Base Word
σαλπίζω
Short Definitionto trumpet, i.e., sound a blast (literally or figuratively)
Long Definitionto sound a trumpet
Derivationfrom G4536
Same asG4536
International Phonetic Alphabetsɑlˈpi.zo
IPA modsɑlˈpi.zow
Syllablesalpizō
Dictionsahl-PEE-zoh
Diction Modsahl-PEE-zoh
Usage(which are yet to) sound (a trumpet)

ମାଥିଉଲିଖିତ ସୁସମାଚାର 6:2
ଏଣୁ ଯେତବେେଳେ ତୁମ୍ଭେ କୌଣସି ଦୀନ-ଦୁଃଖୀକୁ ଦାନ ଦାଉଛ, ସେତବେେଳେ ତାର ଘୋଷଣା କରନାହିଁ। ଲୋକଙ୍କ ପ୍ରଶଂସା ପାଇବା ପାଇଁ କପଟି ଲୋକେ ପ୍ରାର୍ଥନା-ଗୃହ ଓ ଗଳିମାନଙ୍କ ରେ ତୂରୀବଜାଇ ସଭେଳି ପ୍ରଚାର କରିଥାନ୍ତି। ମୁଁ ତୁମ୍ଭକୁ ସତ୍ଯକଥା କହୁଛି ଯେ ସମାନେେ ତାହାଙ୍କର ପ୍ରତିଫଳ ପାଇ ସାରିଲଣେି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 15:52
ଏହା କବଳେ ମୁହୂର୍ତ୍ତକ ମଧିଅରେ ଆଖି ପିଛୁଳାକେ, ଘଟି ୟିବ। ଯେତବେେଳେ ତୂରୀ ବାଜିବ, ଓ ଯେତେ ସବୁ ବିଶ୍ବାସୀ ମରିଯାଇଛନ୍ତି ସମାନେେ ମୃତ୍ଯୁରୁ ଅନନ୍ତକାଳ ପାଇଁ ଉଥିତ ହବେେ ଓ ଆମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ଜୀବିତ ଅଛନ୍ତି, ସମାନେେ ପରିବର୍ତ୍ତିତ ହବେେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:6
ତା'ପରେ ସାତ ଜଣ ସ୍ବର୍ଗଦୂତ ସାତାଟେି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:7
ପ୍ରଥମ ସ୍ବର୍ଗଦୂତ ତାହାଙ୍କ ତୂରୀ ବଜାଇଲେ। ଏହା ଦ୍ବାରା ପୃଥିବୀ ଉପରେ ରକ୍ତ ମିଶ୍ରିତ ଅଗ୍ନି ଓ ଶିଳା ବୃଷ୍ଟି ହେଲା। ଏହି କାରଣରୁ ପୃଥିବୀର ଏକ ତୃତୀଯାଂଶ ରେ ନିଆଁ ଲାଗି ଏକ ତୃତୀଯାଂଶ ବୃକ୍ଷ ଓ ସବୁଜ ଘାସସବୁ ପୋଡ଼ିଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:8
ଦ୍ବିତୀୟ ସ୍ବର୍ଗଦୂତ ତୂରୀ ବଜାଇଲା ପରେ ଗୋଟିଏ ବୃହତ୍ ଜ୍ବଳନ୍ତା ପର୍ବତ ପରି ଦିଶୁଥିବା ଏକ ବସ୍ତ୍ର ସମୁଦ୍ର ରେ ପଡ଼ିଲା। ଏହାଦ୍ବାରା ସମୁଦ୍ରର ଏକ ତୃତୀଯାଂଶ ଜଳ ରକ୍ତ ରେ ପୂର୍ଣ୍ଣ ହାଇଗେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:10
ଯେତବେେଳେ ତୃତୀୟ ସ୍ବର୍ଗଦୂତ ତୂରୀ ବଜାଇଲେ, ସେତବେେଳେ ଏକ ପ୍ରକାଣ୍ଡ ତାରା ମଶାଲପରି ଜଳୁଥିବା ଅବସ୍ଥା ରେ ଆକାଶରୁ ଖସିପଡ଼ିଲା। ଏହା ଏକ ତୃତୀଯାଂଶ ନଦୀ ଓ ଏକ ତୃତୀଯାଂଶ ଜଳ ନିର୍ଝର ଗୁଡ଼ିକ ଉପରେ ପଡ଼ିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:12
ଯେ ତବେଳେ ଚତୁର୍ଥ ଦୂତ ତୂରୀ ବଜାଇଲେ, ଏକତୃତୀଯାଂଶ ସୂର୍ୟ୍ଯ, ଏକତୃତୀଯାଂଶ ଚନ୍ଦ୍ର ଓ ଏକତୃତୀଯାଂଶ ନକ୍ଷତ୍ରଗୁଡ଼ିକ ଆଘାତ ପାଇଲେ। ତେଣୁ ସମାନଙ୍କେ ମଧ୍ଯରୁ ଏକ ତୃତୀଯାଂଶ ଅନ୍ଧକାରମୟ ହାଇଗେଲା। ଦିନ ଓ ରାତ୍ରିର ଏକ ତୃତୀଯାଂଶ ଆଲୋକବିହୀନ ହେଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 8:13
ମୁଁ ସେତବେେଳେ ଗୋଟିଏ ଉତ୍କ୍ରୋଶ ପକ୍ଷୀକୁ ଆକାଶର ଉପରଭାଗ ରେ ଉଡ଼ୁଥିବାର ଦେଖିଲି, ସେ ଖୁବ୍ ଜାରେ ରେ କହିଲା, ହାୟ, ହାୟ ! ପୃଥିବୀ ନିବାସୀମାନଙ୍କ ଉପରେ ଭୟଙ୍କର କ୍ଲେଶ ଆସୁଅଛି। କାରଣ ଆହୁରି ତିନି ଜଣ ଦୂତ ତୂରୀ ବଜାଇବାକୁ ଯାଉଅଛନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:1
ଏହାପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତବେେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସହେି ତାରାକୁ ପାତାଳ ଅତଳ ଗହ୍ବର ରେ ପ୍ରବେଶ ଦ୍ବାରର ଚାବି ଦିଆଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:13
ତା'ପରେ ଷଷ୍ଠ ସ୍ବର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ବରଙ୍କ ସମ୍ମୁଖ ରେ ଥିବା ସୁନା ବଦେୀର ଚାରି ଶୃଙ୍ଗ ମଧ୍ଯରୁ ଗୋଟିଏ ସ୍ବର ଶୁଣିଲି।

Occurences : 12

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்