Base Word | |
χρῆμα | |
Short Definition | something useful or needed, i.e., wealth, price |
Long Definition | a thing, a matter, affair, event, business |
Derivation | |
Same as | |
International Phonetic Alphabet | ˈxre.mɑ |
IPA mod | ˈxre̞.mɑ |
Syllable | chrēma |
Diction | HRAY-ma |
Diction Mod | HRAY-ma |
Usage | money, riches |
ମାର୍କଲିଖିତ ସୁସମାଚାର 10:23
ଯୀଶୁ ଚାରି ଆଡେ ଚାହିଁ ଶିଷ୍ଯମାନଙ୍କୁ କହିଲେ, ଧନୀ ଲୋକମାନଙ୍କ ପକ୍ଷ ରେ ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ବଡ କଠିନ ବିଷୟ।
ମାର୍କଲିଖିତ ସୁସମାଚାର 10:24
ଯୀଶୁଙ୍କ କଥା ଶୁଣି ଶିଷ୍ଯମାନେ ଆଶ୍ଚର୍ୟ୍ଯ ହାଇଗେଲେ, କିନ୍ତୁ ଯୀଶୁ ସମାନଙ୍କେୁ ପୁଣି କହିଲେ, ହେ ମାରେ ପିଲାମାନେ, ପରମେଶ୍ବରଙ୍କ ରାଜ୍ଯ ରେ ପ୍ରବେଶ କରିବା ପ୍ରକୃତ ରେ କଡେେ କଠିନ।
ଲୂକଲିଖିତ ସୁସମାଚାର 18:24
ସହେି ଯିହୂଦୀ ନେତାଙ୍କୁ ଦୁଃଖିତ ହବୋର ଦେଖି ଯୀଶୁ କହିଲେ, ପରମେଶ୍ବରଙ୍କ ରାଜ୍ଯ ରେ ଧନୀ ଲୋକମାନେ ପ୍ରବେଶ କରିବ ବହୁତ କଠିନ।
ରେରିତମାନଙ୍କ କାର୍ଯ୍ୟର ବିବରଣ 4:37
ୟୋ ସଫଙ୍କେର ଖଣ୍ଡିଏ କ୍ଷତେ ଥିଲା। ସେ ତାହାକୁ ବିକ୍ରୀ କରି ଦେଲେ ଓ ବିକ୍ରୀଲବ୍ଧ ସମସ୍ତ ଟଙ୍କା ଆଣି ପ୍ ରରେିତମାନଙ୍କୁ ଦଇେ ଦେଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 8:18
ପ୍ ରରେିତମାନଙ୍କ ହାତ ରଖିବା ଦ୍ବାରା ପବିତ୍ର ଆତ୍ମା ପ୍ରାପ୍ତ ହବୋ ଶିମାନେ ଦେଖିଲା। ତେଣୁ ଶିମାନେ ପ୍ ରରେିତମାନଙ୍କୁ ଟଙ୍କା ଯାଚି କହିଲା,
ରେରିତମାନଙ୍କ କାର୍ଯ୍ୟର ବିବରଣ 8:20
ପିତର ତାହାକୁ କହିଲେ, ତୁମ୍ଭେ ଓ ତୁମ୍ଭର ଟଙ୍କା ସବୁଦିନ ପାଇଁ ନଷ୍ଟ ହାଇଯୋଉ, କାରଣ ତୁମ୍ଭେ ଭାବିଲ ଯେ, ପରମେଶ୍ବରଙ୍କ ଦାନ ଟଙ୍କା ରେ କିଣି ହବେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 24:26
କିନ୍ତୁ ଫଲେୀକ୍ସ୍ ପାଉଲଙ୍କ ସହିତ କଥା ହବୋର ଆଉ ଗୋଟିଏ କାରଣ ଥିଲା। ସେ ଆଶା କରିଥିଲେ ଯେ ପାଉଲ ତାହାଙ୍କୁ ଟଙ୍କା ଲାଞ୍ଚ ଦବେେ। ତେଣୁ ସେ ପାଉଲଙ୍କୁ ଅନକେଥର ଡ଼କାଇ କଥା ହେଉଥିଲେ।
Occurences : 7
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்