Base Word
ἅπας
Short Definitionabsolutely all or (singular) every one
Long Definitionquite, all, the whole, all together, all
Derivationfrom G0001 (as a particle of union) and G3956
Same asG0001
International Phonetic Alphabetˈhɑ.pɑs
IPA modˈɑ.pɑs
Syllablehapas
DictionHA-pahs
Diction ModA-pahs
Usageall (things), every (one), whole

ମାଥିଉଲିଖିତ ସୁସମାଚାର 6:32
ଯେଉଁଲୋକମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ଏସବୁ ପଛ ରେ ଦୌଡ଼ନ୍ତିନ୍ତି। କିନ୍ତୁ ସ୍ବର୍ଗ ରେ ରହୁଥିବା ତୁମ୍ଭର ପରମପିତା ଜାଣନ୍ତି ଯେ, ଏସବୁ ଜିନିଷ ତୁମ୍ଭମାନଙ୍କର ଦରକାର।

ମାଥିଉଲିଖିତ ସୁସମାଚାର 24:39
ଯାହା ସବୁ ସେତବେେଳେ ଘଟି ଯାଉଥିଲା, ଲୋକେ ତାହା ଜାଣି ପାରୁ ନଥିଲେ। ସତେିକି ବେଳେ ବନ୍ଯା ମାଡ଼ିଆସିଲା। ସବୁ ଲୋକ ନଷ୍ଟ ହାଇଗେଲେ। ମନୁଷ୍ଯ ପୁତ୍ର ଆସିବା ସମୟରେ ଠିକ୍ ସହେିପରି ହବେ।

ମାଥିଉଲିଖିତ ସୁସମାଚାର 28:11
ଯେତବେେଳେ ସ୍ତ୍ରୀଲୋକମାନେ ଯୀଶୁଙ୍କ ଶିଷ୍ଯମାନଙ୍କୁ ଖବର ଦବୋକୁ ଗଲେ, କବର ନିଗଟ ରେ ପହରା ଦେଉଥିବା କେତକେ ଜଗୂଆଳ ନଗରକୁ ଗଲେ ଓ କବର ନିକଟରେ ଯାହା ସବୁ ଘଟିଥିଲା, ସେ ସମସ୍ତ ଖବର ପ୍ରଧାନ ଯାଜକମାନଙ୍କୁ ଜଣାଇଲେ।

ମାର୍କଲିଖିତ ସୁସମାଚାର 5:40
ଏହା ଶୁଣି ସବୁ ଲୋକ ଯୀଶୁଙ୍କୁ ପରିହାସ କଲେ। କିନ୍ତୁ ସେ ସମସ୍ତଙ୍କୁ ଘରର ବାହାରକୁ ପଠଇେ ଦେଲେ। କବଳେ ପିଲାଟିର ବାପା-ମାଆ ଓ ତାହାଙ୍କ ସହିତ ଆସିଥିବା ଶିଷ୍ଯମାନଙ୍କୁ ସାଙ୍ଗ ରେ ନଇେ ପିଲାଟି ଯେଉଁ କଠାେରୀ ରେ ଥିଲା, ସହେି କଠାେରୀକୁ ଗଲେ।

ମାର୍କଲିଖିତ ସୁସମାଚାର 8:25
ଯୀଶୁ ପୁଣି ଥରେ ଅନ୍ଧଟିର ଆଖି ଉପରେ ହାତ ରଖିଲେ। ତା'ର ଆଖି ଭଲ ହାଇେ ଯାଇଥିଲା ଓ ସେ ସବୁକିଛି ସ୍ପଷ୍ଟ ଦେଖି ପାରୁଥିଲା।

ମାର୍କଲିଖିତ ସୁସମାଚାର 11:32
କିନ୍ତୁ ଯଦି ଆମ୍ଭମାନେେ କହିବା, ' ଯୋହନଙ୍କ ବାପ୍ତିସ୍ମ ମନୁଷ୍ଯଠାରୁ ଆସିଥିଲା, ତବେେ ଲୋକମାନେ ଆମ୍ଭ ଉପରେ ରାଗିଯିବେ। ସମାନେେ ଲୋକମାନଙ୍କୁ ଖୁବ୍ ଡରୁଥିଲେ। କାରଣ ସବୁ ଲୋକ ବିଶ୍ବାସ କରୁଥିଲେ ଯେ, ଯୋହନ ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା।

ମାର୍କଲିଖିତ ସୁସମାଚାର 16:15
ଯୀଶୁ ସମାନଙ୍କେୁ କହିଲେ, ପୃଥିବୀର ଚାରିଆଡକୁ ଯାଅ। ପ୍ରେତ୍ୟକକ ଲୋକକୁ ସୁସମାଚାର ଶୁଣାଅ।

ଲୂକଲିଖିତ ସୁସମାଚାର 2:39
ୟୋ ସଫେ ଓ ମରିୟମ ପ୍ରଭୁଙ୍କ ବ୍ଯବସ୍ଥାନୁଯାଯୀ ସମସ୍ତ କାର୍ୟ୍ଯ ସମ୍ପୂର୍ଣ୍ଣ କଲେ। ତା'ପରେ ସମାନେେ ଗାଲିଲୀ ପ୍ରଦେଶର ନିଜ ନଗର ନାଜରିତକୁ ଫରେିଗଲେ।

ଲୂକଲିଖିତ ସୁସମାଚାର 3:16
ସେତବେେଳେ ଯୋହନ ସମାନଙ୍କେୁ କହିଲେ, ମୁଁ ତ ତୁମ୍ଭମାନଙ୍କୁ ଜଳ ରେ ବାପ୍ତିଜିତ କରୁଛି, କିନ୍ତୁ ମାେ' ଠାରୁ ଅଧିକ ଶକ୍ତିଶାଳୀ ଜଣେ ଆସୁଛନ୍ତି। ତାହାଙ୍କର ୟୋତାର ଫିତା ଫିଟାଇବାକୁ ମଧ୍ଯ ମୁଁ ଯୋଗ୍ଯ ନୁହେଁ। ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନି ଦ୍ବାରା ବାପ୍ତିଜିତ କରିବେ।

ଲୂକଲିଖିତ ସୁସମାଚାର 3:21
ଯୋହନ କାରାଗାର ରେ ବନ୍ଦୀ ହବୋ ପୂର୍ବରୁ ସବୁ ଲୋକ ଯୋହନଙ୍କ ଦ୍ବାରା ବାପ୍ତିଜିତ ହେଉଥିଲେ। ତା'ପରେ ଯୀଶୁ ମଧ୍ଯ ଆସିଲେ ଓ ତାହାଙ୍କ ଦ୍ବାରା ବାପ୍ତିଜିତ ହେଲେ। ଯୀଶୁ ପ୍ରାର୍ଥନା କଲାବାଳେ ଆକାଶ ଖାଲିଗେଲା।

Occurences : 44

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்