Base Word
ῥάπισμα
Short Definitiona slap
Long Definitiona blow with a rod or staff or a scourge
Derivationfrom G4474
Same asG4474
International Phonetic Alphabetˈrɑ.pi.smɑ
IPA modˈrɑ.pi.smɑ
Syllablerhapisma
DictionRA-pee-sma
Diction ModRA-pee-sma
Usage(+ strike with the) palm of the hand, smite with the hand

ମାର୍କଲିଖିତ ସୁସମାଚାର 14:65
ସଠାେରେ ଉପସ୍ଥିତ ଥିବା କେତକେ ଲୋକ ଯୀଶୁଙ୍କ ଉପରକୁ ଛପେ ପକାଇଲେ। କେତକେ ଯୀଶୁଙ୍କ ମୁହଁ ଘୋଡଇେ ଦଇେ ବିଧା ମାରିଲେ, ଓ ଆଉ କେତକେ ଥଟ୍ଟା କରି କହିଲେ, ଏବେ ତୁମ୍ଭେ ଆମ୍ଭକୁ ଦେଖଇେ ଦିଅ ଯେ, ତୁମ୍ଭେ ଜଣେ ଭବିଷ୍ଯଦ୍ବକ୍ତା। ତା'ପରେ ପ୍ରହରୀମାନେ ତାହାଙ୍କୁ ନଇେ ଯାଇ ପିଟିଲେ।

ଯୋହନଲିଖିତ ସୁସମାଚାର 18:22
ଯୀଶୁ ଏହି କଥା କହିବା ବେଳେ ଯୀଶୁଙ୍କ ପାଖ ରେ ଠିଆ ହାଇେଥିବା ଜଣେ ପ୍ରହରୀ ତାହାଙ୍କୁ ପ୍ରହାର କଲା। ସେ କହିଲା, ତୁମ୍ଭେ ମହାୟାଜକଙ୍କୁ ସପରେି ଉତ୍ତର ଦବୋ ଉଚିତ ନୁହେଁ।

ଯୋହନଲିଖିତ ସୁସମାଚାର 19:3
ସୈନିକମାନେ ଯୀଶୁଙ୍କ ପାଖକୁ ବହୁତ ଥର ଆସିଲେ ଓ କହିଲେ, ହେ! ଯିହୂଦୀମାନଙ୍କ ରାଜା। ସମାନେେ ଯୀଶୁଙ୍କୁ ଚାପୁଡା ମାରିଲେ।

Occurences : 3

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்