Base Word
βιβλιαρίδιον
Short Definitiona booklet
Long Definitiona little book
Derivationa diminutive of G0975
Same asG0975
International Phonetic Alphabetβi.βli.ɑˈri.ði.on
IPA modvi.vli.ɑˈri.ði.own
Syllablebibliaridion
Dictionvee-vlee-ah-REE-thee-one
Diction Modvee-vlee-ah-REE-thee-one
Usagelittle book

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:2
ସହେି ଦୂତଙ୍କ ହାତ ରେ ଗୋଟିଏ କ୍ଷୁଦ୍ର ଖୋଲା ଚର୍ମପତ୍ର ଥିଲା। ସେ ତାହାଙ୍କର ଦକ୍ଷିଣ ପାଦ ସମୁଦ୍ର ଉପରେ ଓ ବାମ ପାଦ ସ୍ଥଳଭାଗ ଉପରେ ରଖିଥିଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:8
ତା'ପରେ ମୁଁ ସହେି ସ୍ବର ସ୍ବର୍ଗରୁ ପୁଣି ଥରେ ଶୁଣିଲି। ସେ ସ୍ବର ମାେତେ କହିଲା, ଯାଅ ଓ ସମୁଦ୍ର ଓ ପୃଥିବୀ ଉପରେ ଠିଆ ହାଇେଥିବା ଦୂତଙ୍କ ହାତରୁ ଖାେଲା ଚର୍ମପତ୍ରଟି ନିଅ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:9
ତେଣୁ ମୁଁ ଦୂତଙ୍କ ପାଖକୁ ଯାଇ କ୍ଷୁଦ୍ର ଚର୍ମପତ୍ରଟି ମାଗିଲି। ସେ ମାେତେ କହିଲେ, ଏହାକୁ ନିଅ ଓ ଏହା ଖାଅ। ଏହା ତୁମ୍ଭ ପଟେକୁ ଖଟା ଲାଗିବ, କିନ୍ତୁ ତୁମ୍ଭ ମୁହଁକୁ ମହୁ ପରି ମିଠା ଲାଗିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:10
ତେଣୁ ମୁଁ ତାହାଙ୍କ ହସ୍ତରୁ କ୍ଷୁଦ୍ର ଚର୍ମପତ୍ର ନଲେି ଓ ଖାଇଲି। ମାେ ପାଟିକୁ ତାହା ମିଠା ଲାଗିଲା, କିନ୍ତୁ ଯେତବେେଳେ ମୁଁ ଏହାକୁ ଢ଼ୋକିଲି, ପଟେ ରେ ଏହା ଖଟା ଲାଗିଲା।

Occurences : 4

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்