପାଉଲଙ୍କୁ ହତ୍ଯା କରିବା ପାଇଁ ଅପେକ୍ଷା କରିଛନ୍ତି। ସମାନେେ ତାହାଙ୍କୁ ନ ମାରିବା ପର୍ୟ୍ଯନ୍ତ ଅନ୍ନଜଳ ସ୍ପର୍ଶ କରିବେ ନାହିଁ ବୋଲି ପ୍ରତିଜ୍ଞା କରିଛନ୍ତି, ଏବେ ସମାନେେ ଆପଣଙ୍କ ସମ୍ମତିକୁ ଅପେକ୍ଷା କରି ପ୍ରସ୍ତୁତ ଅଛନ୍ତି।
Occurences : 4
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்