Base Word
ῥύμη
Short Definitionan alley or avenue (as crowded)
Long Definitiona swing, rush, force, trail, of a body in motion
Derivationprolongation from G4506 in its original sense
Same asG4506
International Phonetic Alphabetˈry.me
IPA modˈrju.me̞
Syllablerhymē
DictionROO-may
Diction ModRYOO-may
Usagelane, street

ମାଥିଉଲିଖିତ ସୁସମାଚାର 6:2
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।

ଲୂକଲିଖିତ ସୁସମାଚାର 14:21
ତେଣୁ ଚାକରଟି ଫରେିଆସିଲା। ଯାହା ସବୁ ଘଟିଥିଲା, ସେ ତା ମାଲିକକୁ ସବୁ କହିଲା, ଏହା ଶୁଣି ମାଲିକ ଖୁବ୍ ରାଗିଗଲେ ଓ କହିଲେ, ନଗରର ରାସ୍ତା ଗଳିମାନଙ୍କୁ ଶୀଘ୍ର ଦୌଡିଯାଅ, ଏବଂ ଦୀନଦୁଃଖୀ, ପଙ୍ଗୁ, ଅନ୍ଧ ଓ େଛାଟାମାନଙ୍କୁ ଏଠାକୁ ନଇେଆସ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 9:11
ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 12:10
ସମାନେେ ପ୍ରଥମ ଓ ଦ୍ବିତୀୟ ପ୍ରହରୀଙ୍କୁ ଟପି ଗୋଟିଏ ଲିହା ଫାଟକ ପାଖକୁ ଆସିଲେ। ଏହା କାରାଗାରକୁ ନଗରରୁ ବିଚ୍ଛିନ୍ନ କରୁଥିଲା। ଏହା ଆପେ ଆପେ ଖାଲିଗେଲା ଓ ସମାନେେ ବାହାରକୁ ଚ଼ାଲିଗଲେ। ସମାନେେ ଗୋଟିଏ ଗଳିର ଶଷେ ଆଡ଼କୁ ଗଲାପରେ ହଠାତ୍ ସ୍ବର୍ଗଦୂତ ଜଣକ ପିତରଙ୍କୁ ଛାଡ଼ି ଚ଼ାଲିଗଲେ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்