Base Word
אָדוֹן
Short Definitionsovereign, i.e., controller (human or divine)
Long Definitionfirm, strong, lord, master
Derivationor (shortened) אָדֹן; from an unused root (meaning to rule)
International Phonetic Alphabetʔɔːˈd̪on̪
IPA modʔɑːˈdo̞wn
Syllableʾādôn
Dictionaw-DONE
Diction Modah-DONE
Usagelord, master, owner
Part of speechn-m

ଆଦି ପୁସ୍ତକ 18:3
ଅବ୍ରହାମ କହିଲେ, ମହାଶୟଗଣ, ଯଦି ତୁମ୍ଭମାନେେ ମାେ ଉପରେ ସନ୍ତୁଷ୍ଟ ଦୟାକରି ତୁମ୍ଭର ଦାସ ନିକଟରେ କିଛି କ୍ଷଣ ରୁହ।

ଆଦି ପୁସ୍ତକ 18:12
ତେଣୁ ସାରା ଶୁଣିଥିବା କଥାକୁ ବିଶ୍ବାସ କରିପାରିଲା ନାହିଁ। ସେ ନିଜକୁ ନିଜେ ହସିଲା ଏବଂ କହିଲା, ମୁଁ ଏବଂ ମାରେ ସ୍ବାମୀ ବର୍ଦ୍ଧକ୍ଯ ରେ ଉପନୀତ। ପିଲା ଜନ୍ମ କରିବା ପାଇଁ, ଆମ୍ଭେ ବହୁତ ବୁଢ଼ା ବୁଢ଼ି ହାଇୟୋଇଛୁ।

ଆଦି ପୁସ୍ତକ 19:2
ଲୋଟ ସମାନଙ୍କେୁ କହିଲେ, ହେ ମହାଶୟଗଣ ମାରେ ଗୃହକୁ ଆସିବା ହେଉ ଏବଂ ମୁଁ ତୁମ୍ଭମାନଙ୍କର ସବୋ କରିବି। ଆପଣମାନେ ପାଦ ଧୋଇ ମାରେ ଗୃହକୁ ଆସନ୍ତୁ ଏବଂ ଏହିଠା ରେ ରାତ୍ରିୟାପନ କରନ୍ତୁ। ଏହାପରେ ଆସନ୍ତାକାଲି ତୁମ୍ଭମାନେେ ଶିଘ୍ର ଉଠିବ ଏବଂ ତୁମ୍ଭ ୟାତ୍ରା ଚାଲୁ ରଖିବ।

ଆଦି ପୁସ୍ତକ 23:6
ହେ ପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ମଧିଅରେ ପରମେଶ୍ବରଙ୍କର ଏକମାତ୍ର ପରାକ୍ରାନ୍ତ। ତୁମ୍ଭେ ଆମ୍ଭମାନଙ୍କ କବର ସ୍ଥାନ ରେ ଯେ କୌଣସି ସ୍ଥାନ ରେ କବର ଦଇପୋରିବ। ତୁମ୍ଭର ସ୍ତ୍ରୀଙ୍କ କବର ପାଇଁ ଆମ୍ଭେ କହେି ଅଟକାଇବୁ ନାହିଁ।

ଆଦି ପୁସ୍ତକ 23:11
ନା ମୁନିବ, ସପରେି ହବେ ନାହିଁ। ମାେ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସହେି ସ୍ଥାନ ଓ ତନ୍ମଧ୍ଯସ୍ଥିତ ଗୁହା ଦଲେି। ମୁଁ ସ୍ବବଂଶୀଯ ସନ୍ତାନମାନଙ୍କ ସାକ୍ଷାତ ରେ ତାହା ଆପଣଙ୍କୁ ଦଲେି। ଆପଣ ନିଜ ସ୍ତ୍ରୀର ମୃତ ଦହକେୁ କବର ଦିଅନ୍ତୁ।

ଆଦି ପୁସ୍ତକ 23:15
ମହାଶୟ, ମାରେକଥା ଶୁଣନ୍ତୁ। ଭୂମି ଖଣ୍ଡକର ମୂଲ୍ଯ ତ ଚାରିଶହ ସକେଲ ରୂପା ତୁମ୍ଭ ମାେପାଇଁ କିଛି ନୁହେଁ। ଭୂମି ଗ୍ରହଣ କରନ୍ତୁ ଏବଂ ଆପଣଙ୍କର ମୃତ ସ୍ତ୍ରୀକୁ କବର ଦିଅନ୍ତୁ।

ଆଦି ପୁସ୍ତକ 24:9
ତେଣୁ ସହେି ଦାସ ତାଙ୍କର ମୁନିବଙ୍କ ଜଙ୍ଘ ଛୁଇଁ ଶପଥ କଲା।

ଆଦି ପୁସ୍ତକ 24:10
ସହେି ଦାସ ଅବ୍ରହାମଙ୍କର ଦଶଟା ଓଟ ନଇେ ସହେି ସ୍ଥାନ ପିରତ୍ଯାଗ କଲା। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସହେି ଦାସ ନାହାରେ ଅରାମନହରଯିମର ନଗରକୁ ୟାତ୍ରା କଲା।

ଆଦି ପୁସ୍ତକ 24:10
ସହେି ଦାସ ଅବ୍ରହାମଙ୍କର ଦଶଟା ଓଟ ନଇେ ସହେି ସ୍ଥାନ ପିରତ୍ଯାଗ କଲା। ସମସ୍ତ ପ୍ରକାରର ସୁନ୍ଦର ଉପହାରଗୁଡ଼ିକ ବହନ କରି ନେଲେ। ସହେି ଦାସ ନାହାରେ ଅରାମନହରଯିମର ନଗରକୁ ୟାତ୍ରା କଲା।

ଆଦି ପୁସ୍ତକ 24:12
ଦାସ ପ୍ରାର୍ଥନା କଲେ ଏବଂ କହିଲେ, ହେ ସଦାପ୍ରଭୁ! ତୁମ୍ଭେ ମାରେ ପ୍ରଭୁଙ୍କର ପରମେଶ୍ବର । ମାରେ ଜୀବନର ଲକ୍ଷ୍ଯ ସଫଳ କରାଇ, ମାହେର କର୍ତ୍ତା ଅବ୍ରହାମଙ୍କୁ ଦୟାକରି ଅନୁଗ୍ରହ କର।

Occurences : 335

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்