No lexicon data found for Strong's number: 5348

ମାଥିଉଲିଖିତ ସୁସମାଚାର 12:28
ମୁଁ କିନ୍ତୁ ଭୁତମାନଙ୍କୁ ପରମେଶ୍ବରଙ୍କ ଆତ୍ମାର ଶକ୍ତି ସାହାୟ୍ଯ ରେ ତଡ଼ି ଦେଉଛି। ତେଣୁ ଏଥିରୁ ପ୍ରମାଣିତ ହେଉଛି ଯେ, ପରମେଶ୍ବରଙ୍କ ରାଜ୍ଯ ତୁମ୍ଭ ନିକଟରେ ପୂରାପୂରି ଆସି ପହଞ୍ଚିଗଲାଣି।

ଲୂକଲିଖିତ ସୁସମାଚାର 11:20
ମୁଁ ଭୁତମାନଙ୍କୁ ବାହାର କରିଦବୋପାଇଁ ପରମେଶ୍ବରଙ୍କ ଶକ୍ତି ବ୍ଯବହାର କରୁଛି। ଏକଥା ସ୍ପଷ୍ଟ ଦଖାଇେ ଦେଉଛି ଯେ ପରମେଶ୍ବରଙ୍କ ରାଜ୍ଯ ତୁମ୍ଭମାନଙ୍କ ପାଖକୁ ଆସିଗଲାଣି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 9:31
ଇଶ୍ରାୟେଲର ଲୋକେ ଧାର୍ମିକ ହବୋ ପାଇଁ ବ୍ଯବସ୍ଥା ପାଳନ କରି ମଧ୍ଯ କୃତକାର୍ୟ୍ଯ ହେଲେ ନାହିଁ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 10:14
ଆମ୍ଭେ ଅଧିକ ଗର୍ବ କରୁ ନାହୁଁ। ଆମ୍ଭେ ତୁମ୍ଭମାନଙ୍କ ପାଖକୁ ନ ଆସି ଥିଲେ ଆମ୍ଭେ ମିଛଟା ରେ ଅତ୍ଯଧିକ ପ୍ରଶଂସା ନଇେଥାନ୍ତୁ। କିନ୍ତୁ ବାସ୍ତବିକତା ଆମ୍ଭମାନେେ ଖ୍ରୀଷ୍ଟଙ୍କର ସୁସମାଚାର ସହିତ ତୁମ୍ଭମାନଙ୍କ ପାଖ ରେ ପହଁଚିଛୁ।

ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:16
କିନ୍ତୁ ଆମ୍ଭେ ଯେଉଁସବୁ ସତ୍ଯ ଜାଣିଛୁ, ସହେି ସତ୍ଯ ମାର୍ଗ ରେ ଅବିରତ ଚାଲିବା ଉଚିତ୍।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 2:16
ସମାନେେ ଆମ୍ଭକୁ ଅଣଯିହୂଦୀମାନଙ୍କ ନିକଟରେ ଶିକ୍ଷା ଦବୋ ପାଇଁ ଅଟକାଇବାକୁ ଚେଷ୍ଟା କରନ୍ତି। ଅଣୟିହୁଦୀମାନେ ଉଦ୍ଧାର ହୁଅନ୍ତୁ, ଏହି ଉଦ୍ଦେଶ୍ଯ ରେ ଆମ୍ଭେ ସମାନଙ୍କେୁ ଶିକ୍ଷା ଦେଉ। କିନ୍ତୁ ଯିହୂଦୀମାନେ ପୂର୍ବରୁ କରିଥିବା ପାପଗୁଡ଼ିକର ସୂଚୀ, ବର୍ତ୍ତମାନ ମଧ୍ଯ ବଢ଼ି ଚାଲିଛି। ଏବେ ପୂର୍ଣ୍ଣଭାବରେ ପରମେଶ୍ବରଙ୍କ କୋର୍ଧ ସମାନଙ୍କେ ଉପରେ ଆସି ପଡ଼ିଲାଣି।

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 4:15
ଆମ୍ଭେ ଏବେ ତୁମ୍ଭମାନଙ୍କୁ ପ୍ରଭୁଙ୍କ ନିଜ ଶିକ୍ଷା କହୁଛୁ। ପ୍ରଭୁ ପୁନର୍ବାର ଆସିବା ବେଳେ ଆମ୍ଭମାନଙ୍କ ଭିତରୁ ଯେଉଁମାନେ ବର୍ତ୍ତମାନ ଜୀବିତ, ସମାନେେ ସେ ପର୍ୟ୍ଯନ୍ତ ଜୀବିତ ରହିଥିବେ। ଆମ୍ଭେ ଯେଉଁମାନେ ଜୀବିତ ଥିବୁ, ପ୍ରଭୁଙ୍କ ସହିତ ରହିବୁ ଏହା ସତ୍ଯ ; କିନ୍ତୁ ଯେଉଁମାନେ ମରି ଯାଇଛନ୍ତି, ସମାନେେ ଆମ୍ଭମାନଙ୍କ ପୂର୍ବରୁ ତାହାଙ୍କ ଉପସ୍ଥିତି ମଧ୍ଯକୁ ଯିବେ।

Occurences : 7

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்