Base Word
πώρωσις
Short Definitionstupidity or callousness
Long Definitionthe covering with a callus
Derivationfrom G4456
Same asG4456
International Phonetic Alphabetˈpo.ro.sis
IPA modˈpow.row.sis
Syllablepōrōsis
DictionPOH-roh-sees
Diction ModPOH-roh-sees
Usageblindness, hardness

ମାର୍କଲିଖିତ ସୁସମାଚାର 3:5
ତା'ପରେ ଯୀଶୁ ଲୋକମାନଙ୍କ ଆଡକୁ ରାଗ ରେ ଚାହିଁଲେ; କିନ୍ତୁ ସମାନଙ୍କେ ହୃଦୟର କଠିନତା ଲକ୍ଷ୍ଯ କରି ବହୁତ ଦୁଃଖୀ ହେଲେ। ଯୀଶୁ ସହେି ଲୋକଟିକୁ କହିଲେ, ତୁମ୍ଭ ହାତ ମାେତେ ଦଖାେଅ। ଲୋକଟି ଯୀଶୁଙ୍କ ଆଡକୁ ହାତଟି ବଢାଇ ଦଲୋ ଓ

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:25
ଭାଇ ଓ ଭଉଣୀମାନେ, ଏହି ନିଗୂଢ ସତ୍ଯ ବିଷୟ ରେ ତୁମ୍ଭମାନେେ ଯେ ପରି ଅଜଣା ରହି ଯାଅ; ଏ କଥା ମୁଁ ଚା ହେଁ ନାହିଁ । ଏହି ସତ୍ଯ ତୁମ୍ଭମାନଙ୍କୁ ଜାଣିବା ରେ ସାହାୟ୍ଯ କରିବ ଯେ, ତୁମ୍ଭମାନେେ ସର୍ବଜ୍ଞ ନୁହଁ। ଏହି କଥା ସତ୍ଯ ଯେ, ଇଶ୍ରାୟେଲର ଗୋଟିଏ ଅଂଶର ଲୋକଙ୍କୁ ଅବାଧ୍ଯ କରାଯାଇଛି। ଯେତବେେଳେ ପୂର୍ଣ ସଂଖ୍ଯକ ଅଣଯିହୂଦୀ ପରମେଶ୍ବରଙ୍କ ନିଜ ଲୋକ ହାଇେ ଯିବେ, ତା ହେଲେ ଏହି ସ୍ଥିତି ରେ ପରିବର୍ତ୍ତନ ଘଟିବ।

ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:18
ସମାନେେ କିଛି ବୁଝନ୍ତି ନାହିଁ କି କିଛି ଜାଣନ୍ତି ନାହିଁ, କାରଣ ସମାନେେ ବୁଝିବା ପାଇଁ ମନା କରନ୍ତି। ସେଥିପାଇଁ ପରମେଶ୍ବର ପ୍ରଦତ୍ତ ଜୀବନ ସମାନେେ ପାଇ ପାରିବେ ନାହିଁ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்