Base Word
ὄγδοος
Short Definitionthe eighth
Long Definitionthe eighth
Derivationfrom G3638
Same asG3638
International Phonetic Alphabetˈo.ɣðo.os
IPA modˈow.ɣðow.ows
Syllableogdoos
DictionOH-gthoh-ose
Diction ModOH-gthoh-ose
Usageeighth

ଲୂକଲିଖିତ ସୁସମାଚାର 1:59
ବାଳକର ଜନ୍ମ ହବୋର ଅଷ୍ଟମ ଦିନ ସମାନେେ ଶିଶୁକୁ ସୁନ୍ନତ କରବାକୁ ଆସିଲେ ଓ ସମାନେେ ବାଳକର ନାମ ତାର ପିତାଙ୍କ ନାମ ଅନୁସାରେ ଜିଖରିୟ ଦବୋକୁ ଗ୍ଭହୁଁଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:8
ଏହିପରି ପରମେଶ୍ବର ଅବ୍ରହାମଙ୍କୁ ଏହି ଚୁକ୍ତି ପାଇଁ ସୁନ୍ନତର ଚ଼ିହ୍ନ ପ୍ରଦାନ କଲେ। ସେ ୟିସ୍ହାକଙ୍କର ପିତା ହେଲେ। ୟିସ୍ହାକଙ୍କ ଜନ୍ମର ଅଷ୍ଟମଦିନ ଅବ୍ରାହାମ ତାହାଙ୍କର ସୁନ୍ନତ କଲେ ଓ ୟିସ୍ହାକ ତାହାଙ୍କର ପୁତ୍ର ଯାକୁବର ସୁନ୍ନତ କଲେ। ପୁଣି ଯାକୁବ ତାହାଙ୍କ ବାରଜଣ ପୁତ୍ରଙ୍କର ସୁନ୍ନତ କଲେ, ଏହି ପୁତ୍ରମାନେ ଆମ୍ଭ ଗୋଷ୍ଠୀଗୁଡ଼ିକର ପିତା ହେଲେ।

ପିତରଙ୍କ ଦିତୀୟ ପତ୍ର 2:5
ଅତି ପୂର୍ବକାଳ ରେ ରହୁଥିବା ମନ୍ଦ ଲୋକଙ୍କୁ ପରମେଶ୍ବର ଦଣ୍ଡ ଦଇେଥିଲେ। ପରମେଶ୍ବର ଆପଣା ବିରୋଧୀ ଲୋକମାନଙ୍କ ପାଇଁ ଏକ ପ୍ରଳୟଙ୍କାରୀ ବନ୍ଯା ଆଣିଥିଲେ। କିନ୍ତୁ ପରମେଶ୍ବର ନୋହ ଓ ତାହାଙ୍କ ସହ୍ଯ ଅନ୍ୟ ସାତଜଣଙ୍କୁ ସହେି ପ୍ରଳୟଙ୍କାରୀ ବନ୍ଯାରୁ ରକ୍ଷା କରିଥିଲେ। ଲୋକମାନଙ୍କୁ ନୋହ ଉତ୍ତମ ଜୀବନ କାଟିବାକୁ ଉପଦେଶ ଦେଉଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:11
ଯେଉଁ ପଶୁ କବେେ ଜୀବିତ ଥିଲା, ବର୍ତ୍ତମାନ ନାହିଁ, ସେ ଅଷ୍ଟମ ରାଜା। ସେ ପ୍ରଥମ ସାତ ଜଣ ରାଜାଙ୍କ ମଧ୍ଯରୁ ଜଣେ। ସେ ମଧ୍ଯ ଧ୍ବଂସ ପାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:20
ପଞ୍ଚମ ରେ ପୁଲକମଣି, ଷଷ୍ଠ ମଣିକ୍ଯମଣି, ସପ୍ତମଟି ପୁଷ୍ପରାଗମଣି, ଅଷ୍ଟମ ରେ ଫିରୋଜମଣି, ନମମ ରେ ଗୋମଦେକମଣି, ଦଶମ ରେ ଲଶୁନୀୟମଣି, ଏକାଦଶ ରେ ଇନ୍ଦ୍ରନୀଳମଣି, ଓ ଦ୍ବାଦଶ ରେ ସୁଗନ୍ଧମଣି ଖଚିତ ଥିଲା।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்