Base Word
σφάζω
Short Definitionto butcher (especially an animal for food or in sacrifice) or (generally) to slaughter, or (specially), to maim (violently)
Long Definitionto slay, slaughter, butcher
Derivationa primary verb
Same as
International Phonetic Alphabetˈsfɑ.zo
IPA modˈsfɑ.zow
Syllablesphazō
DictionSFA-zoh
Diction ModSFA-zoh
Usagekill, slay, wound

ଯୋହନଙ୍କ ପ୍ରଥମ ପତ୍ର 3:12
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।

ଯୋହନଙ୍କ ପ୍ରଥମ ପତ୍ର 3:12
ଆମ୍ଭେ କଯିନ344 ଭଳି ହବୋ ଉଚିତ ନୁହେଁ। କାରଣ ତାହାଙ୍କଠା ରେ ପାପାତ୍ମା ଥିଲା। ସେ ନିଜ ଭାଇ ହବେଲକୁ ହତ୍ଯା କଲା। ସେ ତା'ର ଭାଇକୁ କାହିଁକି ହତ୍ଯା କଲା ? ସେ ଏପରି କଲା, କାରଣ ତା'ର କାର୍ୟ୍ଯଗୁଡ଼ିକ ମନ୍ଦ ଥିଲା ଓ ତା' ଭାଇର କର୍ମଗୁଡ଼ିକ ଭଲ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6
ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:9
ସମାନେେ ମଷେଶାବକଙ୍କ ପାଇଁ ଗୋଟିଏ ନୂତନ ଗୀତ ଗାନ କଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:12
ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:4
ତା'ପରେ ଆଉ ଗୋଟିଏ ଲାଭ ଘାଡ଼ୋ ଆସିଲା। ସହେି ଘୋଡ଼ାର ଆ ରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରି ଦବେେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:9
ମଷେଶାବକ ପଞ୍ଚମ ମୁଦ୍ରା ଫିଟାଇଲେ। ସେତବେେଳେ ମୁଁ ବଦେୀ ତଳେ କେତକେ ଆତ୍ମାକୁ ଦେଖିଲି। ପରମେଶ୍ବରଙ୍କର ବାକ୍ଯ ପ୍ରତି ବିଶ୍ବସ୍ତ ଥିବାରୁ ଓ ସମାନେେ ଦେଉଥିବା ସାକ୍ଷ୍ଯ ହତେୁ ଯେଉଁମାନଙ୍କୁ ମାରିଦିଆଯାଉଥିଲା, ସଗେୁଡ଼ିକ ହେଉଛି, ସହେି ଲୋକମାନଙ୍କର ଆତ୍ମା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:3
ତାହାର ମସ୍ତକଗୁଡ଼ିକ ମଧ୍ଯରୁ ଗୋଟିଏ ମସ୍ତକ ଆଘାତ ପ୍ରାପ୍ତ ହାଇେଥିବା ପରି ଓ ମରାଯାଇଥିବା ପରି ଦଖାଗେଲା। କିନ୍ତୁ ତା'ର ମାରାତ୍ମକ କ୍ଷତି ଭଲ ହାଇଯୋଇଥିଲା। ପୃଥିବୀର ସବୁ ଲୋକମାନେ ତାହାକୁ ଦେଖି ଆଶ୍ଚର୍ୟ୍ଯ ହେଲେ ଓ ସହେି ପଶୁର ଅନୁଗମନ କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:8
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:24
ସେ (ବାବିଲ) ଭବିଷ୍ଯଦ୍ ବକ୍ତାମାନଙ୍କର ଓ ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ଏବଂ ପୃଥିବୀ ରେ ମାରି ଦିଆଯାଇ ଥିବା ସମସ୍ତ ଲୋକଙ୍କ ପାଇଁ ଦାଯୀ ଅଟେ।

Occurences : 10

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்