No lexicon data found for Strong's number: 4757

ମାଥିଉଲିଖିତ ସୁସମାଚାର 8:9
ମୁଁ ମଧ୍ଯ ଜଣେ ବଡ ଅଧିକାରୀଙ୍କ ଅଧୀନ ରେ କାମ କରୁଛି। ମାେ ଅଧୀନ ରେ କେତକେ ସୈନ୍ଯ ଅଛନ୍ତି। ମୁଁ ଜଣେ ସୈନିକକୁ ଯଦି କୁ ହେ, 'ଯାଅ', ତବେେ ସେ ଚାଲିଯାଏ। ଅନ୍ୟଜଣକୁ ମୁଁ ଯଦି କୁ ହେ, 'ଆସ', ତବେେ ସେ ଆ ସେ। ମାରେ ଦାସକୁ ମୁଁ ଯଦି କୁ ହେ, 'ଏହା କର' ତବେେ ସେ ତାହା କରେ। ତୁମ୍ଭର ମଧ୍ଯ ଏଭଳି ଶକ୍ତି ଅଛି ବୋଲି ମୁଁ ଜାଣେ।

ମାଥିଉଲିଖିତ ସୁସମାଚାର 27:27
ତା'ପରେ ପୀଲାତଙ୍କ ସୈନ୍ଯମାନେ ଯୀଶୁଙ୍କୁ ପୀଲାତଙ୍କ ରାଜପ୍ରାସାଦ ଭିତରକୁ ନଇଗେଲେ। ସବୁ ସୈନ୍ଯତକ ଯୀଶୁଙ୍କ ଚାରିପଟେ ଜମା ହାଇଗେଲେ।

ମାଥିଉଲିଖିତ ସୁସମାଚାର 28:12
ତା'ପରେ ପ୍ରଧାନ ଯାଜକମାନେ ପ୍ରାଚୀନମାନଙ୍କ ସହିତ ମନ୍ତ୍ରଣା କରି ଗୋଟିଏ ଉପାୟ ବାହାର କଲେ। ସମାନେେ ସୈନ୍ଯମାନଙ୍କୁ ମିଛ କହିବା ପାଇଁ ଲାଞ୍ଚ ହିସାବ ରେ ପ୍ରଚୁର ଟଙ୍କା ଦେଲେ।

ମାର୍କଲିଖିତ ସୁସମାଚାର 15:16
ସୈନ୍ଯମାନେ ଯୀଶୁଙ୍କୁ ଶାସନକର୍ତ୍ତାଙ୍କ ପ୍ରାସାଦ ଭିତରକୁ ନଇଗେଲେ। ସମାନେେ ଅନ୍ୟ ସମସ୍ତ ସୈନ୍ଯମାନଙ୍କୁ ଏକାଠି ଡାକିଲେ।

ଲୂକଲିଖିତ ସୁସମାଚାର 7:8
ମୁଁ ଆପଣଙ୍କର ଅଧିକାର ବିଷୟ ରେ ବୁଝି ପାରୁଛି। ମୁଁ ନିଜେ ଜଣେ ଅଧିକାରୀଙ୍କ ଅଧିନ ରେ କାମ କରୁଛି ଏବଂ ମାେ ଅଧିନ ରେ ମଧ୍ଯ କେତକେ ସୈନ୍ଯ ରହିଛନ୍ତି। ମୁଁ ଯଦି ଜଣେ ସୈନ୍ଯକୁ କ ହେ, 'ଯାଅ' ତବେେ ସେ ଚାଲିଯାଏ। ମୁଁ ଯଦି ଆଉ ଜଣକୁ କ ହେ ଆସ ତବେେ ସେ ଗ୍ଭଲିଆ ସେ। ମୁଁ ଯଦି ମାେ ଚାକରକୁ କୁ ହେ, 'ଏହା କର', ତବେେ ସେ ତାହା କରେ।

ଲୂକଲିଖିତ ସୁସମାଚାର 23:36
ଏପରିକି ସୈନ୍ଯମାନେ ଯୀଶୁଙ୍କ ପ୍ରତି ଉପହାସ କଲେ ଓ ତାହାଙ୍କୁ ଥଟ୍ଟା କରିଲେ। ସମାନେେ ଯୀଶୁଙ୍କ ପାଖକୁ ଆସିଲେ ଓ ତାହାଙ୍କୁ ଅମ୍ଲରସ ଯାଚିଲେ।

ଯୋହନଲିଖିତ ସୁସମାଚାର 19:2
ସୈନିକମାନେ କଣ୍ଟା ଗଛର ମୁକୁଟ ତିଆରି କରି ତାହାଙ୍କ ମୁଣ୍ଡ ରେ ପିନ୍ଧାଇଲେ। ତା'ପରେ ସମାନେେ ତାହାଙ୍କୁ ବାଇଗଣୀ ରଙ୍ଗର ପୋଷାକ ପିନ୍ଧାଇଲେ।

ଯୋହନଲିଖିତ ସୁସମାଚାର 19:23
ଯୀଶୁଙ୍କୁ କୃଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନଇଗେଲେ। ସମାନେେ ତାହାଙ୍କର ବସ୍ତ୍ର ଚାରି ଭାଗ କଲେ। ପ୍ରେତ୍ୟକକ ସୈନିକ ଗୋଟିଏ ଭାଗ ରଖିଲେ। ସମାନେେ ତାହାଙ୍କର ପିନ୍ଧା ପୋଷାକ ମଧ୍ଯ ନଇଗେଲେ। ଏହା ତଳୁ ଉପର ପର୍ୟ୍ଯନ୍ତ ବିନା ସିଲଇେ ରେ ଗୋଟିଏ ପୋଷାକ ଥିଲା।

ଯୋହନଲିଖିତ ସୁସମାଚାର 19:23
ଯୀଶୁଙ୍କୁ କୃଶବିଦ୍ଧ କଲାପରେ ସୈନିକମାନେ ତାହାଙ୍କର ଲୁଗାପଟା ନଇଗେଲେ। ସମାନେେ ତାହାଙ୍କର ବସ୍ତ୍ର ଚାରି ଭାଗ କଲେ। ପ୍ରେତ୍ୟକକ ସୈନିକ ଗୋଟିଏ ଭାଗ ରଖିଲେ। ସମାନେେ ତାହାଙ୍କର ପିନ୍ଧା ପୋଷାକ ମଧ୍ଯ ନଇଗେଲେ। ଏହା ତଳୁ ଉପର ପର୍ୟ୍ଯନ୍ତ ବିନା ସିଲଇେ ରେ ଗୋଟିଏ ପୋଷାକ ଥିଲା।

ଯୋହନଲିଖିତ ସୁସମାଚାର 19:24
ତେଣୁ ସମାନେେ ପରସ୍ପର କଥା ହେଲେ, ଆମ୍ଭେ ଏହାକୁ ଚିରି ଭାଗ କରିବା ନାହିଁ। ଏହା କିଏ ପାଇବ, ତାହା ଜାଣିବା ପାଇଁ ଆମ୍ଭେ ଗୁଳାବାଣ୍ଟ କରିବା ଉଚିତ। ଏହାଦ୍ବାରା ଧର୍ମଶାସ୍ତ୍ରର ଉକ୍ତି ସତ୍ଯ ହେଲା:

Occurences : 26

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்