No lexicon data found for Strong's number: 4889

ମାଥିଉଲିଖିତ ସୁସମାଚାର 18:28
ଚ଼ାକର ବାହାରୁଥିବା ସମୟରେ ରାସ୍ତା ରେ ସେ ତା'ର ଜଣେ ସଙ୍ଗୀ ଚ଼ାକରକୁ ଦେଖିଲା। ସେ ଜଣକ ତାଠାରୁ ଶ ହେ ମୁଦ୍ରା ଋଣ କରିଥିଲା। ପ୍ରଥମେ ଚ଼ାକର ଦ୍ବିତୀୟ ଚ଼ାକରର ତଣ୍ଟି ଚ଼ିପି ଧରି କହିଲା, 'ମାେ ଠାରୁ ଯେଉଁ ଋଣ ନଇେଛୁ, ତାହାକୁ ଶୁଝି ଦେ।'

ମାଥିଉଲିଖିତ ସୁସମାଚାର 18:29
ତା'ପରେ ଦ୍ବିତୀୟ ଚ଼ାକର ତା ନିକଟରେ ଆଣ୍ଠୁମାଡ଼ି ବସି ପ୍ରାର୍ଥନା କଲା, 'ମାେ ପାଇଁ ର୍ଧୈୟ୍ଯ ଧର। ମୁଁ ଯାହା ନଇେଛି ସବୁତକ ଶୁଝି ଦବେି।'

ମାଥିଉଲିଖିତ ସୁସମାଚାର 18:31
ଅନ୍ୟ ଚ଼ାକରମାନେ ଏ ସମସ୍ତ ଘଟଣା ଦେଖିଲେ, ଓ ବଡ଼ ଦୁଃଖିତ ହେଲ। ତେଣୁ ଯାହା ସବୁ ଘଟିଥିଲା, ସେ ସବୁ ସମାନେେ ସମାନଙ୍କେ ମାଲିକଙ୍କ ଆଗ ରେ ଯାଇ କହିଲେ।

ମାଥିଉଲିଖିତ ସୁସମାଚାର 18:33
ମୁଁ ତୋତେ ଯେଉଁଭଳି ଦୟା ଦଖାଇେଥିଲି, ତୁ କ'ଣ ତୋର ସଙ୍ଗୀ ଚ଼ାକରକୁ ସହେିଭଳି ଦୟା ଦଖାଇେ ନଥାନ୍ତୁ?'

ମାଥିଉଲିଖିତ ସୁସମାଚାର 24:49
ତବେେ ସେ ଅନ୍ୟ ଚାକରମାନଙ୍କୁ ପିଟିବା ଆରମ୍ଭ କରି ଦବେେ। ସେ ଖାଇ ଓ ଅନ୍ୟ ଲୋକମାନଙ୍କ ସହିତ ମଦ୍ଯପାନ କରି ରହିବ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:7
ତୁମ୍ଭମାନେେ ପରମେଶ୍ବରଙ୍କ ଅନୁଗ୍ରହ ବିଷୟ ରେ ଏପାଫ୍ରାଙ୍କଠାରୁ ଜାଣିଲ। ଏପାଫ୍ରା ଆମ୍ଭ ସହିତ କାମ କରନ୍ତି ଓ ଆମ୍ଭମାନେେ ତାହାଙ୍କୁ ଭଲ ପାଉ। ସେ ଖ୍ରୀଷ୍ଟଙ୍କର ଜଣେ ବିଶ୍ବାସୀ ସବେକ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:7
ଯୀଶୁ ଖ୍ରୀଷ୍ଟଙ୍କ ପାଇଁ ମାରେ ପ୍ରିୟ ଭାଇ ତୁଖିକ, ଜଣେ ବିଶ୍ବାସୀ ସବେକ ଓ ମାେ ସହିତ ପ୍ରଭୁଙ୍କର ଜଣେ ସବେକ ଅଟନ୍ତି। ମାେ ସହିତ ଏଠା ରେ ଯାହା କିଛି ଘଟୁଛି, ସହେି ସମସ୍ତ କଥା ସେ ତୁମ୍ଭମାନଙ୍କୁ କହିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:11
ତା'ପରେ ପ୍ରେତ୍ୟକକ ଆତ୍ମାଙ୍କୁ ଗୋଟିଏ- ଗୋଟିଏ ଧଳା ରାଜ ପୋଷାକ ଦିଆଗଲା। ସମାନଙ୍କେୁ ଆଉ ଅଳ୍ପ ସମୟ ଅପେକ୍ଷା କରିବାକୁ କୁହାଗଲା। ଖ୍ରୀଷ୍ଟଙ୍କଠା ରେ ଥିବା ସମାନଙ୍କେର ଅନ୍ୟସବୁ ଭାଇମାନଙ୍କୁ ସମାନଙ୍କେ ପରି ହତ୍ଯା କରାୟିବା ପର୍ୟ୍ଯନ୍ତ ଓ ସମାନଙ୍କେ ସମ୍ପୂର୍ଣ୍ଣ ହବୋ ପର୍ୟ୍ଯନ୍ତ ଏହି ଆତ୍ମାମାନଙ୍କୁ ଅପେକ୍ଷା କରିବାକୁ କୁହାଗଲା। ଅତଏବ, ଏହି ହତ୍ଯାର ସବୁକିଛି ସରିବା ପର୍ୟ୍ଯନ୍ତ ସମାନଙ୍କେୁ ଅପେକ୍ଷା କରିବାକୁ କୁହାଗଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:10
ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:9
କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்