Base Word
σῦκον
Short Definitiona fig
Long Definitiona fig, the ripe fruit of a fig tree
Derivationapparently a primary word
Same as
International Phonetic Alphabetˈsy.kon
IPA modˈsju.kown
Syllablesykon
DictionSOO-kone
Diction ModSYOO-kone
Usagefig

ମାଥିଉଲିଖିତ ସୁସମାଚାର 7:16
ତୁମ୍ଭେ ତାହାଙ୍କୁ ସମାନଙ୍କେର କାର୍ୟ୍ଯରୁ ଚିହ୍ନିବ। କଣ୍ଟା ବୁଦାରୁ ଯେପରି ଦ୍ରାକ୍ଷାରସ ମିଳେ ନାହିଁ କି ବଣୁଆ କଣ୍ଟାଗଛରୁ ଡମ୍ବିରି ଫଳ ଫଳେ ନାହିଁ, ସହେିପରି ଖରାପ ଲୋକଙ୍କ ଭିତରୁ ଭଲ ବିଷୟ ବାହାରି ନଥାଏ।

ମାର୍କଲିଖିତ ସୁସମାଚାର 11:13
ଯୀଶୁ ପତ୍ର ରେ ପରିପୂର୍ଣ୍ଣ ଗୋଟିଏ ଡିମ୍ବିରି ଗଛ ଦେଖିଲେ। ଗଛ ରେ କିଛି ଡିମ୍ବିରି ଫଳ ଥିବ ଭାବି ସେ ଗଛ ମୂଳକୁ ଗଲେ। କିନ୍ତୁ ସଠାେରେ ପହଞ୍ଚି ସେ ଗଛ ରେ ଗୋଟିଏ ହେଲେ ଡିମ୍ବିରି-ଫଳ ପାଇଲେ ନାହିଁ। ଗଛ ରେ ପତ୍ର ଛଡା ଆଉ କିଛି ନଥିଲା। ଏହା ଡିମ୍ବିରି ଫଳ ଆସିବା ଋତୁ ନଥିଲା।

ଲୂକଲିଖିତ ସୁସମାଚାର 6:44
ପ୍ରେତ୍ୟକକ ଗଛ ତା'ର ଫଳ ଦ୍ବରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷା କୋଳି ପାଆନ୍ତି ନାହିଁ।

ଯାକୁବଙ୍କ ପତ୍ 3:12
ମାେ ଭାଇ ଓ ଭଉଣୀମାନେ, ଡ଼ିମ୍ବିରି ଗଛ ରେ କ'ଣ ଜିତ ଫଳ ଫଳେ ? ନା ! ଦ୍ରାକ୍ଷାଲତା କ'ଣ ଡ଼ିମ୍ବିରି ଉତ୍ପନ୍ନ କରିପା ରେ ? ନା ! ଗୋଟିଏ ଲୁଣିଆ ପାଣିର କୂଅ କବେେ ମିଠା ପାଣି ଦଇପୋ ରେ ନାହିଁ।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்