Base Word
σῖτος
Short Definitiongrain, especially wheat
Long Definitionwheat, grain
Derivationof uncertain derivation
Same as
International Phonetic Alphabetˈsi.tos
IPA modˈsi.tows
Syllablesitos
DictionSEE-tose
Diction ModSEE-tose
Usagecorn, wheat

ମାଥିଉଲିଖିତ ସୁସମାଚାର 3:12
ତାହାଙ୍କ ହାତ ରେ କୁଲା ଅଛି। ସେଥି ରେ ସେ ଶସ୍ଯ ସବୁରୁ ଅଗାଡି ତକ ଅଲଗା କରି ଦବେେ। ସେ ତାହାଙ୍କ ଖଳାରୁ ପରିଷ୍କାର ହାଇେଥିବା ଶସ୍ଯତକ ଏକାଠି କରିନଇେ ଅମାର ଭତ ରେ ରଖି ଦବେେ ଓ ଅଗାଡି, କାଠ-କୁଟାତକ ନିଆଁ ରେ ପକଇେ ଦବେେ। ସେ ନିଆଁ କବେେ ହେଲେ ଲିଭିବ ନାହିଁ।

ମାଥିଉଲିଖିତ ସୁସମାଚାର 13:25
କିନ୍ତୁ ସବୁ ଲୋକ ଶାଇେଥିବା ସମୟରେ ସହେି ଲୋକର ଶତୃ ଆସିଲା। ସେ ଗହମ ମଝି ରେ ବାଳୁଙ୍ଗାବୀଜ ବୁଣି ଦଲୋ। ତା'ପରେ ସେ ଚାଲିଗଲା।

ମାଥିଉଲିଖିତ ସୁସମାଚାର 13:29
କ୍ଷତମାଲିେକ ସମାନଙ୍କେୁ ମନାକରି କହିଲେ, 'ତୁମ୍ଭମାନେେ ବାଳିଙ୍ଗା ଉପାଡିଲା ବେଳେ ତା' ସହିତ ଗହମ ମଧ୍ଯ ଉପାଡି ଦବେ।

ମାଥିଉଲିଖିତ ସୁସମାଚାର 13:30
ଫସଲ ପାଚିବା ପର୍ୟ୍ଯନ୍ତ ଉଭୟ ଗହମ ଓ ବାଳୁଙ୍ଗା ଏକାଠି ବଢନ୍ତୁ। କାଟିବା ବେଳେ ମୁଁ କଟାଳିମାନଙ୍କୁ କହିବି ପ୍ରଥମେ ବାଳୁଙ୍ଗଗୁଡିକୁ ଏକାଠି କରି ବିଡାବାନ୍ଧି ଜାଳି ଦିଅ, ତା'ପରେ ଗହମ ସଂଗ୍ରହ କରି ଅମାର ରେ ରଖିଦିଅ।'

ମାର୍କଲିଖିତ ସୁସମାଚାର 4:28
କାହାରି ସାହାୟ୍ଯ ବିନା ଭୂମି ଆପେ ଆପେ ଶସ୍ଯ ଉତ୍ପନ୍ନ କରେ। ପ୍ରଥମେ ଅଙ୍କୁର, ତା ପରେ କେଣ୍ଡା ହୁଏ। ତା'ପରେ କେଣ୍ଡାରୁ ପରିପୂର୍ଣ୍ଣ ଶସ୍ଯ ହୁଏ,

ଲୂକଲିଖିତ ସୁସମାଚାର 3:17
ତାହାଙ୍କ ହାତ ରେ ଖଳା ସଫା କରିବାର କୁଲା ଅଛି। ସେଥି ରେ ସେ ଶସ୍ଯକୁ ଅଗାଡି ଠାରୁ ଅଲଗା କରି ଦବେେ। ସେ ଭଲ ଶସ୍ଯତକ ସଂଗ୍ରହ କରି ଅମାର ରେ ନଇେ ରଖିବେ। ତା'ପରେ ଅଗାଡି ଓ ଦରକାରୀ ଅନାବନା ଜିନିଷଗୁଡିକୁ ଚିରକାଳ ଜଳୁଥିବା ନିଆଁ ରେ ପୋଡି଼ ଦବେେ।

ଲୂକଲିଖିତ ସୁସମାଚାର 16:7
ତା'ପରେ ଗୁମାସ୍ତା ଆଉ ଜଣେ ଖାତକକୁ ପଚାରିଲେ, 'ତୁମ୍ଭର କେତେ ଋଣ ପରିଶାଧେ କରିବାକୁ ଅଛି?' ଖାତକଟି କହିଲା, 'ଶ ହେ ଭରଣ ଗହମ', ଗୁମାସ୍ତା ତାହାଙ୍କୁ କହିଲେ, 'ଏଇଟି ତୁମ୍ଭର ହିସାବ କାଗଜ ନିଅ, ତାକୁ କମ୍ କରି ଅଶୀ ଭରଣ ବୋଲି ଲେଖିଦିଅ।'

ଲୂକଲିଖିତ ସୁସମାଚାର 22:31
କୃଷକ ତା'ର ଗହମକୁ ଚାଲୁଣୀ ରେ ଚଲାଇବା ଭଳି ଶୟତାନ ତୁମ୍ଭମାନଙ୍କୁ ଚଲାଇବା ପାଇଁ ଅନୁମତି ପାଇଛି। ଶିମାନେ! ହେ ଶିମାନେ,

ଯୋହନଲିଖିତ ସୁସମାଚାର 12:24
ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:12
ମିଶର ରେ ଶସ୍ଯଥିବା ଖବର ଶୁଣି ଯାକୁବ ପ୍ରଥମେ ଆମ୍ଭ ପୂର୍ବପୁରୁଷମାନଙ୍କୁ ସଠାେକୁ ପଠାଇଲେ।

Occurences : 14

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்