Base Word
Σαῦλος
Literaldesired
Short DefinitionSaulus (i.e., Shaul), the Jewish name of Paul
Long Definitionthe Jewish name of the apostle Paul
Derivationof Hebrew origin, the same as G4549
Same asG4549
International Phonetic Alphabetˈsɛβ.los
IPA modˈsa.lows
Syllablesaulos
DictionSEV-lose
Diction ModSA-lose
UsageSaul

ରେରିତମାନଙ୍କ କାର୍ଯ୍ୟର ବିବରଣ 7:58
ସମାନେେ ତାହାଙ୍କୁ ନଗର ବାହାରକୁ ଟାଣି ନଇେ ପଥର ମାରିବା ଆରମ୍ଭ କରି ଦେଲେ। ସାକ୍ଷୀମାନେ ଶାଉଲ ନାମକ ଜଣେ ୟୁବକର ପାଖ ରେ ସମାନଙ୍କେର ଲୁଗାପଟା ରଖିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:1
ସ୍ତିଫାନଙ୍କ ମୃତ୍ଯୁ ଯେ ଯଥାର୍ଥ, ଏହା ଶାଉଲ ସମର୍ଥନ କରିଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:3
କିନ୍ତୁ ଶାଉଲ ଘ ରେ ଘ ରେ ପଶି ପୁରୁଷ ଓ ସ୍ତ୍ରୀମାନଙ୍କୁ ଟାଣି ଆଣି କାରାଗାର ରେ ରଖିଲେ ଓ ମଣ୍ଡଳୀ ଧ୍ବଂସ କରିବା ପାଇଁ ଚେଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:1
ଶାଉଲ ୟିରୂଶାଲମ ରେ ପ୍ରଭୁଙ୍କ ଅନୁସରଣକାରୀମାନଙ୍କ ବିରୁଦ୍ଧ ରେ ହତ୍ଯାର ଭୟ ଦଖାଇବୋ ପାଇଁ ଚେ଼ଷ୍ଟା କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:8
ଶାଉଲ ଭୂମି ଉପରୁ ଉଠିଲେ, କିନ୍ତୁ କିଛି ଦେଖିପାରିଲେ ନାହିଁ। ତେଣୁ ଲୋକମାନେ ତାହାଙ୍କର ହାତ ଧରି ଦମ୍ମସକେକୁ ନଇଗେଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:11
ପ୍ରଭୁ ତାହାଙ୍କୁ କହିଲେ, ଉଠ ଓ ସଳଖ ନାମକ ରାସ୍ତାକୁ ଯାଅ ଏବଂ ୟିହୂଦାଙ୍କ ଘ ରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ଯକ୍ତିର ସନ୍ଧାନ ନିଅ। ଯେ ହତେୁ ସେ ପ୍ରାର୍ଥନା କରୁଅଛି।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:19
କିଛି ଖାଦ୍ୟ ଖାଇବା ପରେ ତାହାଙ୍କର ବଳ ଆସିଲା। ସେ ଦମ୍ମସକେ ନଗର ରେ ଶିଷ୍ଯମାନଙ୍କ ସହିତ କିଛି ସମୟ ରହିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:22
କିନ୍ତୁ ଶାଉଲ ଅଧିକ ଶକ୍ତିଶାଳୀ ହାଇେ ଉଠିଲେ। ସେ ପ୍ରମାଣ କରି ଦେଲେ ଯେ ଯୀଶୁ ହେଉଛନ୍ତି ଖ୍ରୀଷ୍ଟ। ତାହାଙ୍କ ପ୍ରମାଣ ସବୁ ଏତେ ଦୃଢ଼ ଥିଲା ଯେ, ଦମ୍ମସକରେ ଯିହୂଦୀମାନେ ଏ ବିଷୟ ରେ ତାହାଙ୍କ ସହିତ ୟୁକ୍ତି କରିପାରୁ ନଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:24
ଯିହୂଦୀମାନେ ତାହାଙ୍କୁ ମାରିବାପାଇଁ ଦିନରାତି ନଗରର ଫାଟକ ଗୁଡ଼ିକ ପାଖ ରେ ଜଗି ବସିଲେ। କିନ୍ତୁ ଶାଉଲ ଏହା ଜାଣିପାରିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 9:26
ଶାଉଲ ୟିରୂଶାଲମ ରେ ପହଞ୍ଚି ବିଶ୍ବାସୀ ଶିଷ୍ଯମାନଙ୍କ ସହିତ ଯୋଗଦବୋ ପାଇଁ ଚେ଼ଷ୍ଟା କଲେ, କିନ୍ତୁ ସମାନେେ ସମସ୍ତେ ତାହାଙ୍କୁ ଭୟ କରୁଥିଲେ। ସେ ଯେ ପ୍ରକୃତ ରେ ଯୀଶୁଙ୍କର ଶିଷ୍ଯ ହାଇେଅଛନ୍ତି, ଏହା ଶିଷ୍ଯମାନେ ବିଶ୍ବାସ କଲେ ନାହିଁ।

Occurences : 17

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்