Base Word
μιμέομαι
Short Definitionto imitate
Long Definitionto imitate: any one
Derivationmiddle voice from μῖμος (a "mimic")
Same as
International Phonetic Alphabetmiˈmɛ.o.mɛ
IPA modmiˈme̞.ow.me
Syllablemimeomai
Dictionmee-MEH-oh-meh
Diction Modmee-MAY-oh-may
Usagefollow

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:7
ତୁମ୍ଭମାନେେ ଜାଣିଛ ଯେ, ଆମ୍ଭ ପରି ତୁମ୍ଭମାନେେ ରହିବା ଉଚିତ। ତୁମ୍ଭମାନଙ୍କ ସହିତ ଥିଲା ବେଳେ ଆମ୍ଭେ କବେେ ହେଲେ କାମ କରିବା ପାଇଁ ମନା କରି ନ ଥିଲୁ।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ଦିତୀୟ ପତ୍ 3:9
ଆମ୍ଭେ ଦିନ ରାତି କାମ କରୁଥିଲୁ। ତୁମ୍ଭମାନଙ୍କୁ ସାହାୟ୍ଯ ମାଗିବା ନିମନ୍ତେ ଆମ୍ଭର ଅଧିକାର ଥିଲା। କିନ୍ତୁ ଆମ୍ଭେ ନିଜର ଯତ୍ନ ନିଜେ ନବୋ ପାଇଁ କାମ କରୁଥିଲୁ। ତୁମ୍ଭମାନଙ୍କ ସମ୍ମୁଖ ରେ ଗୋଟିଏ ଆଦର୍ଶ ପ୍ରସ୍ତୁତ କରିବା ଉଦ୍ଦେଶ୍ଯ ରେ ଆମ୍ଭେ ଏପରି କରିଥିଲୁ।

ଏବ୍ରୀମାନଙ୍କ ନିକଟକୁ ପତ୍ର 13:7
ତୁମ୍ଭମାନେେ ତୁମ୍ଭମାନଙ୍କର ନେତାମାନଙ୍କୁ ମନେ ପକାଅ। ସମାନେେ ପରମେଶ୍ବରଙ୍କ ବାକ୍ଯ ତୁମ୍ଭମାନଙ୍କୁ ଶିଖାଇଛନ୍ତି। ସମାନେେ କିପରି ଜୀବନଯାପନ କରିଥିଲେ, ଓ ମୃତ୍ଯୁ ଭୋଗ କଲେ ତାହା ମନେ ପକାଅ, ଏବଂ ସମାନଙ୍କେର ବିଶ୍ବାସର ଉଦାହରଣକୁ ଅନୁସରଣ କର।

ଯୋହନଙ୍କ ତୃତୀୟ ପତ୍ର 1:11
ମାରେ ପ୍ରିୟ ବନ୍ଧୁ, ମନ୍ଦ ବିଷୟକୁ ଅନୁସରଣ କର ନାହିଁ, କିନ୍ତୁ ଉତ୍ତମ ବିଷୟର ଅନୁଗାମୀ ହୁଅ। ଉତ୍ତମ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କ ପାଖରୁ ଆସିଥାଏ। କିନ୍ତୁ ମନ୍ଦ କାର୍ୟ୍ଯ କରୁଥିବା ବ୍ଯକ୍ତି ପରମେଶ୍ବରଙ୍କୁ କବେେ ଦେଖି ନାହିଁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்