No lexicon data found for Strong's number: 4748

ରେରିତମାନଙ୍କ କାର୍ଯ୍ୟର ବିବରଣ 21:24
ମ୍ଭେ ସମାନଙ୍କେୁ ସାଙ୍ଗ ରେ ନଇେ ସମାନଙ୍କେ ସହିତ ଆପଣାକୁ ଶୁଚି କରି ଓ ତୁମ୍ଭେ ସମାନଙ୍କେର ମୁଣ୍ଡ ଲଣ୍ଡା ହବୋପାଇଁ ଖର୍ଚ୍ଚ ଦିଅ। ଏହା ଦ୍ବାରା ସମସ୍ତେ ଭାବିବେ ଯେ, ସମାନେେ ତୁମ୍ଭ ବିଷୟ ରେ ଯାହା ସବୁ ଶୁଣିଛନ୍ତି ତାହା ମିଥ୍ଯା। ସମାନେେ ଦେଖିବେ ଯେ, ତୁମ୍ଭେ ନିଜ ଜୀବନ ରେ ମାଶାଙ୍କେ ବ୍ଯବସ୍ଥା ମାନି ଚ଼ଳୁଛ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:12
ଅସୁନ୍ନତ ଲୋକଙ୍କର ପିତା ମଧ୍ଯ ଅବ୍ରାହାମ। ସୁନ୍ନତ ହାଇେଥିବା କାରଣରୁ ଅବ୍ରାହାମ ସମାନଙ୍କେର ପିତା ନୁହଁନ୍ତି। ସୁନ୍ନତ ହବୋ ପୂର୍ବରୁ ଅବ୍ରାହାମଙ୍କର ଯେଉଁ ବିଶ୍ବାସ ଥିଲା, ଯଦି ସମାନେେ ମଧ୍ଯ ସହେି ବିଶ୍ବାସ ଗ୍ରହଣ କରନ୍ତି, ତା' ହେଲେ ଅବ୍ରାହାମ ସମାନଙ୍କେର ପିତା।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:25
ସହେି ଆତ୍ମାଙ୍କଠାରୁ ଆମ୍ଭେ ନୂତନ ଜୀବନ ପାଇଅଛୁ। ଅତଏବ ଆମ୍ଭେ ଆତ୍ମାଙ୍କର ଅନୁସରଣ କରିବା ଉଚିତ୍।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:16
ଯେଉଁମାନେ ଏହି ନିୟମ ପାଳନ କରୁଛନ୍ତି, ସମାନଙ୍କେୁ ଓ ପରମେଶ୍ବରଙ୍କ ସମସ୍ତ ଲୋକମାନଙ୍କୁ ଶାନ୍ତି ଓ ଦୟା ମିଳୁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:16
କିନ୍ତୁ ଆମ୍ଭେ ଯେଉଁସବୁ ସତ୍ଯ ଜାଣିଛୁ, ସହେି ସତ୍ଯ ମାର୍ଗ ରେ ଅବିରତ ଚାଲିବା ଉଚିତ୍।

Occurences : 5

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்