Base Word
πλάτος
Short Definitionwidth
Long Definitionbreadth
Derivationfrom G4116
Same asG4116
International Phonetic Alphabetˈplɑ.tos
IPA modˈplɑ.tows
Syllableplatos
DictionPLA-tose
Diction ModPLA-tose
Usagebreadth

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:18
ଖ୍ରୀଷ୍ଟଙ୍କ ପ୍ ରମରେ ମହାନତାକୁ ହୃଦୟଙ୍ଗମ କରିବା ପାଇଁ ତୁମ୍ଭକୁ ଓ ପରମେଶ୍ବରଙ୍କ ପବିତ୍ରୀକୃତ ଲୋକମାନଙ୍କୁ ବୁଝିବା ଶକ୍ତି ମିଳୁ। ଯେପରି ତୁମ୍ଭେ ଏହା ମଧ୍ଯ ବୁଝି ପାର ଯେ, ସହେି ପ୍ ରମେ କେତେ ଓସାର, କେତେ ଲମ୍ବା, କେତେ ଉଚ୍ଚ, ଓ କେତେ ଗଭୀର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:9
ଶୟତାନର ସନୋବାହିନୀ ପୃଥିବୀର ପ୍ରେତ୍ୟକକ ସ୍ଥାନକୁ ଯାଇ ପରମେଶ୍ବରଙ୍କର ଲୋକମାନଙ୍କ ଶିବିରଗୁଡ଼ିକୁ ଓ ପରମେଶ୍ବରଙ୍କ ପ୍ରିୟ ନଗରକୁ ନଇଗେଲେ। କିନ୍ତୁ ସ୍ବର୍ଗରୁ ଅଗ୍ନି ଆସିଲା ଓ ତା'ର ସନୋବାହିନୀକୁ ବିନାଶ କରି ଦଲୋ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:16
ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ 12,000 ଷ୍ଟାଡ଼ିଆ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:16
ସହେି ନଗରୀଟି ଚାରିକଣିଆ ଥିଲା। ଏହାର ଲମ୍ବା ଓ ଚଉଡ଼ା ସମାନ। ସହେି ଦୂତ ମାପଦଣ୍ଡ ରେ ନଗରୀକୁ ମାପିଲେ। ନଗରୀର ଲମ୍ବା 12,000 ଷ୍ଟାଡ଼ିଆ, ଚଉଡ଼ା 12,000 ଷ୍ଟାଡ଼ିଆ ଓ ଉଚ୍ଚତା ମଧ୍ଯ 12,000 ଷ୍ଟାଡ଼ିଆ ଥିଲା।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்