Base Word
πολεμέω
Short Definitionto be (engaged) in warfare, i.e., to battle (literally or figuratively)
Long Definitionto war, carry on war
Derivationfrom G4171
Same asG4171
International Phonetic Alphabetpo.lɛˈmɛ.o
IPA modpow.le̞ˈme̞.ow
Syllablepolemeō
Dictionpoh-leh-MEH-oh
Diction Modpoh-lay-MAY-oh
Usagefight, (make) war

ଯାକୁବଙ୍କ ପତ୍ 4:2
ତୁମ୍ଭମାନେେ ଅନକେ ବିଷୟ ଇଚ୍ଛା କର, କିନ୍ତୁ ପାଅ ନାହିଁ। ତେଣୁ ତୁମ୍ଭେ ଅନ୍ୟ ଲୋକମାନଙ୍କ ପ୍ରତି ଈର୍ଷାନ୍ବିତ ହାଇେ ସମାନଙ୍କେୁ ହତ୍ଯା କରିଥାଅ। ତଥାପି ତୁମ୍ଭେ ଇଚ୍ଛା କରୁଥିବା ବିଷୟଗୁଡ଼ିକ ପାଇ ପାର ନାହିଁ। ସେଥିପାଇଁ ତୁମ୍ଭେ ତର୍କବିତର୍କ କରିଥାଅ ଓ ବିବାଦ କରିଥାଅ। ଯେ ହତେୁ ତୁମ୍ଭେ ପରମେଶ୍ବରଙ୍କୁ ତୁମ୍ଭର ଦରକାରୀ ବିଷୟଗୁଡ଼ିକ ମାଗି ନ ଥାଅ, ତେଣୁ ତୁମ୍ଭମାନେେ ସଗେୁଡ଼ିକ ପାଇ ନ ଥାଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:16
ତେଣୁ ତୁମ୍ଭେ ମନ ପରିବର୍ତ୍ତନ କର। ଯଦି ତୁମ୍ଭେ ମନ ପରିବର୍ତ୍ତନ କରିବ ନାହିଁ, ତବେେ ମୁଁ ତୁମ୍ଭ ପାଖକୁ ଶୀଘ୍ର ଆସିବି ଓ ମାରେ ମୁଖରୁ ବାହାରୁଥିବା ଖଡ୍ଗ ରେ ସହେି ଲୋକମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:7
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:7
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:4
ଲୋକାମନେ ସହେି ସାପକୁ ପୂଜା କଲେ, କାରଣ ସେ ତା'ର କ୍ଷମତା ପଶୁକୁ ଦାନ କରିଦଇେଥିଲା। ଲୋକମାନେ ସହେି ପଶୁକୁ ମଧ୍ଯ ପୂଜା କଲେ। ସମାନେେ କହିଲେ, ଏହି ପଶୁ ଭଳି ଶକ୍ତିଶାଳୀ କିଏ ଅଛି ? ତା' ବିରୁଦ୍ଧ ରେ କିଏ ୟୁଦ୍ଧ କରିପାରିବ ?

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:14
ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:11
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்