Base Word
ἀσθένεια
Short Definitionfeebleness (of mind or body); by implication, malady; morally, frailty
Long Definitionwant of strength, weakness, infirmity
Derivationfrom G0772
Same asG0772
International Phonetic Alphabetɑˈsθɛ.ni.ɑ
IPA modɑˈsθe̞.ni.ɑ
Syllableastheneia
Dictionah-STHEH-nee-ah
Diction Modah-STHAY-nee-ah
Usagedisease, infirmity, sickness, weakness

ମାଥିଉଲିଖିତ ସୁସମାଚାର 8:17
ଭବିଷ୍ଯଦ୍ବକ୍ତା ୟିଶାଇୟଙ୍କ ମାଧ୍ଯମ ରେ ପରମେଶ୍ବର ଯାହା କହିଥିଲେ ତାହା ସଫଳ ହବୋ ପାଇଁ ଯୀଶୁ ଏହି କାମଗୁଡିକ କଲେ:

ଲୂକଲିଖିତ ସୁସମାଚାର 5:15
କିନ୍ତୁ ଯୀଶୁଙ୍କ ବିଷୟ ରେ ଖବର ଆହୁରି ଅଧିକରୁ ଅଧିକ ବ୍ଯାପିଗଲା। ଅନକେ ଲୋକ ଉପଦେଶ ଶୁଣିବାକୁ ଓ ରୋଗରୁ ସୁସ୍ଥ ହବୋକୁ ତାହାଙ୍କ ପାଖକୁ ଆସୁଥିଲେ।

ଲୂକଲିଖିତ ସୁସମାଚାର 8:2
କେତକେ ସ୍ତ୍ରୀଲୋକ ମଧ୍ଯ ତାହାଙ୍କ ସାଙ୍ଗ ରେ ଥିଲେ। ସମାନଙ୍କେୁ ଯୀଶୁ ଦୁଷ୍ଟାତ୍ମା କବଳରୁ ତଥା ରୋଗରୁ ମୁକ୍ତ କରିଥିଲେ। ସମାନଙ୍କେ ମଧ୍ଯରୁ ଜଣକର ନାଁ ଥିଲା ମରିୟମ। ସେ ମଗ୍ଦଲା ସହରର ବାସିନ୍ଦା ଥିଲେ। ତା'ଠାରୁ ସାତଟି ଭୁତ ବାହାର କରା ଯାଇଥିଲା।

ଲୂକଲିଖିତ ସୁସମାଚାର 13:11
ସଠାେରେ ଏପରି ଗୋଟିଏ ସ୍ତ୍ରୀ ଲୋକ ଥିଲା, ଯାହା ଦହେ ରେ ଗୋଟିଏ ଭୂତ ପ୍ରବେଶ କିର ରହିଥିଲା। ଭୂତ ସ୍ତ୍ରୀ ଲୋକଟିକୁ ଅଠର ବର୍ଷ ଧରି ପଙ୍ଗୁ କରି ପକାଇଥିଲା। ସେ କୁଜ୍ଜା ହାଇେ ନଇଁ ଯାଉଥିଲା। ସେ ଜମା ସିଧା ଠିଆ ହାଇେ ପାରୁନଥିଲା।

ଲୂକଲିଖିତ ସୁସମାଚାର 13:12
ଯୀଶୁ ତାକୁ ଡାକି ପାଖ ରେ ଦେଖି କହିଲେ, ହେ ନାରୀ ତୁମ୍ଭର ପୀଡିତା ଅବସ୍ଥା ବର୍ତ୍ତମାନ ଚାଲିଯାଇଛି।

ଯୋହନଲିଖିତ ସୁସମାଚାର 5:5
ସଠାେରେ ଜଣେ ଲୋକ ପଡିରହି ଥିଲା, ସେ ବିଗତ 38 ବର୍ଷଧରି ଲୋଗଗ୍ରସ୍ତ ଥିଲା।

ଯୋହନଲିଖିତ ସୁସମାଚାର 11:4
ଯୀଶୁ ଏହି କଥା ଶୁଣି କହିଲେ, ତାହାର ପୀଡା ମୃତ୍ଯୁଜନକ ନୁହେଁ। କିନ୍ତୁ ତା'ର ଅସୁସ୍ଥତା ପରମେଶ୍ବରଙ୍କର ଗୌରବ ନିମନ୍ତେ। ପରମେଶ୍ବରଙ୍କର ପୁତ୍ର ଏହା ଦ୍ବାରା ଗୌରବାନ୍ବିତ ହବେେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:9
ଏପରି ହବୋର ଦେଖି ଦ୍ବୀପରେ ଥିବା ଅନ୍ୟ ପୀଡ଼ିତ ଲୋକମାନେ ମଧ୍ଯ ଆସି ସୁସ୍ଥ ହେଲେ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 6:19
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:26
ଆତ୍ମା ମଧ୍ଯ ଆମକୁ ସାହାୟ୍ଯ କରୁଛନ୍ତି, ଆମ୍ଭେ ଅତି ଦୁର୍ବଳ କିନ୍ତୁ ଆତ୍ମା ଆମ୍ଭର ଦୁର୍ବଳତା ରେ ଆମ୍ଭକୁ ସାହାୟ୍ଯ କରୁଛନ୍ତି। କଣ ଓ କିପରି ପାର୍ଥନା କରିବା ଉଚିତ୍ ତାହା ଆମ୍ଭେ ଜାଣୁ ନାହୁଁ। କିନ୍ତୁ ଆତ୍ମା ନିଜ ତରଫରୁ ପରମେଶ୍ବରଙ୍କୁ ଆମ୍ଭ ପାଇଁ ପାର୍ଥନା କରନ୍ତି। ଆତ୍ମା ଆମ୍ଭ ପାଇଁ ପରମେଶ୍ବଙ୍କ ଠା ରେ ନିବଦନେ କରନ୍ତି। ଆତ୍ମା ଯେତେ ଗଭୀର ଭାବନା ସହିତ ପରମେଶ୍ବରଙ୍କୁ କୁହନ୍ତି ତାହା ଶବ୍ଦ ରେ ବର୍ଣନା କରା ଯାଇ ପାରିବ ନାହିଁ।

Occurences : 24

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்