No lexicon data found for Strong's number: 4014

ରେରିତମାନଙ୍କ କାର୍ଯ୍ୟର ବିବରଣ 27:20
ଆମ୍ଭେ ବହୁତ ଦିନ ପର୍ୟ୍ଯନ୍ତ ସୁର୍ୟ୍ଯ କି ତାରା କିଛି ଦେଖି ପାରିଲୁ ନାହିଁ। ପ୍ରଚ଼ଣ୍ଡ ଝଡ଼ ବତାସର ବଗେ କମିଲା ନାହିଁ। ଆମ୍ଭମାନେେ ଜୀବନ ରକ୍ଷା କରିବାର ସମସ୍ତ ଆଶା ରହଇେ ବସିଲୁ। ଆମ୍ଭେ ଭାବିଲୁ, ଆମ୍ଭର ମୃତ୍ଯୁ ଘଟିବ। ଅନକେ ଦିନ ପର୍ୟ୍ଯନ୍ତ ଆମ୍ଭମାନେେ କହେି କିଛି ଖାଇ ନଥିଲୁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 27:40
ସମାନେେ ଲଙ୍ଗରଗୁଡ଼ିକ କାଟି ସମୁଦ୍ର ରେ ଫିଙ୍ଗି ଦେଲେ। ସମାନେେ ମଙ୍ଗର ଦଉଡ଼ି ଫିଟଇେ ପବନ ରେ ସାମନା ପାଲଟି ଉଠାଇଲେ। ତା'ପରେ ସମାନେେ ବାଲିତଟ ଆଡ଼କୁ ଯାତ୍ରା କଲେ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 3:16
କିନ୍ତୁ ଜଣେ ଲୋକ ଯେତବେେଳେ ପରିବର୍ତ୍ତିତ ହୁଏ ଓ ସେ ପ୍ରଭୁଙ୍କ ଅନୁସରଣ କରେ, ସହେି ଆବରଣଟି ବାହାର କରିଦିଆ ଯାଏ।

ଏବ୍ରୀମାନଙ୍କ ନିକଟକୁ ପତ୍ର 10:11
ଯାଜକମାନେ ପ୍ରତିଦିନ ଠିଆ ହାଇେ ସମାନଙ୍କେର ଧାର୍ମିକ ସବୋ କାର୍ୟ୍ଯ କରନ୍ତି। ସହେି, ସମାନ ବଳିଗୁଡ଼ିକ ସମାନେେ ବାରମ୍ବାର ସମର୍ପଣ କରନ୍ତି। କିନ୍ତୁ ସହେିଭଳି ବଳି କବେେ ହେଲେ ପାପହରଣ କରି ପା ରେ ନାହିଁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்