Base Word | |
ὡσαννά | |
Short Definition | oh save!; hosanna (i.e., hoshia-na), an exclamation of adoration |
Long Definition | hosanna |
Derivation | of Hebrew origin (H3467 and H4994) |
Same as | H3467 |
International Phonetic Alphabet | ho.sɑnˈnɑ |
IPA mod | ow.sɑnˈnɑ |
Syllable | hōsanna |
Diction | hoh-sahn-NA |
Diction Mod | oh-sahn-NA |
Usage | hosanna |
ମାଥିଉଲିଖିତ ସୁସମାଚାର 21:9
ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ମାଥିଉଲିଖିତ ସୁସମାଚାର 21:9
ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ମାଥିଉଲିଖିତ ସୁସମାଚାର 21:15
ପ୍ରଧାନ ଯାଜକ ଓ ଧର୍ମଶାସ୍ତ୍ରୀମାନେ ଯୀଶୁଙ୍କ ଏ ବିସ୍ମୟ ଜନକ କାମ ଦେଖିଲେ। ମନ୍ଦିର ପରିସର ରେ ପିଲାମାନେ ପାଟି କରି ଯୀଶୁଙ୍କ ମହିମା ଗାନ କରୁଥିବାର ସମାନେେ ଶୁଣିଲେ। ପିଲାମାନେ କହୁଥିଲେ, ଦାଉଦଙ୍କ ପୁତ୍ରଙ୍କ ମହିମା ଗାନ କର। ଏସବୁ ଘଟଣା ରେ ଯାଜକ ଓ ଧର୍ମଶାସ୍ତ୍ରୀମାନେ ରାଗିଗଲେ।
ମାର୍କଲିଖିତ ସୁସମାଚାର 11:9
କେତକେ ଲୋକ ଯୀଶୁଙ୍କ ଆଗେ ଆଗେ ଯାଉଥିଲେ ଓ ଅନ୍ୟ କେତକେ ତାହାଙ୍କ ପେଛ ପେଛ ଯାଉଥାଲେ। ସମସ୍ତେ ପାଟି କରି କହୁଥିଲେ,
ମାର୍କଲିଖିତ ସୁସମାଚାର 11:10
ଆମ୍ଭର ପିତା ଦାଉଦଙ୍କର ଆଗାମୀ ରାଜ୍ଯ ଧନ୍ଯ, ସ୍ବର୍ଗ ରେ ରହୁଥିବା ପରମ ପିତା ହେଉଛନ୍ତି ଧନ୍ଯ।
ଯୋହନଲିଖିତ ସୁସମାଚାର 12:13
ସମାନେେ ଖଜୁରୀ ବାହୂଙ୍ଗା ଧରି ୟିଶୁଙ୍କୁ ଦଖାେ କରିବା ପାଇଁ ଗଲେ। ସେ ଲୋକମାନେ ଖୁବ୍ ଜାରେ ରେ କହିଲେ,
Occurences : 6
எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்