Base Word
בֶּצַע
Short Definitionplunder; by extension, gain (usually unjust)
Long Definitionprofit, unjust gain, gain (profit) acquired by violence
Derivationfrom H1214
International Phonetic Alphabetbɛˈt͡sˤɑʕ
IPA modbɛˈt͡sɑʕ
Syllablebeṣaʿ
Dictionbeh-TSA
Diction Modbeh-TSA
Usagecovetousness, (dishonest) gain, lucre, profit
Part of speechn-m

ଆଦି ପୁସ୍ତକ 37:26
ତେଣୁ ଯିହୁଦା ତା'ର ଭାଇମାନଙ୍କୁ କହିଲେ, ଯଦି ଆମ୍ଭେ ଆମ୍ଭର ଭାଇକୁ ହତ୍ଯାକରି ଓ ତା'ର ମୃତ୍ଯୁକୁ ଲୁଚାଇଲେ ଆମ୍ଭର ଲାଭ କ'ଣ?

ଯାତ୍ରା ପୁସ୍ତକ 18:21
ଆହୁରି ତୁମ୍ଭେ ଏହି ଲୋକମାନଙ୍କ ମଧ୍ଯରୁ କର୍ମକ୍ଷମ, ଅର୍ଥାତ୍

ବିଚାରକର୍ତାମାନଙ୍କ ବିବରଣ 5:19
କୀଣାନୀଯ ରାଜାମାନେ ୟକ୍ସ୍ଟଦ୍ଧ କରିଥିଲେ। ସମାନେେ କୌଣସି ସିନ୍ଦକ୍ସ୍ଟକ ପାଇ ନ ଥିଲେ। ସମାନେେ ତାନକରେ ୟକ୍ସ୍ଟଦ୍ଧ କରିଥିଲେ। ମାଗିଦୋର ଜଳତୀରସ୍ଥ ରେ।

ପ୍ରଥମ ଶାମୁୟେଲ 8:3
ଶାମୁୟେଲଙ୍କ ପକ୍ସ୍ଟଅମାନେ ତାଙ୍କପରି ଜୀବନୟାପନ କଲେ ନାହିଁ। ସମାନେେ ଉତ୍କୋଚ ନେଉଥିଲେ। ସମାନେେ ଉତ୍କୋଚ ନଇେ ଦରବାର ରେ ସମାନଙ୍କେ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।

ଆୟୁବ ପୁସ୍ତକ 22:3
ତୁମ୍ଭେ ଯେ ଜଣେ ଧାର୍ମିକ ଅଟ ଏହା କ'ଣ ପରମେଶ୍ବରଙ୍କ ସୁଖର କାରଣ ଅଟେ ? ନାଁ, ତାଦ୍ବାରା ସର୍ବଶକ୍ତିମାନ ପରମେଶ୍ବର କ'ଣ କିଛି ଲାଭ ପାଆନ୍ତି ଯଦି ତୁମ୍ଭେ ତାଙ୍କୁ ଅନୁସରଣ କର। ନାଁ !

ଗୀତସଂହିତା 30:9
ମୁଁ କହିଲି, ହେ ପ୍ରଭୁ କ'ଣ ଭଲ ହବେ ୟଦି ମୁଁ ମରିୟାଏ। ମୁଁ କବର ଭିତରକୁ ଗଲେ କ'ଣ ଲାଭ। ମୃତ ଲୋକମାନେ ସହେି ମାଟିର କବରରେ ଶୋଇ ରହନ୍ତି। ସମାନେେ ତୁମ୍ଭକୁ ପ୍ରଶଂସା କରନ୍ତି ନାହିଁ। ସମାନେେ ଲୋକମାନଙ୍କୁ କହନ୍ତି ନାହିଁ, ଆମ୍ଭମାନେେ କେତେ ତୁମ୍ଭ ଉପରେ ନିର୍ଭରଶୀଳ।

ଗୀତସଂହିତା 119:36
ମାେତେ ଧନୀ ହବୋ ପରିବର୍ତେ ମାେତେ ବାକ୍ଯ ବିଷଯରେ ବୁଝିବା ପାଇଁ ସାହାୟ୍ଯ କର।

ହିତୋପଦେଶ 1:19
ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।

ହିତୋପଦେଶ 15:27
ଲୋଭୀ ଆପଣା ପରିଜନକୁ ଦୁଃଖ ଦିଏ। ମାତ୍ର ଯେଉଁ ଲୋକ ଲାଞ୍ଚକୁ ଘୃଣା କରେ, ସେ ବଞ୍ଚିବ।

ହିତୋପଦେଶ 28:16
ଯେଉଁ ଅଧ୍ଯକ୍ଷ ବୁଦ୍ଧିହୀନ, ସେ ମଧ୍ଯ ଆଜି ଉପଦ୍ରବୀ ହୁଏ। ମାତ୍ର ଯେ ଲୋଭକୁ ଘୃଣା କରେ, ସେ ଆପଣା ଦିନ ବଢ଼ାଇବ।

Occurences : 23

எபிரேய எழுத்துக்கள் Hebrew Letters in Tamilஎபிரேய உயிரெழுத்துக்கள் Hebrew Vowels in TamilHebrew Short Vowels in Tamil எபிரேய குறில் உயிரெழுத்துக்கள்Hebrew Long Vowels in Tamil எபிரேய நெடில் உயிரெழுத்துக்கள்