Base Word
σπήλαιον
Short Definitiona cavern; by implication, a hiding-place or resort
Long Definitiona cave, den
Derivationneuter of a presumed derivative of σπέος (a grotto)
Same as
International Phonetic Alphabetˈspe.lɛ.on
IPA modˈspe̞.le.own
Syllablespēlaion
DictionSPAY-leh-one
Diction ModSPAY-lay-one
Usagecave, den

ମାଥିଉଲିଖିତ ସୁସମାଚାର 21:13
ଯୀଶୁ ସମାନଙ୍କେୁ କହିଲେ, ଶାସ୍ତ୍ର ରେ ଏକଥା ଲଖାେଅଛି, 'ମାେ ଘର ପ୍ରାର୍ଥନା ଘର ବୋଲି କୁହା ୟିବ।' କିନ୍ତୁ ତୁମ୍ଭମାନେେ ଏହାକୁ ଡ଼କାୟତଙ୍କ ଆଡ଼ଡ଼ା ସ୍ଥଳି କରି ଦଇେଛ।

ମାର୍କଲିଖିତ ସୁସମାଚାର 11:17
ତା'ପରେ ସେ ସମାନଙ୍କେୁ ଉପଦେଶ ଦଇେ କହିଲେ, ଶାସ୍ତ୍ର ରେ ଏ କଥା ଲଖାେ ଅଛି ଯେ, 'ମାେ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାୟିବ। କିନ୍ତୁ ତୁମ୍ଭମାନେେ ତ ତାକୁ ଚୋରମାନଙ୍କର ଆଶ୍ରୟ ସ୍ଥଳ ରେ ପରିଣତ କରି ଦେଉଛ'

ଲୂକଲିଖିତ ସୁସମାଚାର 19:46
ଯୀଶୁ କହିଲେ, ଶାସ୍ତ୍ର ରେ ଲଖାେଅଛି: 'ମାେ ଗୃହ ପ୍ରାର୍ଥନାଗୃହ ହବେ।' କିନ୍ତୁ ତୁମ୍ଭମାନେେ ଏହାକୁ ଚୋରମାନଙ୍କ ଆଡ୍ଡାସ୍ଥଳି କରି ଦଇେଛ।'

ଯୋହନଲିଖିତ ସୁସମାଚାର 11:38
ଯୀଶୁ ପୁଣି ବହୁତ ବ୍ଯତିବ୍ଯସ୍ତ ହେଲେ। ସେ ଲାଜାରଙ୍କ କବର ନିକଟକୁ ଆସିଲେ। ତାହା ଗୋଟିଏ ଗୁହା ଥିଲା ଓ ତା ମୁହଁ ରେ ଗୋଟିଏ ବଡ ପଥର ଘୋଡଇେ ଦିଆଯାଇଥିଲା।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:38
ଏହି ମହାନ୍ ଲୋକମାନଙ୍କ ଲାଗି ପୃଥିବୀ ଉପୟୁକ୍ତ ନ ଥିଲା। ସମାନେେ ମରୁଭୂମିରେ ଓ ପାହାଡ଼ ରେ ବୁଲିଲେ ଓ ଗୁମ୍ଫା ଏବଂ ଭୂମିରେ ଥିବା ଗାତମାନଙ୍କ ରେ ନିଜକୁ ଲୁଚାଇ ରଖିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:15
ତା'ପରେ ସମସ୍ତ ଲୋକମାନେ ଗୁମ୍ଫା ଓ ପର୍ବତର ପଛପଟେ ଲୁଚିଲେ। ସମାନଙ୍କେ ଭିତ ରେ ପୃଥିବୀର ରାଜାମାନେ, ଶାସକମାନେ, ସନୋପତିମାନେ, ଧନୀଲୋକମାନେ ଓ ଶକ୍ତିଶାଳୀ ଲୋକମାନେ ଥିଲେ। ପ୍ରେତ୍ୟକକ ବ୍ଯକ୍ତି, ଦାସ ଓ ମୁକ୍ତ ଲୋକମାନେ ନିଜକୁ ଲୁଚାଇ ରଖିଲେ।

Occurences : 6

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்